Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, December 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

  • ଏହି କାରଣରୁ ମମତା ମାଗିଲେ କ୍ଷମା

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ...

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ...

  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ...

  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ...

  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରେଳ ଧାରଣାରୁ ଖସିଲା ସୋହେଲ୍ ଦେବ୍ ଏକ୍ସପ୍ରେସ୍

ରେଳ ଧାରଣାରୁ ଖସିଲା ସୋହେଲ୍ ଦେବ୍ ଏକ୍ସପ୍ରେସ୍

2023-11-01 10:10:16
14320
Share:
Facebook
Twitter
E-Mail
WhatsApp
Telegram
ରେଳ ଧାରଣାରୁ ଖସିଲା ସୋହେଲ୍ ଦେବ୍ ଏକ୍ସପ୍ରେସ୍

ନୂଆଦିଲ୍ଲୀ: ପୁଣି ଟ୍ରାକରୁ ଖସିଲା ଟ୍ରେନ୍ । ଉତ୍ତରପ୍ରଦେଶ ପ୍ରୟାଗରାଜରେ ରେଳ ଧାରଣାରୁ ଖସିଛି ସୋହେଲ୍ ଦେବ୍ ଏକ୍ସପ୍ରେସ୍ । ଗାଜିପୁରରୁ ଆନନ୍ଦବିହାର ଅଭିମୁଖେ ଯାଉଥିବା ସୋହେଲ୍ ଦେବ ଏକ୍ସପ୍ରେସ୍ ଗତକାଲି ରାତିରେ ପ୍ରୟାଗରାଜ ଷ୍ଟେସନରୁ ଛାଡ଼ିବା ପରେ ଅଘଟଣ ଘଟିଛିା ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।

ଦିଲ୍ଲୀର ଆନନ୍ଦ ବିହାର ଓ ଉତ୍ତରପ୍ରଦେଶର ଗାଜିପୁର ସହର ମଧ୍ୟରେ ଯାଉଥିବା ସୁହେଲଦେବ ଏକ୍ସପ୍ରେସ ଗତ ରାତି ପ୍ରାୟ ୯ଟାରେ ପ୍ରୟାଗରାଜ ଷ୍ଟେସନ ଛାଡ଼ିଥିଲା। କିଛି ବାଟ ଯିବା ପରେ ହଠାତ୍‌ ଇଞ୍ଜିନର ଚକ ଟ୍ରାକ୍ ତଳକୁ ଖସି ଯାଇଥିଲା। ଫଳରେ ଇଞ୍ଜିନ ପଛରେ ଥିବା ୨ଟି ବଗି ଟ୍ରାକ୍‌ ତଳକୁ ଖସି ଯାଇଥିଲା। ମାତ୍ର ଟ୍ରେନ୍ ସ୍ପିଡ୍ କମ ଥିବାରୁ ଏକ ବଡ଼ ଅଘଟଣ ବର୍ତ୍ତି ଯାଇଛିା ଏଥିରେ କେହି ମୃତାହତ ହୋଇନଥିବା ରେଲୱେ ପକ୍ଷରୁ ସୂଚନା ଦିଆଯାଇଛିା ଏହି ଘଟଣା ଗତରାତି ୯ଟାରେ ଘଟିଥିବା ବେଳେ କିଛି ସମୟ ମଧ୍ୟରେ ଟ୍ରାକ୍‌ ମରାମତି କରି ପୁଣି ଟ୍ରେନ୍‌କୁ ଗତିପଥ ଅଭିମୁଖେ ଛଡ଼ା ଯାଇଥିଲା।

ଗତ ୨୯ ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ଆନ୍ଧ୍ରର ଆଲମଣ୍ଡା ଷ୍ଟେସନର କିଛି  ପୂର୍ବରୁ ପଲାସା ପାସେଞ୍ଜର ଟ୍ରେନକୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍ ପଛ ପଟୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପାସେଞ୍ଜର ଟ୍ରେନ୍‌ର ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲା। ସେହି ସମୟରେ ଆସୁଥିବା ମାଲ୍‌ବାହୀ ଟ୍ରେନ୍‌ଟି ପାସେଞ୍ଜରର ବଗିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଲୋକ ପାଇଲଟ ଓ  ଗାର୍ଡଙ୍କ ସହ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ  ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଜଣ ଆହତ ହୋଇଥିଲେ। 

Powered by Froala Editor

Tags Train derailed

Related articles Odisha News Lens 4.1

  • ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା
    ଦେଶ-ଦେଶାନ୍ତର

    ମେସିଙ୍କୁ ଦେଖିବା ପାଇଁ କୋଲକାତାରେ ପ୍ରବଳ ହଙ୍ଗାମା

    15376
    Dec 13, 2025
  • ଏହି କାରଣରୁ ମମତା ମାଗିଲେ କ୍ଷମା
    ଦେଶ-ଦେଶାନ୍ତର

    ଏହି କାରଣରୁ ମମତା ମାଗିଲେ କ୍ଷମା

    13738
    Dec 13, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15764
    Dec 11, 2025
  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13641
    Dec 12, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15673
    Dec 12, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ...

    13762
    Dec 12, 2025
  • କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାର ବଦଳାଇ ଦେଲେ ମନରେଗାର ନାଁ

    13888
    Dec 13, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର
    ବିଶେଷ

    ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13874
    Dec 13, 2025
  • ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15809
    Dec 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15673
    Dec 12, 2025
  • ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15764
    Dec 11, 2025
  • ଦେଶ-ଦେଶାନ୍ତର

    ବାର୍ବି କ୍ୟୁ ନେସନ୍‌ ଦେବ ଜରିମାନା, ଜାଣନ୍ତୁ କାହିଁକି?

    15809
    Dec 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17229
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17317
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17661
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16133
    Apr 03, 2021

ବିଶେଷ

  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    13874
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15673
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15495
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16100
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13952
    Dec 09, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15141
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14239
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14988
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15224
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15764
    Dec 11, 2025
  • ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣା: ଚାରି ଫ୍ଲାଇଟ୍ ଅପରେସନ୍ସ ଇନ୍ସପେକ୍ଟରଙ୍କୁ ବହିଷ୍କାର

    13762
    Dec 12, 2025
  • ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏର ଚଢାଉ

    13641
    Dec 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In