Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

ରାଜ୍ୟ
Home ›› ରାଜ୍ୟ ››ଓଲିଉଡ କଳିରେ ପୁଣି ଏଣ୍ଟ୍ରି ମାରିଲେ ବଲାଙ୍ଗୀର ବିଧାୟକ

ଓଲିଉଡ କଳିରେ ପୁଣି ଏଣ୍ଟ୍ରି ମାରିଲେ ବଲାଙ୍ଗୀର ବିଧାୟକ

2023-11-02 08:37:00
14012
Share:
Facebook
Twitter
E-Mail
WhatsApp
Telegram
ଓଲିଉଡ କଳିରେ ପୁଣି ଏଣ୍ଟ୍ରି ମାରିଲେ ବଲାଙ୍ଗୀର ବିଧାୟକ

ଭୁବନେଶ୍ୱର: ଓଲିଉଡ କଳି ମଧ୍ୟରେ କଂଗ୍ରେସ ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ପୁଣି ଏଣ୍ଟ୍ରି ମାରିଛନ୍ତି । ଅଭିନେତା ମନୋଜ ମିଶ୍ରଙ୍କ ସମର୍ଥନରେ ନରସିଂହ ମିଶ୍ର ପୁଣି ଥରେ ନିଜର ପ୍ରତିକ୍ରିୟା ରଖିଛନ୍ତି ।

ସେ କହିଛନ୍ତି ଯେ  ଜଣେ କଳାକାରଙ୍କୁ ଯେଭଳି ଅପମାନ କରାଗଲା ତାହା ଅତ୍ୟନ୍ତ ନିନ୍ଦନୀୟ । ବ୍ୟାନ ପୂର୍ବରୁ ମନୋଜଙ୍କୁ କାରଣ ଦର୍ଶାଯାଇଥିଲା କି ବୋଲି ନରସିଂହ ପ୍ରଶ୍ନ କରିଛନ୍ତି । ଏଥିସହ ରାଜ୍ୟ ସରକାର କେବଳ ଗୁମାସ୍ତାଙ୍କୁ ଧରି ବୟାନବାଜି କରୁଥିବା ସେ କହିଛନ୍ତି । ସମାଧାନ ପାଇଁ ନୁହେଁ, କେବଳ ଖଳି ପଳାଇବାକୁ ଦଣାଣ୍ଡି ହେଉଥିବା ନରସିଂହ କହିଛନ୍ତି । ଏଥିସହ ତୁରନ୍ତ ମନୋଜଙ୍କ ଉପରୁ ବ୍ୟାନ ପ୍ରତ୍ୟାହାର କରିବାକୁ ସେ ଦାବି କରିଛନ୍ତି ।
ସେମାନେ କହୁଛନ୍ତି ଭୁଲ ଥିଲେ କ୍ଷମା ମାଗିବୁ । କିନ୍ତୁ ପଶ୍ଚିମ ଓଡ଼ିଶା ଭାଷା ଓ କଳାକାରଙ୍କ ପ୍ରତି ଟିପ୍ପଣୀ ପାଇଁ କ୍ଷମା ମାଗ ବୋଲି ନରସିଂହ ମିଶ୍ର କହିଛନ୍ତି ।

ପ୍ରକାଶ ଯେ ପୂର୍ବରୁ ନରସିଂହ ମିଶ୍ର ଆଗଲପୁରଠାରେ ଆୟୋଜିତ ଛେଲିଆପାଟ ମହୋତ୍ସବରେ ଯୋଗଦେଇ ମନୋଜ ମିଶ୍ରଙ୍କୁ କରାଯାଇଥିବା ୨ ବର୍ଷର ବାସନ୍ଦକୁ ସେ ନିନ୍ଦା କରିଥିଲେ । ଯଦି ବାସନ୍ଦ ନଉଠିବ, ଓଡ଼ିଶା ଭାଗ ଭାଗ ହୋଇଯିବ ବୋଲି କହିଥିଲେ ।

ପ୍ରଯୋଜକମାନେ ଏଭଳି ନିଷ୍ପତି ପ୍ରତ୍ୟାହାର କରି ମନୋଜଙ୍କୁ ଉଚିତ୍ ସମ୍ମାନ ଦେଇ ସମସ୍ୟାର ସମାଧାନ କରିବାକୁ ସେ ପରାମର୍ଶ ଦେଇଥିଲେ । ଅଭିନେତା ମନୋଜ ମିଶ୍ରଙ୍କୁ ଓଡ଼ିଆ ସିନେମାରୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି । ଏପରି ନିଷ୍ପତିକୁ ସଂପୂର୍ଣ୍ଣ ପଶ୍ଚିମ ଓଡ଼ିଶାବାସୀ ବିରୋଧ କରିଛନ୍ତି । ବିଭିନ୍ନ ସ୍ଥାନରେ ମନୋଜ ମିଶ୍ରଙ୍କ ସପକ୍ଷରେ ସ୍ୱର ଉଠିଛି ।

Powered by Froala Editor

Tags narasingh mishra

Related articles Odisha News Lens 4.1

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15586
    Sep 22, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15416
    Sep 23, 2026
  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14902
    Sep 23, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13498
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    14001
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14478
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14069
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14600
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15258
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14652
    Sep 23, 2026
  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15258
    Sep 23, 2026
  • ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14069
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17119
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17807
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17779
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18188
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15258
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15046
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14487
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14734
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16365
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14417
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15613
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15375
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14902
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15586
    Sep 22, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14478
    Sep 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In