Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ...

  • ଏହି କାରଣରୁ କ୍ଷମା ମାଗିଲେ ବିଜେପି ...

  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ...

  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ...

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦମ୍ପତିଙ୍କ ଉପରେ ଭାଙ୍ଗି ପଡ଼ିଲା ଘର, ସ୍ୱାମୀ ମୃତ

ଦମ୍ପତିଙ୍କ ଉପରେ ଭାଙ୍ଗି ପଡ଼ିଲା ଘର, ସ୍ୱାମୀ ମୃତ

2023-11-03 19:07:33
15093
Share:
Facebook
Twitter
E-Mail
WhatsApp
Telegram
ଦମ୍ପତିଙ୍କ ଉପରେ ଭାଙ୍ଗି ପଡ଼ିଲା ଘର, ସ୍ୱାମୀ ମୃତ

ହରିୟାଣାର ପାନିପଥରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ଯାଉ ଯାଉ ମୁଣ୍ଡ ଉପରୁ ଖସିଲା ମୃତ୍ୟୁ। ପାଖରେ ଥିବା ସିସିଟିଭିରେ କଏଦ ହୋଇଗଲା ଏହି ଛାତିଥରା ଦୃଶ୍ୟ । ସ୍ବାମୀ ଓ ସ୍ତ୍ରୀ ଦୁହେଁ ହସଖୁସିରେ ମାର୍କେଟିଂ ପାଇଁ ଯାଉଥିବା ବେଳେ ଭଙ୍ଗା ଯାଉଥିବା ଘରର କାନ୍ଥ ଦମ୍ପତିଙ୍କ ଉପ‌ରେ ଭୁଶୁଡ଼ି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ମୃତ ସ୍ବାମୀଙ୍କ ବୟସ ୩୫ବର୍ଷ ଓ ନାମ ସୁଶୀଲ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ପାନିପଥ ନିକଟସ୍ଥ ପଚରଙ୍ଗ ମାର୍କେଟରେ ଥିବା  ଏକ ଘର ଗତକାଲି ଭଙ୍ଗା ଯାଉଥିଲା । ଏହିଘର ୮୦ବର୍ଷ ତଳର ବୋଲି କୁହାଯାଉଛି। ଘର ଭଙ୍ଗା ପାଇଁ ମାଲିକ ଶ୍ରମିକଙ୍କୁ ନିୟୋଜିତ କରିଥିବା ବେଳେ ରାସ୍ତା ଅବରୋଧ କରି ନଥିଲେ କି  କୌଣସି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଫଳରେ ଘରଭଙ୍ଗା ଚାଲିଥିବା ବେଳେ ଲୋକେ ସେହି ରାସ୍ତାରେ ଯାତାୟାତ କରୁଥିଲେ।

ଉକ୍ତ ସମୟରେ ଏକ ଦମ୍ପତି ବାଇକ୍‌ରେ ଯାଉଥିବା ବେଳେ ହଠାତ୍‌ ଭଙ୍ଗା ଯାଉଥିବା ଘର ସେମାନଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଇଟା, ସିମେଣ୍ଟ ତଳେ ଚାପି ହୋଇ ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପତ୍ନୀ ଆହତ ହୋଇଥିଲେ। ଏହି ଅଘଟଣ ବେଳେ ସେହି ରାସ୍ତାରେ ଯାଉଥିବା ଆଉ ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାଯାଇଛି।


ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକଙ୍କ ଚଳାଚଳ ବେଳେ ଘର ଭଙ୍ଗା ଯାଉଥିବା ବେଳେ କୌଣସି ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରା ନ ଯିବାରୁ ଅକାଳରେ ଏକ ଜୀବନ ଚାଲିଗଲା ବୋଲି ଅଭିଯୋଗ ହେଲା।

Powered by Froala Editor

Tags house

Related articles Odisha News Lens 4.1

  • JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ
    ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15353
    Apr 21, 2026
  • ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା
    ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14230
    Apr 22, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    14092
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13536
    Apr 21, 2026
  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14630
    Apr 21, 2026
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...
    ଦେଶ-ଦେଶାନ୍ତର

    ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ...

    14388
    Apr 22, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ
    ଦେଶ-ଦେଶାନ୍ତର

    ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15579
    Apr 21, 2026
  • ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା
    ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15227
    Apr 22, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15365
    Apr 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଭତ୍ସ ହତ୍ୟାକାଣ୍ଡ: ଆଇଆରଏସ ଅଧିକାରୀଙ୍କ ଝିଅକୁ ସନ୍ଦେହଜନକ ପରିସ୍ଥିତିରେ ହତ୍ୟା

    14230
    Apr 22, 2026
  • ଦେଶ-ଦେଶାନ୍ତର

    ବଙ୍ଗଳାରେ ପରିବର୍ତ୍ତନର ସମୟ ଆସିଛି: ଅମିତ୍ ଶାହା

    15227
    Apr 22, 2026
  • ଦେଶ-ଦେଶାନ୍ତର

    JEE ମେନ୍‌ ସେସନ-୨ ରେଜଲ୍ଟ ପ୍ରକାଶିତ

    15353
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17429
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17483
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17841
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16312
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14356
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13861
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16175
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15870
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16226
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15348
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15080
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15581
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13879
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉତ୍ତର ଭାରତରେ ପୁଣି ଥରେ ଭୂମିକମ୍ପ ଝଟକା

    14630
    Apr 21, 2026
  • ବିବାହରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

    15579
    Apr 21, 2026
  • ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ - ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

    14388
    Apr 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In