Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ବିଶେଷ
Home ›› ବିଶେଷ ››ଏହିସବୁ ଖାଦ୍ୟ ଖାଇଲେ ଦୁର୍ବଳ ହୋଇଯିବ ଇମ୍ୟୁନିଟି

ଏହିସବୁ ଖାଦ୍ୟ ଖାଇଲେ ଦୁର୍ବଳ ହୋଇଯିବ ଇମ୍ୟୁନିଟି

2023-11-04 04:17:43
16354
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ଖାଦ୍ୟ ଖାଇଲେ ଦୁର୍ବଳ ହୋଇଯିବ ଇମ୍ୟୁନିଟି

ବର୍ତ୍ତମାନ ସମୟରେ ଆମ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଆସିଛି, ଦେଶୀ ଖାଦ୍ୟଠାରୁ ଆମେ ଅଧିକ ବିଦେଶୀ ଖାଦ୍ୟ ପ୍ରତି ଆକୃଷ୍ଟ ହେଉଛନ୍ତି। ଏପରି ଅନେକ ଖାଦ୍ୟ ଅଛି, ଯାହା ଆମ ଶରୀରର ପ୍ରତିରୋଧ ପ୍ରଣାଳୀ ଅର୍ଥାତ୍ ଇମ୍ୟୁନୋ ସିଷ୍ଟମକୁ ଦୁର୍ବଳ କରିଦିଏ। ଆଉ ଦୁର୍ବଳ ପ୍ରତିରୋଧ ପ୍ରଣାଳୀ ରୋଗର ମୁଖ୍ୟ କାରଣ ହୋଇଥାଏ। ତେବେ କେଉଁ ସବୁ ଖାଦ୍ୟ ଅଛି, ଯାହା ଆମ ପ୍ରତିରୋଧ ପ୍ରଣାଳୀକୁ ଦୁର୍ବଳ କରେ ଜାଣନ୍ତୁ...

ଚିନି
ବିଶେଷଜ୍ଞଙ୍କ କହିବା ଅନୁସାରେ, ଅଧିକ ଚିନି ଖାଇବା ଦ୍ୱାରା ଶ୍ୱେତ ରକ୍ତ କଣିକା କମିଯାଏ। ଏହା ରୋଗ ପ୍ରତିରୋଧକ କ୍ଷମତାକୁ ଦୁର୍ବଳ କରିଥାଏ। ଫଳରେ ଜଣେ ବ୍ୟକ୍ତି ରୋଗ ବିରୁଦ୍ଧରେ ଲଢିବାକୁ ସକ୍ଷମ ହୁଅନ୍ତି ନାହିଁ। ଏହା ସହିତ ଅଧିକ ଚିନି ଖାଇବା ଦ୍ୱାରା ମଧୁମେହ ହୋଇଥାଏ। ମଧୁମେହ ହେଲେ କୌଣସି ପ୍ରକାର ରୋଗ ଉପଶମ ହେବା କଷ୍ଟକର ହୋଇଯାଏ। ବଢିଥାଏ। ଚିନି ନ ଖାଇବାର ଆଉ ଏକ ଭଲ ଗୁଣ ମଧ୍ୟ ରହିଛି। ଚିନି ନ ଖାଇଲେ ଚର୍ମରେ ଉନ୍ନତି ଆସିଥାଏ।

ପ୍ରକ୍ରିୟାକୃତ ଖାଦ୍ୟ
ପ୍ରକ୍ରିୟାକୃତ ଖାଦ୍ୟ ଯେତେ ସ୍ୱାଦିଷ୍ଟ, ସେତେ ଅସ୍ୱାସ୍ଥ୍ୟକର। ଏଥିରେ ସୋଡିୟମର ପରିମାଣ ଅଧିକ ଥାଏ, ଏହା ସହିତ କୃତ୍ରିମ ସଂରକ୍ଷଣକାରୀ ଏବଂ ଅସ୍ୱାସ୍ଥ୍ୟକର ଚର୍ବିର ପରିମାଣ ମଧ୍ୟ ଅଧିକ। ଏହି କାରଣରୁ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହେବାକୁ ଲାଗେ।

ମଦ
ଅତ୍ୟଧିକ ମଦ୍ୟପାନ ରୋଗ ପ୍ରତିରୋଧକ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ। ଏହି କାରଣରୁ ଅନେକ ପ୍ରକାର ସଂକ୍ରାମକ ରୋଗ ହୋଇଥାଏ।

ଅଧିକ ଫ୍ରାଏଡ୍ ହୋଇଥିବା ଖାଦ୍ୟ
ଅତ୍ୟଧିକ ଫ୍ରାଏଡ୍ ହୋଇଥିବା ଖାଦ୍ୟରେ ଅଧିକ ପରିମାଣର ତେଲ ଥାଏ, ଯାହା ଖାଇବାକୁ ସ୍ୱାଦିଷ୍ଟ ଲାଗେ ସତ କିନ୍ତୁ ଏହା ସ୍ୱାସ୍ଥ୍ୟ ପାଇଁ ସବୁୁଠୁ ହାନିକାରକ। ଏହି ସବୁ ଖାଦ୍ୟ ଖାଇବା ଦ୍ୱାରା ପ୍ରଦାହ ସମସ୍ୟା ବଢିବାକୁ ଲାଗେ। ଏହା ସହିତ ଏହାର ପ୍ରତିରକ୍ଷା ପ୍ରଣାଳୀ ଉପରେ ମଧ୍ୟ ଖରାପ ପ୍ରଭାବ ପଡିଥାଏ।

Powered by Froala Editor

Tags Immunity

Related articles Odisha News Lens 4.1

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14757
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14422
    Sep 29, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14838
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15139
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14594
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14253
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15527
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14417
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13467
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14422
    Sep 29, 2026
  • ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13467
    Sep 30, 2026
  • ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15139
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18207
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14960
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13985
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15725
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15291
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14666
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14216
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14335
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14594
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14253
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14422
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In