Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ...

  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ...

  • ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ...

  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

  • ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ...

  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ...

  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ...

Home ›› ››ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭୋର ସମୟରେ ସମୀକ୍ଷା କଲେ ଭି .କେ ପାଣ୍ଡିଆନ୍

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭୋର ସମୟରେ ସମୀକ୍ଷା କଲେ ଭି .କେ ପାଣ୍ଡିଆନ୍

2023-11-04 06:13:08
15742
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ପରିକ୍ରମା  ପ୍ରକଳ୍ପ: ଭୋର ସମୟରେ ସମୀକ୍ଷା କଲେ ଭି .କେ ପାଣ୍ଡିଆନ୍

ଭୁବନେଶ୍ବର :  ଶ୍ରୀମନ୍ଦିର ପରିକ୍ରମା  ପ୍ରକଳ୍ପ । ଭୋର  ସାଢେ  ଚାରିରୁ  ସମୀକ୍ଷା  କଲେ  5T ଓ  ନବୀନ  ଓଡିଶା  ଅଧ୍ୟକ୍ଷ   ଭି .କେ ପାଣ୍ଡିଆନ୍ । ଡିସେମ୍ବର  ୧୫  ସୁଦ୍ଧା  କାମ  ସମ୍ପୂର୍ଣ୍ଣ କରିବାକୁ    ଭି .କେ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି ।  ଭି .କେ ପାଣ୍ଡିଆନ୍ ଶନିବାର ଭୋର ସମୟରେ ପୁରୀ ଯାଇ ୪ଟା ୩୦ ମିନିଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ  ସମୀକ୍ଷା କରିଥିଲେ ।
ପରିକ୍ରମା ପ୍ରକଳ୍ପ କାମକୁ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ  କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ତେବେ  ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ    ଭି .କେ ପାଣ୍ଡିଆନ୍ ନିର୍ଦ୍ଦେଶ  ଦେଇଥିଲେ । ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ  ଦେଇ ସମସ୍ତ ଭାଗୀଦାରମାନଙ୍କ ସହଯୋଗରେ  କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ  ।
ସେହିପରି ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିରରେ ପହଞ୍ଚିପାରିବେ । ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟଲୋକ ତଥା ସେବାୟତମାନଙ୍କ ସୁବିଧା ପାଇଁ ଦୁଇଚକିଆ ଗାଡିର ପାର୍କିଂ ପାଇଁ ପର୍ୟ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ଆସବାବପତ୍ର ଗୁଡିକର ସ୍ଥାନାନ୍ତର , ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵଆରୋପ କରିଥିଲେ ।

Powered by Froala Editor

Tags Vk pandian

Related articles Odisha News Lens 4.1

  • ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ
    ଅପରାଧ

    ତରଭୂଜ ନୁହେଁ ଅର୍ଫିନ ଓଭରଡୋଜରେ ୪ ଜଣଙ୍କ ମୃତ୍ୟୁ

    15436
    May 03, 2026
  • ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ
    ଦେଶ-ଦେଶାନ୍ତର

    ପ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ; ୯ ମୃତ

    14586
    May 03, 2026
  • ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ
    ଦେଶ-ଦେଶାନ୍ତର

    ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ

    14735
    May 03, 2026
  • ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା
    ଦେଶ-ଦେଶାନ୍ତର

    ଆଜି ସାରା ଦେଶରେ ନିଟ୍-ୟୁଜି ପରୀକ୍ଷା

    15416
    May 03, 2026
  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

    15049
    May 03, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା
    ବିଶେଷ

    ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14706
    May 03, 2026
  • ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ
    ଦେଶ-ଦେଶାନ୍ତର

    ନିଜକୁ ନ୍ୟାୟ ଦେଇପାରିଲେନି ଯୁବ ବିଚାରପତି, ପତ୍ନୀଙ୍କ ନିର୍ଯାତନାରେ ଝୁଲିପଡ଼ିଲେ

    14693
    May 03, 2026
  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି
    ଦେଶ-ଦେଶାନ୍ତର

    କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି

    13730
    May 03, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା
    ଜିଲ୍ଲା ପରିକ୍ରମା

    ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14343
    May 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13395
    May 03, 2026
  • ଜିଲ୍ଲା ପରିକ୍ରମା

    ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14343
    May 03, 2026
  • ଦେଶ-ଦେଶାନ୍ତର

    ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ପ୍ରସୂନ ଜୋଷୀ

    14735
    May 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17454
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17505
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17860
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16334
    Apr 03, 2021

ବିଶେଷ

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14706
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13734
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14018
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14209
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16075
    Apr 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15372
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15108
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15602
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13915
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ: ୯ ମୃତ

    15049
    May 03, 2026
  • କଲେଜ କ୍ୟାମ୍ପସରେ ଗୁଣ୍ଡୁଚି ଆତଙ୍କ, ୨୦ ଜଣଙ୍କୁ କାମୁଡ଼ିଲାଣି

    13730
    May 03, 2026
  • ୪ରୁ ୫ ଟଙ୍କା ବଢ଼ିପାରେ ପେଟ୍ରୋଲ ଓ ଡିଜେଲ

    13395
    May 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In