Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ ଆଜିଠୁ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ ଆଜିଠୁ

2023-11-04 06:34:53
15911
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ ଆଜିଠୁ

ଭୁବନେଶ୍ୱର : ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରାଜ୍ୟ ସରକାରଙ୍କ ଏକ ବୃହତ ଆଭିମୁଖ୍ୟ । ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବା ସହ ଆଗକୁ ଆହୁରି ସଫଳତା ହାସଲ କରିବାକୁ ପ୍ରୋତ୍ସାହିତ କରିବା ହେଉଛି ଏହାର ଉଦ୍ଦେଶ୍ୟ । ଏହି ପଦକ୍ଷେପ ମାଧ୍ୟମରେ ନୂତନ ଓଡ଼ିଶାର ସ୍ୱପ୍ନକୁ ବାସ୍ତବ ରୂପ ଦେବାରେ ଶିକ୍ଷକ, ପ୍ରଧାନ ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ ଏବଂ ଶିକ୍ଷା ପ୍ରଶାସକଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଯୋଗକୁ ଉତ୍ସାହିତ କରାଯିବ । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ନଭେମ୍ବର ୪ ତାରିଖ (ଶନିବାର)ଠାରୁ ଆବେଦନ ଆରମ୍ଭ ହେବ । ଏହି ଆବେଦନ ପ୍ରକ୍ରିୟା ନଭେମ୍ବର ୧୭ ତାରିଖ ପର୍ୟ୍ୟନ୍ତ ଜାରି ରହିବ । ପୁରସ୍କାର ପାଇଁ ସମ୍ପୃକ୍ତ ବ୍ୟକ୍ତିବିଶେଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍ www.msp.odisha.gov.in ରେ ଆବେଦନ କରିପାରିବେ ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲ୍ଲା ପୁରସ୍କାର, ବ୍ଲକ୍ ପୁରସ୍କାର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପକ୍ରିୟା ଆରମ୍ଭ ହୋଇଛି । ମାଧ୍ୟମିକ ବିଦ୍ୟାଳୟସ୍ତରରେ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ପୁରସ୍କାର ଏବଂ ପ୍ରାଥମିକ ବିଦ୍ୟାଳୟସ୍ତରରେ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ପୁରସ୍କାର ପାଇଁ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଆବେଦନ କରିବେ ।
ସେହିପରି ଶିକ୍ଷକ ପୁରସ୍କାର ପାଇଁ ଶିକ୍ଷକମାନେ ଆବେଦନ କରିବେ । ଅନ୍ୟପକ୍ଷରେ ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର ପାଇଁ ପ୍ରଧାନଶିକ୍ଷକ ଆବେଦନ କରିବେ । ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ (ପିଇଓ) ଆବେଦନ କରିପାରିବେ । ସେହପିରି ଡିଇଓ, ବିଇଓ, ସିଆର୍‌ସିସି ପୁରସ୍କାର ପାଇଁ ସମ୍ପୃକ୍ତ ଅଧିକାରୀ ଆବେଦନ କରିବେ । ଜିଲ୍ଲା ପୁରସ୍କାର ପାଇଁ ଜିଲ୍ଲାପାଳ ଓ ବ୍ଲକ୍ ପୁରସ୍କାର ପାଇଁ ବିଡିଓ ଆବେଦନ କରିିବେ । ଡିଆଇଇଟି ପୁରସ୍କାର ପାଇଁ ସମ୍ପୃକ୍ତ ଡିଆଇଇଟିର ଅଧ୍ୟକ୍ଷ ୱେବସାଇଟ୍‌ରେ ଆବେଦନ କରିବେ । ଅଧିକ ବିବରଣୀ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍‌ରେ ସମସ୍ତ ସୂଚନା ଉପଲବ୍ଧ ରହିଛି । ପ୍ରଥମ ପର୍ୟ୍ୟାୟରେ ଚଳିତ ବର୍ଷ ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମେଧାବୀ, ମେଧାବୃତ୍ତି ଓ ନେତୃତ୍ୱ ପୁରସ୍କାର ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ।

ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ମେଧାବୀ ଛାତ୍ରଛାତ୍ରୀ, ଉଲ୍ଲେଖନୀୟ କାର୍ୟ୍ୟ କରିଥିବା ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷା ପ୍ରଶାସକ, ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ଉଲ୍ଲେଖନୀୟ ବ୍ୟକ୍ତି ବିଶେଷ ଓ ବିଭିନ୍ନ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ କରାଯିବ । ରାଜ୍ୟସ୍ତରରେ ୧୯, ୪୬୭ଟି ପୁରସ୍କାର ବାବଦରେ ୩୨, ୧୭, ୨୯, ୦୦୦ ଟଙ୍କା ପ୍ରଦାନ କରାଯିବ । ସେହିପରି ଜିଲ୍ଲାସ୍ତରରେ ୪,୬୮୦ଟି ପୁରସ୍କାର ପାଇଁ ୨୪, ୫୮, ୫୦, ୦୦୦ ଟଙ୍କା ପୁରସ୍କାର ରାଶି ଦିଆଯିବ । ବ୍ଲକ୍‌ସ୍ତରରେ ୩୪, ୮୫୪ଟି ପୁରସ୍କାର ବାବଦକୁ ୫୯, ୯୭, ୪୦, ୦୦୦ ଟଙ୍କା ପ୍ରଦାନ କରାଯିବ । ମହାନଗରନିଗମସ୍ତରରେ ୫୦ଟି ଓ ସବ୍‌ଡିଭିଜିନାଲ୍‌ସ୍ତରରେ ୫୮ଟି ପୁରସ୍କାର ପାଇଁ ୧୧, ୬୦, ୦୦୦ ପୁରସ୍କାର ରାଶି ଦିଆଯିବ ।

Powered by Froala Editor

Tags Cm education award

Related articles Odisha News Lens 4.1

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15302
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13490
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13772
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14841
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13669
    Sep 11, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    13839
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14338
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15610
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14971
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    13839
    Sep 11, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14971
    Sep 10, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15302
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13669
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15773
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14566
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13877
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14682
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13817
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14338
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14971
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14841
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In