Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ...

  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ...

  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ...

  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ...

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ...

  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ...

  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ...

  • ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ...

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ ମାମଲା: ୧୯ ବର୍ଷୀୟ ଯୁବକ ଗିରଫ

ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ ମାମଲା: ୧୯ ବର୍ଷୀୟ ଯୁବକ ଗିରଫ

2023-11-04 19:24:49
15874
Share:
Facebook
Twitter
E-Mail
WhatsApp
Telegram
ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ ମାମଲା: ୧୯ ବର୍ଷୀୟ ଯୁବକ ଗିରଫ

ବିଶିଷ୍ଟ ଉଦ୍ୟୋଗପତି ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ମାମଲାରେ ତେଲେଙ୍ଗାନାରୁ ଜଣେ ୧୯ ବର୍ଷୀୟ ଯୁବକକୁ ପୁଲିସ ଗିରଫ କରିଛି। ଉକ୍ତ ଯୁବକ ଜଣକ ଗଣେଶ ରମେଶ ବନପାରାଧୀ ବୋଲି ପରିଚୟ ମିଳିଛି।

ଉଲ୍ଲେଖ ଯୋଗ୍ୟ ଅକ୍ଟୋବର ୨୭ ତାରିଖରେ ପ୍ରଥମେ ହତ୍ୟା ଧମକ ଅଫିସିଆଲ ମେଲ ଆଇଡିକୁ ଆସିଥିଲା । ଏଥିରେ ଲେଖାଥିଲା କି, ୨୦ କୋଟି ଟଙ୍କା ନଦେଲେ ହତ୍ୟା କରିବ । ପରେ ୨୮ ତାରିଖରେ ଆଉ ଏକ ମେଲ ଆସିଥିଲା । ଏଥିରେ ଲେଖାଥିଲା କି, ୨୦୦ କୋଟି ଟଙ୍କା ନଦେଲେ ହତ୍ୟା କରିବେ । ଏହାସହ ପରେ ୩୦ ତାରିଖରେ ଆଉ ଏକ ମେଲ ଆସିଥିବାବେଳେ ଏଥିରେ ଲେଖାଥିଲା କି, ୪ଶହ କୋଟି ଟଙ୍କା ନଦେଲେ ମୁକେଶ ଅମ୍ବାନୀଙ୍କୁ ହତ୍ୟା କରାଯିବ ।

ମୁକେଶ ଅମ୍ବାନିଙ୍କୁ ତିନି ଥର ହତ୍ୟା ଧମକ ମିଳିଥିଲା। ପୋଲିସର ତଦନ୍ତରୁ ଶାଦବ ଖାନ ନାମକ ମେଲ୍ ଆଇଡିରୁ ବେଲଜିୟମରୁ ଏହି ମେଲ୍‌ ଆସିଥିବା ଜଣାପଡିଥିଲା। ପରେ ତଦନ୍ତ ଆରମ୍ଭ ହୋଇଥିବାବେଳେ ଶନିବାର ଅଭିଯୁକ୍ତକୁ ତେଲେଙ୍ଗାନାରୁ ଗିରଫ କରିଛି ପୋଲିସ ।

Powered by Froala Editor

Tags mukesh

Related articles Odisha News Lens 4.1

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....
    ବିଶେଷ

    ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15167
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...
    ବାଣିଜ୍ୟ

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...

    14067
    Nov 18, 2026
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା
    ଦେଶ-ଦେଶାନ୍ତର

    ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13801
    Nov 18, 2026
  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର,  ଲତିଫ ଭଟ୍‌ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14137
    Nov 18, 2026
  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍
    ଦେଶ-ଦେଶାନ୍ତର

    ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍

    15613
    Nov 18, 2026
  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌
    ଦେଶ-ଦେଶାନ୍ତର

    ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌

    15194
    Nov 18, 2026
  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର
    ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14281
    Nov 18, 2026
  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...
    ମନୋରଞ୍ଜନ

    ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ...

    14350
    Nov 18, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...
    ବାଣିଜ୍ୟ

    ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ...

    15442
    Nov 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15167
    Nov 18, 2026
  • ଦେଶ-ଦେଶାନ୍ତର

    ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14137
    Nov 18, 2026
  • ଦେଶ-ଦେଶାନ୍ତର

    ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

    14555
    Nov 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17291
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17996
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17950
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18365
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15167
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14760
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14389
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15729
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14513
    Nov 07, 2026

ବାଣିଜ୍ୟ

ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

ପୁରୀ: ପରିବର୍ତ୍ତନ ଗ୍ରହଣୀୟତା ପାଇଁ ଡାଟା ବିଜ୍ଞାନର ସ୍ଥାନୀୟକରଣ (ଲୋକାଲାଇଜିଂ ଡାଟା ସାଇନ୍ସ ଫର୍‌ ଚେଞ୍ଜ ଆଡାପ୍‌ଟେସନ / ଏଲ୍‌ଡିଏସ୍‌ସିସିଏ) ପ୍ରକଳ୍ପ ଅଧୀନରେ ତୃତୀୟ ଜିଲ୍ଲାସ୍ତରୀୟ ସମନ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14067
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15143
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14924
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    14098
    Nov 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୋଆର ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ବୃହତ୍‍ ପ୍ରିମିୟର ପାଇଁ ଓଡ଼ିଶାର 'ବାଘୁଣୀ’ (ଏକ ବାଘ ଭଳି ନୃତ୍ୟ) ଚୟନ ହୋଇଛି

    14350
    Nov 18, 2026
  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌

    15194
    Nov 18, 2026
  • ସୁରକ୍ଷା ବାହିନୀ- ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଲତିଫ ଭଟ୍‌ ନିହତ

    14137
    Nov 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In