Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚେତକ ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ, ନୌସେନାର ଅଧିକାରୀଙ୍କ ମୃତ୍ୟୁ

ଚେତକ ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ, ନୌସେନାର ଅଧିକାରୀଙ୍କ ମୃତ୍ୟୁ

2023-11-04 19:27:37
15071
Share:
Facebook
Twitter
E-Mail
WhatsApp
Telegram
ଚେତକ ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ, ନୌସେନାର ଅଧିକାରୀଙ୍କ ମୃତ୍ୟୁ

ଭାରତୀୟ ନୌସେନା (ଆଏନ୍‌ଏସ୍‌)ର ଗୋଟିଏ ଚେତକ ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ ହେବାରୁ ନୌସେନାର ଜଣେ ଅଧିକାରୀଙ୍କ ମୃତ୍ୟୁ ଘଟିଛି।  ରିପୋର୍ଟ ଅନୁଯାୟୀ, ନିୟମିତ ଟ୍ରେନିଂ ଡ୍ରିଲ ସମୟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମୟରେ ହେଲିକପ୍ଟରରେ ଦୁଇଜଣ କ୍ରୁ ସଦସ୍ୟ ଥିଲେ।

ଶନିବାର ଅପରାହ୍ନରେ ଚେତକ ହେଲିକପ୍ଟଟର ଉଡ଼ାଣ ଭରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ଜନୈକ ନୌସେନା ଅଧିକାରୀ ରନ୍‌େଓ୍ଵରେ ହେଲିକପ୍ଟଟର ରୋଟର ବ୍ଲେଡ ସଂସ୍ପର୍ଶ ଆସି ଯାଇଥିଲେ। ଫଳରେ ରୋଟର ବ୍ଲେଡ ଧକ୍କାରେ ରନୱେ ଉପରେ ହିଁ ସଂପୃକ୍ତ ନୌସେନା ଅଧିକାରୀ ମୃତ୍ୟୁ ଘଟିଥିଲା। ଭାରତୀୟ ନୌସେନା ପକ୍ଷରୁ ଏକ ବିବୃତ୍ତି ଜାରି କରି ଏହି ଘଟଣା ସମ୍ପର୍କରେ ସୂଚନା ଦିଆଯାଇଛି। ଦୁର୍ଘଟଣାର କାରଣ ଅନୁସନ୍ଧାନ ପାଇଁ ଏକ ବୋର୍ଡ ଅଫ ଇନକ୍ୱାରୀ ଗଠନ ବିଷୟରେ କୁହାଯାଇଛି।

Powered by Froala Editor

Tags chetak

Related articles Odisha News Lens 4.1

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13642
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15025
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14271
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13741
    Jul 30, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14333
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15035
    Jul 30, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13650
    Jul 29, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14692
    Jul 30, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15088
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13642
    Jul 30, 2026
  • ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14271
    Jul 30, 2026
  • ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15088
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14114
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15769
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15799
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15451
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16110
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14852
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13650
    Jul 29, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14692
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    13778
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In