Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

Home ›› ››ସାମନାକୁ ଆସିଛି ଗ୍ରାମାଞ୍ଚଳର ସାଂଘାତିକ ସଙ୍କଟ, ଜାଣନ୍ତୁ କ’ଣ

ସାମନାକୁ ଆସିଛି ଗ୍ରାମାଞ୍ଚଳର ସାଂଘାତିକ ସଙ୍କଟ, ଜାଣନ୍ତୁ କ’ଣ

2021-06-06 08:05:24
13587
Share:
Facebook
Twitter
E-Mail
WhatsApp
Telegram
ସାମନାକୁ ଆସିଛି ଗ୍ରାମାଞ୍ଚଳର ସାଂଘାତିକ ସଙ୍କଟ, ଜାଣନ୍ତୁ କ’ଣ


ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରରେ ଭାରତର ଗ୍ରାମାଞ୍ଚଳ ସବୁଠୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି । ଗ୍ରାମୀଣ ଜିଲ୍ଲାଗୁଡ଼ିକରେ ସଂକ୍ରମଣ ଅଧିକ ରହିବା କାରଣରୁ ମେ ମାସରେ ୬ ଦିନ ଭାରତର କରୋନା ସଂକ୍ରମଣ ବିଶ୍ୱର ଦୈନିକ ସଂକ୍ରମଣର ଅଧାରୁ ଅଧିକ ରହିଥିଲା । ସେଣ୍ଟର ଫର ସାଇନ୍ସ ଆଣ୍ଡ ଏନଭାର୍ଣ୍ଣମେଣ୍ଟ (ସିଏସଇ) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି । ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରକାଶ ପାଇଥିବା ରିପୋର୍ଟରେ ଦର୍ଶାଯାଇଛି ଯେ ଦେଶରେ ଦେଖାଦେଇଥିବା ନୂଆ ସଂକ୍ରମଣ ମାମଲାର ୫୩ ପ୍ରତିଶତ ଏବଂ ମୃତୁ୍ୟ ମାମଲାର ୫୨ ପ୍ରତିଶତ ଗ୍ରାମୀଣ ଭାରତରେ ଦେଖିବାକୁ ମିଳିଛି । ଭାରତର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ କରୋନା ପଦାରେ ପକାଇ ଦେଇଛି । ସହରାଞ୍ଚଳରେ କେତେ ନିମ୍ନଧରଣର ପ୍ରସ୍ତୁତି ରହିଥିଲା ତାହା ଲୋକଲୋଚନକୁ ଆସିଛି । ସେହିଭଳି ଗ୍ରାମାଞ୍ଚଳ ଜିଲ୍ଲାଗୁଡ଼ିକର ସାଂଘାତିକ ସଙ୍କଟ ସାମ୍ନାକୁ ଆସିଛି ବୋଲି ସିଏସଇ ପକ୍ଷରୁ ନୂଆ ପରିସଂଖ୍ୟାନ ରିପୋର୍ଟ-ଷ୍ଟେଟ୍ ଅଫ୍ ଇଣ୍ଡିଆସ ଏନଭାର୍ଣ୍ଣମେଣ୍ଟ ଇନ୍ ଫିଗର୍ସ ୨୦୨୧ରେ କୁହାଯାଇଛି । ଦେଶର ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଥିବା ଅଭାବ ସଂପର୍କରେ ଏଥିରେ ଉଲ୍ଲେଖ କରାଯାଇଛି । ଗ୍ରାମୀଣ ଭାରତରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକରେ ଅଧିକ ୭୬ ପ୍ରତିଶତ ଡାକ୍ତର , ୫୬ ପ୍ରତିଶତରୁ ଅଧିକ ରେଡିଓଗ୍ରାଫର୍ସଙ୍କର ଏବଂ ୩୫ ପ୍ରତିଶତରୁ ଅଧିକ ଲାବ ଟେକ୍ସିସିଆନଙ୍କର ଜରୁରୀ ଆବଶ୍ୟକ ରହିଛି । ମେ ମାସର ପ୍ରଥମ ୨୬ ଦିନରେ ବିଶ୍ୱରେ ପ୍ରତି ଦୁଇଟି ମାମଲାରୁ ଗୋଟିଏ ଭାରତରେ ଦେଖିବାକୁ ମିଳିଥିଲା । ସେହିଭଳି ବିଶ୍ୱର ପ୍ରତି ୩ଟି ମୃତୁ୍ୟରୁ ଗୋଟିଏ ମୃତୁ୍ୟ ଭାରତରେ ହୋଇଥିଲା । ଗତମାସରେ ବିଶ୍ୱରେ ଦେଖାଦେଇଥିବା ପ୍ରତି ୪ଟି ମାମଲାରୁ ଗୋଟିଏ ମାମଲା ଗ୍ରାମୀଣ ଭାରତରୁ ରିପୋର୍ଟ ହୋଇଥିଲା ।

Powered by Froala Editor

Tags Corona

Related articles Odisha News Lens 4.1

  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15523
    Mar 31, 2026
  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ
    ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15018
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13996
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14139
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15482
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14166
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    13995
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14122
    Apr 01, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14622
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13996
    Mar 31, 2026
  • ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14166
    Mar 31, 2026
  • ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15018
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16278
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    13995
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15482
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15168
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16119
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15389
    Mar 27, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15033
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15018
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14139
    Mar 31, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14119
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In