ଅପରାହ୍ନ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ଜଗା ଦର୍ଶନ ବନ୍ଦ

ପୁରୀ: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଆସନ୍ତାକାଲି ତା ୮.୧୧.୨୦୨୩ରିଖ କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Powered by Froala Editor