Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ...

  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

  • ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

  • ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ...

  • ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ...

ବିଶେଷ
Home ›› ବିଶେଷ ››ଠିଆ ହୋଇ ପାଣି ପିଉଥିଲେ, ହୋଇଥାଏ ଏହି ସମସ୍ୟା

ଠିଆ ହୋଇ ପାଣି ପିଉଥିଲେ, ହୋଇଥାଏ ଏହି ସମସ୍ୟା

2023-11-08 05:30:52
14657
Share:
Facebook
Twitter
E-Mail
WhatsApp
Telegram
ଠିଆ ହୋଇ ପାଣି ପିଉଥିଲେ, ହୋଇଥାଏ ଏହି ସମସ୍ୟା

ଅଧିକାଂଶ ସମୟରେ ଏପରି ଦେଖାଯାଏ ଅନେକ ଠିଆ ହୋଇ ପାଣି ପିଇଥାଆନ୍ତି। ମାତ୍ର ପାଣି ଓ କ୍ଷୀର ପିଇବା ସମୟରେ କିଛି କଥା ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ଅନେକ ସମୟରେ କ୍ଷୀର ପିଇବା ପରେ ପେଟ ଫୁଲିବା ଭଳି ଅନୁଭବ ହେବା ସହ ଗ୍ୟାଷ୍ଟ୍ରିକ ହୋଇଥାଏ। ମାତ୍ର ଏହାର କାରଣ କ୍ଷୀର ନୁହେଁ ଏହାକୁ ପିଇବାର ଶୈଳୀ। ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ-ପାନୀୟ ଶୈଳୀ ନେଇ ଅନେକ ନିୟମ ରହିଛି। ଯାହାର ପାଳନ କରିବା ଦ୍ୱାରା ସ୍ୱାସ୍ଥ୍ୟ ସୁସ୍ଥ ରହିବା ସହ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦୂର ହୋଇଥାଏ। ଶରୀରରୁ ରୋଗ ଦୂରେଇ ରଖିଥାଏ। ତେବେ ଅନେକ ସମୟରେ କିଛି ଭୁଲ୍‍ କାରଣରୁ ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡିଥାଏ। ସେଭଳି କିଛି କାରଣ ମଧ୍ୟରୁ ଗୋଟିଏ ହେଉଛି ଭୁଲ ଶୈଳୀରେ ପାଣି ଓ କ୍ଷୀରର ସେବନ। ଜାଣନ୍ତୁ କେଉଁ କାରଣରୁ ଠିଆ ହୋଇ କ୍ଷୀର ପିଇବା ଓ ବସିକରି ପାଣି ପିଇବାକୁ ପରାମର୍ଶ ଦିଆଯାଇଥାଏ।

ଆୟୁର୍ବେଦ ଅନୁଯାୟୀ, ଠିଆ ହୋଇ ପାଣି ପିଇବା ଦ୍ୱାରା ଖାଦ୍ୟନଳୀ ଓ ଶ୍ୱାସନଳୀରେ ସମସ୍ୟା ସୃଷ୍ଟି ହୋଇଥାଏ। ଏହାର ପ୍ରଭାବ ହୃଦୟ ଉପରେ ମଧ୍ୟ ପଡିଥାଏ। ଠିଆ ହୋଇ ପାଣି ପିଇବା ଦ୍ୱାରା ପେଟ ଯନ୍ତ୍ରଣା ଅନୁଭବ ହୋଇଥାଏ। ରହି ରହି ପାଣି ନପିଇ ଶୀଘ୍ର ଠିଆ ହୋଇ ପାଣି ପିଇବା ଦ୍ୱାରା ଏସିଡିଟି,ଗ୍ୟାଷ୍ଟ୍ରିକ,ହେକୁଟି ଭଳି ସମସ୍ୟା ସୃଷ୍ଟି ହୋଇଥାଏ। ପାଣି ଠିଆ ହୋଇ ନପିଇ ସର୍ବଦା ବସିକରି ପିଅନ୍ତୁ।
ଅଧ୍ୟୟନ ଅନୁଯାୟୀ, ବସିକରି ପାଣି ପିଇବା ଦ୍ୱାରା ଶରୀର ଭିତରେ ସମସ୍ତ ସ୍ଥାନକୁ ପାଣି ସଠିକ ମାତ୍ରାରେ ପହଞ୍ଚି ପାରି ଥାଏ। ଏହାସହ ଅଦରକାରୀ ପଦାର୍ଥକୁ ମଧ୍ୟ ଶରୀରରୁ ବାହାର କରିବାରେ ସହାୟକ ହୋଇଥାଏ। ରକ୍ତକୁ ପରିଷ୍କାର କରିଥାଏ।

ଆୟୁର୍ବେଦ ଅନୁଯାୟୀ କ୍ଷୀର ଥଣ୍ଡା, ବାତ ଓ ପିତ ଦୋଷକୁ ନିୟନ୍ତ୍ରଣ ରଖିବାରେ ସହାୟକ ହୋଇଥାଏ। ଯେଉଁମାନେ ବସି କରି କ୍ଷୀର ପିଅନ୍ତି, ସେମାନଙ୍କର ସ୍ୱାସ୍ଥ୍ୟ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ଏହି କାରଣରୁ ଆୟୁର୍ବେଦରେ ରାତିରେ ଶୋଇବା ପୂର୍ବରୁ କିମ୍ବା ସନ୍ଧ୍ୟାରେ ଭୋଜନର ୨ ଘଣ୍ଟା ପରେ କ୍ଷୀରକୁ ହାଲକା ଉଷୁମ କରି ଠିଆ ହୋଇ ପିଇବାକୁ ପରାମର୍ଶ ଦିଆଯାଇଥାଏ। ଏହାଦ୍ୱାରା ସ୍ୱାସ୍ଥ୍ୟକୁ ଏହାର ସମ୍ପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ।

ଠିଆ ହୋଇ କ୍ଷୀର ପିଇବା ଦ୍ୱାରା ଆଣ୍ଠୁଗଣ୍ଠି ସମସ୍ୟା ସୃଷ୍ଟି ହୋଇନଥାଏ। ମାଂସପେଶୀ ପାଇଁ ଲାଭଦାୟକ ହେବା ସହ କର୍କଟ ରୋଗ ହେବାର ସମ୍ଭାବନା କମ ଥାଏ। ହୃଦୟ ଜନିତ ରୋଗ , ଉଚ୍ଚ ରକ୍ତଚାପରୁ ରକ୍ଷା କରିଥାଏ। ଚକ୍ଷୁ ସହ ତ୍ୱଚା ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ।

Powered by Froala Editor

Tags Drinking water

Related articles Odisha News Lens 4.1

  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’
    ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13812
    Sep 14, 2025
  • ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ
    ଦେଶ-ଦେଶାନ୍ତର

    ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

    13582
    Sep 14, 2025
  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

    15044
    Sep 14, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14425
    Sep 15, 2025
  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14342
    Sep 15, 2025
  • ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣକ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅସ୍ଥି ବିସର୍ଜନ କରି ଫେରୁଥିଲେ, କାର୍‌ ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣକ ମୃତ୍ୟୁ

    14168
    Sep 14, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15558
    Sep 15, 2025
  • ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’
    ମନୋରଞ୍ଜନ

    ଡିସେମ୍ବରରେ ରିଲିଜ୍ ହେବ ‘ମେରେ ରହୋ’

    14605
    Sep 14, 2025
  • ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ନାହିଁ
    ଦେଶ-ଦେଶାନ୍ତର

    ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ନାହିଁ

    14909
    Sep 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14425
    Sep 15, 2025
  • ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ଗ୍ରାହକ

    14342
    Sep 15, 2025
  • ଦେଶ-ଦେଶାନ୍ତର

    ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13812
    Sep 14, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16727
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17187
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15644
    Apr 03, 2021

ବିଶେଷ

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14425
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13743
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14510
    Sep 11, 2025
  • ଅଦା ପାଣି ଦୂର କରେ ପେଟର ଏହି ସମସ୍ୟା

    15783
    Sep 11, 2025
  • କଞ୍ଚା ଅମୃତଭଣ୍ଡା ରସ ଅନେକ ରୋଗ କରେ ଦୂର

    15534
    Sep 10, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14915
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14334
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15570
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15231
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ପ୍ରଦାନ ଘୋଷଣା

    13634
    Sep 15, 2025
  • ପଡ଼ୋଶୀଙ୍କୁ ଚିଡ଼ାଇବା ପାଇଁ କୁକୁରକୁ ଡାକିଲେ ‘ଶର୍ମାଜୀ’

    13812
    Sep 14, 2025
  • ୫, ୧୦, ୨୦ ଟଙ୍କିଆ ସାମଗ୍ରୀ ମୂଲ୍ୟ କମିବ ନାହିଁ

    14909
    Sep 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In