Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ବିଶେଷ
Home ›› ବିଶେଷ ››ପବିତ୍ର ମାସ କାର୍ତ୍ତିକ ସୋମବାର, ଶିବଙ୍କୁ କରନ୍ତୁ ଧ୍ୟାନ

ପବିତ୍ର ମାସ କାର୍ତ୍ତିକ ସୋମବାର, ଶିବଙ୍କୁ କରନ୍ତୁ ଧ୍ୟାନ

2023-11-09 04:29:20
15131
Share:
Facebook
Twitter
E-Mail
WhatsApp
Telegram
ପବିତ୍ର ମାସ କାର୍ତ୍ତିକ ସୋମବାର, ଶିବଙ୍କୁ କରନ୍ତୁ ଧ୍ୟାନ

କାର୍ତ୍ତିକ ମାସ ସୋମବାର ଦିନ ଟି ଆମ ହିନ୍ଦୁ ଧର୍ମରେ ଖୁବ୍ ମହତ୍ୱ ରହିଛି  । ଏହି ମାସରେ ଅନେକ ଲୋକ ହବିଷ କରନ୍ତି , କାରଣ ଏହି ମାସଟି ଗୋଟିଏ ପବିତ୍ର ମାସ ବୋଲି ସ୍କନ୍ଦ ପୁରାଣ ଓ ବିଷ୍ଣୁ ପୁରାଣ ରେ ବର୍ଣ୍ଣିତ ହୋଇଛି  । ତେଣୁ ଏହି ମାସରେ ଅନେକ ଧର୍ମ କାର୍ଯ୍ୟ କରିବା ପାଇଁ କୁହାଯାଇଥାଏ  । ଶୈବ ପୁରାଣ ଅନୁସାରେ କାର୍ତ୍ତିକ ମାସ ସୋମବାର ଦିନ ଶିବ ମନ୍ଦିର ରେ ଜଳ ଅର୍ପଣ କଲେ ସମସ୍ତ ରିଷ୍ଟ ଖଣ୍ଡନ ହୋଇ ଜୀବନରୁ ଶାରିରୀକ ଯନ୍ତ୍ରଣା ଓ ରୋଗ ବୈରାଗ୍ୟ ଦୂରେଇ ଯାଇଥାଏ  । ସୋମବାର ଦିନ ମହାଦେବଙ୍କୁ ହଳଦୀ ପାଣି ରେ ସ୍ନାନ କରାଇଲେ ପୁଣ୍ୟ ପ୍ରାପ୍ତି ହୋଇଥାଏ । କାରଣ ହଳଦୀ କୁ ଶୁଭ ସଂକେତ ଭାବରେ ଗ୍ରହଣ କରାଯାଏ  । ତା ସହିତ ବିବାହ ବିଳମ୍ବିତ ହେଉ ଥିଲେ ସେଥିରେ ମଧ୍ୟ ସଫଳତା ମିଳିଥାଏ  ।

ଆମ ହିନ୍ଦୁ ଧର୍ମରେ କାର୍ତ୍ତିକମାସକୁ ଗୁରୁତ୍ୱ ଦିଆଯିବାର କାରଣ ହେଲା, ଏହି ମାସରେ ପୁଣ୍ୟ ଅର୍ଜନ କରି ପାପ କ୍ଷୟ କରାଯାଏ  । ତେଣୁ ଏହି ମାସରେ ଋଗ୍ଣ ବ୍ୟକ୍ତିଙ୍କ ସେବା ଶୁଶ୍ରୁଷା କଲେ ସ୍ୱର୍ଗ ପ୍ରାପ୍ତି ହୋଇଥାଏ  । ସ୍କନ୍ଦ ପୁରାଣରେ କୁହାଯାଇଛି ଯେ ପିତାମାତା ହେଉଛନ୍ତି ଚଳନ୍ତି ଠାକୁର, ତେଣୁ ଏହି ମାସରେ ପୁଣ୍ୟ ଅର୍ଜନ କରିବା ଲାଗି ପିତାମାତା ଓ ଗୁରୁଜନଙ୍କ ସେବା ଶୁଶ୍ରୁଷା କରିବା ଉଚିତ୍  । କାର୍ତ୍ତିକ ମାସ ରେ ବିଶେଷ ଭାବରେ ଜୀବଜନ୍ତୁ ଙ୍କ ସେବା ଶୁଶ୍ରୁଷା କଲେ ମଣିଷ ର ପାପ କ୍ଷୟ ହୋଇଥାଏ  । ନିଜ ଜୀବନରେ ସୁଖ ସମୃଦ୍ଧି ପ୍ରାପ୍ତ କରିବା ପାଇଁ ମାସ ସାରା ଷଣ୍ଡକୁ ଚାଉଳ ଓ କଦଳୀ ଖାଇବାକୁ ଦିଅନ୍ତୁ  । ଏହାଦ୍ୱାରା ଜୀବନରୁ ସମସ୍ତ ଅସୁବିଧା ଦୂରେଇ ଯାଇଥାଏ । ବିବାହରେ ବିଳମ୍ବିତ ହେଉଥିଲେ କାର୍ତ୍ତିକମାସ ସୋମବାର ଦିନ ଅବିବାହିତା କନ୍ୟା ଓ ପୁରୁଷ ଶିବଙ୍କ ନିକଟରେ ଶିବ ଚାଳିଶା ପାଠ କରନ୍ତୁ ଏବଂ ଶିବଙ୍କୁ ଧ୍ୟାନ କରନ୍ତୁ  ।  

Powered by Froala Editor

Tags Kartika sombar

Related articles Odisha News Lens 4.1

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15057
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14792
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15319
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14535
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14538
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14582
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14716
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14152
    Jun 15, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13404
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14422
    Jun 16, 2026
  • ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14538
    Jun 16, 2026
  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14792
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17989
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14582
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14289
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15038
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13640
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15523
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14855
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15218
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15057
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13404
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14152
    Jun 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In