Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

Home ›› ››କସ୍‌ମେଟିକ୍ ସର୍ଜରୀବେଳେ ୪ ଥର ହୃଦଘାତ : ବ୍ରାଜିଲ ଅଭିନେତ୍ରୀଙ୍କ ମୃତ୍ୟୁ

କସ୍‌ମେଟିକ୍ ସର୍ଜରୀବେଳେ ୪ ଥର ହୃଦଘାତ : ବ୍ରାଜିଲ ଅଭିନେତ୍ରୀଙ୍କ ମୃତ୍ୟୁ

2023-11-09 19:35:46
15876
Share:
Facebook
Twitter
E-Mail
WhatsApp
Telegram
କସ୍‌ମେଟିକ୍ ସର୍ଜରୀବେଳେ ୪ ଥର ହୃଦଘାତ : ବ୍ରାଜିଲ ଅଭିନେତ୍ରୀଙ୍କ ମୃତ୍ୟୁ

କିଛି ଦିନ ହେଲା ଫିଲ୍ମ ଜଗତରେ ଦୁଃଖଦ ଖବର ଶୁଣିବାକୁ ମିଳୁଛି । ଦୁଇ ମାଲାୟଲମ ଅଭିନେତ୍ରୀଙ୍କ ମୃତ୍ୟୁ ପରେ ବ୍ରାଜିଲର ଜଣେ ଅଭିନେତ୍ରୀଙ୍କ ମୃତ୍ୟୁ ଘଟିଛି । ୪ ଥର ହୃଦଘାତ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅଭିନେତ୍ରୀ ଲୁଆନା ଏଣ୍ଡ୍ରେଡ୍‌। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୯ ବର୍ଷ ବୟସ ହୋଇଥିଲା।

ସୂଚନା ମୁତାବକ, ଲୁଆନା ହେଉଛନ୍ତି ବ୍ରାଜିଲର ଜଣେ ଫେମସ ମଡେଲ ଆଉ ଅଭନେତ୍ରୀ। ସେ ସାଓ ପାଉଲୋରେ ରୁହନ୍ତି। ସେ ଲିପୋସେକ୍ସନ ସର୍ଜରୀ କରୁଥିଲେ। ଏହା ଏକ କସ୍‌ମେଟିକ୍ ସର୍ଜରୀ। ଏହି ସମୟରେ ହିଁ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ଏହାପରେ ତାଙ୍କ ସର୍ଜରୀକୁ ଅଧାରେ ବନ୍ଦ କରାଯାଇଥିଲା। ହସ୍ପିଟାଲ ତରଫରୁ ଜାରି ହୋଇଥିବା ଏକ ରିପୋର୍ଟରେ କୁହାଯାଇଛି ଯେ ଅପରେସନ୍‌ ବନ୍ଦ କରିବା ପରେ ତାଙ୍କ ଦେହରେ Pulmonary Embolism(ହୃଦ୍‌ ସମ୍ବନ୍ଧୀୟ ରୋଗ) ହୋଇଥିବା ଜଣାପଡିଥିଲା। ପରେ ଲୁଆନାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଏହି ସମୟରେ ତାଙ୍କୁ ଔଷଧ ସହିତ ହେମୋଡାଇନାମିକ୍ ଚିକିତ୍ସା ଦିଆଯାଉଥିଲା। ତେବେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

Powered by Froala Editor

Tags brazil

Related articles Odisha News Lens 4.1

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13449
    Mar 22, 2026
  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13440
    Mar 22, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13994
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15292
    Mar 22, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14121
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13417
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15110
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15379
    Mar 22, 2026
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14154
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13994
    Mar 22, 2026
  • ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15379
    Mar 22, 2026
  • ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13417
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13417
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14974
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15560
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15467
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14196
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15267
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15697
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13440
    Mar 22, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13449
    Mar 22, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13994
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In