Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଆଇସଲ୍ୟାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଆଇସଲ୍ୟାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

2023-11-11 10:02:48
14451
Share:
Facebook
Twitter
E-Mail
WhatsApp
Telegram
ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଆଇସଲ୍ୟାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ନୂଆଦିଲ୍ଳୀ: ଦକ୍ଷିଣ-ପଶ୍ଚିମ ରେକଜାନେସ୍ ପେନିନ୍‌ସୁଲାରେ ଲଗାତର ଭା‌େ ଅନେକଗୁଡ଼ିଏ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ ଆଇସଲ୍ୟାଣ୍ଡରେ ଶୁକ୍ରବାର ଦିନ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ରିପୋର୍ଟରୁ ପ୍ରକାଶ ଯେ ଶୁକ୍ରବାର ରାତିରେ ଆରମ୍ଭ ହୋଇଥିବା ଏହି ସରିଜ୍‌ ଭୂକମ୍ପ ୧୪ ଘଣ୍ଟା ମଧ୍ୟରେ ୮୦୦ ଥର ଝଟ୍‌କା ଦେଇଛି।
ଏହି ଭୂକମ୍ପ ପରେ ସିଭିଲ୍ ସୁରକ୍ଷା ଏବଂ ଜରୁରୀକାଳୀନ ପରିଚାଳନା ବିଭାଗ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, “ ଗ୍ରୀନଭିକର ଉତ୍ତରରେ ଥିବା ସୁନ୍ଦନଜୁକଗିଗରରେ ସିରିଜ୍‌ ଭୂକମ୍ପ ଯୋଗୁ ନାଗରିକମାନଙ୍କ ସୁରକ୍ଷା ପାଇଁ ଜାତୀୟ ପୁଲିସ ମୁଖ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।’’
ଏହି ଭୂକମ୍ପ ଆହୁରି ବଡ଼ ହୋଇପାରେ ଏବଂ ଏହି ସିରିଜ୍‌ ଭୂମିକମ୍ପ ବିସ୍ଫୋରଣର ରୂପ ନେଇପାରେ ବୋଲି ପ୍ରଶାସନ ଚେତାବନୀ ଦେଇଛି। ଆଇସଲ୍ୟାଣ୍ଡ୍ ମେଟ୍ ଅଫିସ୍ (ଆଇଏମଓ) କହିଛି ଯେ କିଛି ଦିନ ମଧ୍ୟରେ ଏକ ବିସ୍ଫୋରଣ ହୋଇପାରେ। ପାଖାପାଖି ୪ ହଜାର ଲୋକ ବାସ କରୁଥିବା ଗ୍ରିଣ୍ଡାଭିକ୍ ଗାଁ, ଦକ୍ଷିଣ-ପଶ୍ଚିମ ଅଞ୍ଚଳଠାରୁ ପ୍ରାୟ ତିନି କିଲୋମିଟର ଦୂରରେ ଅବସ୍ଥିତ। ଏହିଠାରେ ହିଁ ଶୁକ୍ରବାର ଭୂକମ୍ପ ହୋଇ ସମଗ୍ରୀ ଅଞ୍ଚଳକୁ ଥରାଇ ଦେଇଛି। ଯଦି ଆଗାମୀ ଦିନରେ ଏହି ଭୂକମ୍ପ ହେତୁ ବିସ୍ଫୋରଣ ପରିସ୍ଥିିତି ସୃଷ୍ଟି ହୁଏ ତ ଲୋକମାନଙ୍କୁ ସ୍ଥାନାନ୍ତର ଯୋଜନା ବି ରହିଛି।

ରାଜଧାନୀ ରେକଜାଭିକଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଏବଂ ଦେଶର ଦକ୍ଷିଣ ଉପକୂଳରେ ପ୍ରାୟ ୧୭୩୦ ଜିଏମ୍‌ଟି‌େରେ ଅନୁଭୂତ ହୋଇଥିବା ଭୂମିକମ୍ପରେ ଘରର ଝରକା ଏବଂ ସାମଗ୍ରୀ ଏପଟସେପଟ୍‌ ହୋଇ ଯାଇଥିଲା। ପ୍ରାଥମିକ ଆଇଏମଓର ଆକଳନ ଅନୁଯାୟୀ, ଏହି ବଡ଼ ଭୂକମ୍ପ ୫.୨ ମ୍ୟାଗ୍ନିଚ୍ୟୁଡର ଥିଲା। ଆଇଏମଓ ଅନୁଯାୟୀ ଅକ୍ଟୋବର ମଧ୍ୟଭାଗରୁ ଉପଦ୍ୱୀପରେ ପ୍ରାୟ ୨୪,୦୦୦ ଭୂକମ୍ପ ସଂଗଠିତ ହୋଇ ସାରିଲାଣି।

Powered by Froala Editor

Tags earthquake

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14727
    Oct 09, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15457
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15402
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14145
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15638
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15817
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14063
    Oct 09, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13391
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14372
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15402
    Oct 10, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14145
    Oct 09, 2026
  • ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14372
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14475
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14581
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15588
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14261
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15998
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15683
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14969
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15817
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14145
    Oct 09, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15187
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In