Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

Home ›› ››ଛତିଶଗଡର ରାୟଗଡ଼ରୁ ତାଳଚେରର ବହ୍ଲର ପର୍ଯ୍ୟନ୍ତ ଥିବା ଏନଏଚକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରାଯାଉ- ଧର୍ମେନ୍ଦ୍ର ପ୍ରଧାନ

ଛତିଶଗଡର ରାୟଗଡ଼ରୁ ତାଳଚେରର ବହ୍ଲର ପର୍ଯ୍ୟନ୍ତ ଥିବା ଏନଏଚକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରାଯାଉ- ଧର୍ମେନ୍ଦ୍ର ପ୍ରଧାନ

2023-11-11 10:54:43
15127
Share:
Facebook
Twitter
E-Mail
WhatsApp
Telegram
ଛତିଶଗଡର ରାୟଗଡ଼ରୁ ତାଳଚେରର ବହ୍ଲର ପର୍ଯ୍ୟନ୍ତ ଥିବା ଏନଏଚକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରାଯାଉ- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ନଭେମ୍ବର ୧୧ – ଛତିଶଗଡର ରାୟଗଡ଼ ଠାରୁ ଝାରସୁଗୁଡ଼ା, ଦେବଗଡ଼ ଏବଂ ସମ୍ବଲପୁର ଦେଇ ଅନୁଗୋଳ ଜିଲ୍ଲାର ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।    

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ରାୟଗଡ଼ରୁ ତାଳଚେରର ବହ୍ଲର ପର୍ଯ୍ୟନ୍ତ ଲମ୍ବିଥିବା ପ୍ରାୟ ୩୦୦ କିମି ରାଜପଥ ତିନୋଟି ପ୍ରମୁଖ ଶିଳ୍ପ କ୍ଷେତ୍ର ତଥା ଇବ୍ ଉପତ୍ୟକା, ହୀରାକୁଦ ଅଞ୍ଚଳ ଏବଂ ତାଳଚେର- ଅନୁଗୋଳ ଭଳି ଶିଳ୍ପାଞ୍ଚଳକୁ ସଂଯୁକ୍ତ କରୁଛି । ତାପଜ ବିଦ୍ୟୁତ କେନ୍ଦ୍ର, ଲୁହା, ଆଲୁମିନିୟମ, କୋଇଲା ଖଣି ସହ ଅନେକ ଶିଳ୍ପ ଅନୁଷ୍ଠାନ ଏହି ରାଜପଥରେ ରହିଅଛି । ସାମ୍ପ୍ରତିକ ସମୟରେ ଏହି ଅଞ୍ଚଳରେ ଦ୍ରୁତ ଶିଳ୍ପାୟନ ଏବଂ ଅର୍ଥନୈତିକ କାର୍ଯ୍ୟ ଅଭିବୃଦ୍ଧି କେବଳ ଓଡ଼ିଶା ନୁହେଁ ବରଂ ଭାରତର ଶିଳ୍ପାୟନ ମେରୁଦଣ୍ଡ ହୋଇଛି ।

କନକତୋରା, ଝାରସୁଗୁଡା ରୁ ତିଳେଇବଣି ଦେଇ ଯାଇଥିବା ଏନଏଚ – ୪୯ ଏବଂ ଦେବଗଡ଼-ରିଆମାଳ-ଗୋଡିବନ୍ଧ-ବହ୍ଲର ଦେଇ ଯାଇଥିବା ଏନଏଚ - ୫୩ ସମ୍ପ୍ରସାରଣ ହୋଇଛି । ବିଗତ ୮ ବର୍ଷରେ ଏହି ରାଜପଥର ସମ୍ପ୍ରସାରଣ ସହ ଅନେକ ଉନ୍ନତିକରଣର କାମ ହୋଇଅଛି । ଏବେ ବିଭିନ୍ନ ପ୍ୟାକେଜରେ ଅନେକ ବିକାଶମୂଳକ କାମ ସହିତ ଏନଏଚ-୪୯ ଏବଂ ଏନଏଚ-୫୩କୁ ୪ ଲେନ ବିଶିଷ୍ଟ ରାସ୍ତାରେ ସମ୍ପ୍ରସାରଣ କରାଯାଉଛି । ଆଗାମୀ ବର୍ଷଗୁଡ଼ିକରେ ଏହି ରାସ୍ତା ଦେଇ ଟ୍ରାଫିକ୍, ମାଲ ପରିବହନ ଏବଂ ଶିଳ୍ପ ପରିବହନ ପରିମାଣ ଦ୍ରୁତ ଗତିରେ ବୃଦ୍ଧି ପାଇବ ।

ଇବ୍ ଉପତ୍ୟକା, ହୀରାକୁଦ, ଅନୁଗୋଳ–ତାଳଚେରରେ ଥିବା ଅପାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏହି ଜାତୀୟ ରାଜପଥକୁ ୮ ଲେନ ବିଶିଷ୍ଟ ଅର୍ଥନୈତକ କୋରିଡର ଭାବରେ ପରିଣତ କରିବା ପାଇଁ ବିଚାର କରିବାକୁ କେନ୍ଦ୍ରମନ୍ତ୍ରୀ ବିଭାଗୀୟ ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହା ଦ୍ୱାରା ଏହି ସବୁ ଅଞ୍ଚଳରେ ବର୍ତ୍ତମାନ ଏବଂ ଆଗାମୀ ଶିଳ୍ପ ପାଇଁ ଏକ ଉନ୍ନତ ମାନର ଭିତ୍ତିଭୂମି ସୁନିଶ୍ଚିତ କରିବା ସହିତ ସମଗ୍ର ରାଜ୍ୟ ଏବଂ ଦେଶର ଅର୍ଥନୀତିକୁ ଗତି ଦେବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15106
    Mar 27, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14029
    Mar 28, 2026
  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15316
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14155
    Mar 28, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15653
    Mar 28, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    15171
    Mar 28, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15156
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    14995
    Mar 28, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15432
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15156
    Mar 28, 2026
  • ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14155
    Mar 28, 2026
  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15653
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15653
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15106
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15424
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15046
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14028
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14155
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15106
    Mar 27, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14029
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In