Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ...

  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ...

  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

Home ›› ››ଦହି ଭାତ ଏକାଠି ଖାଇବା ଅମୃତ ସମାନ

ଦହି ଭାତ ଏକାଠି ଖାଇବା ଅମୃତ ସମାନ

2023-11-13 01:55:44
15955
Share:
Facebook
Twitter
E-Mail
WhatsApp
Telegram
ଦହି ଭାତ ଏକାଠି ଖାଇବା ଅମୃତ ସମାନ

ଖାଦ୍ୟ ସ୍ୱାସ୍ଥ୍ୟ ପାଇଁ ଆବଶ୍ୟକ। ଏପରି କିଛି ଖାଦ୍ୟ ରହିଛି ଯାହାକୁ ଏକତ୍ରିତ ଖାଇବା ଅମୃତ ସମାନ ବୋଲି ବିଶେଷଜ୍ଞଙ୍କ ମତ। ଏସବୁ ଖାଦ୍ୟକୁ ଏକତ୍ରିତ ଖାଇବା ଦ୍ୱାରା ଶରୀରକୁ ଅଧିକ ପୋଷକ ତତ୍ତ୍ୱ ମିଳିଥାଏ ଦହି ସହ ଭାତକୁ ଏକାଠି ଖାଇବା ଅମୃତ ସମାନ ବୋଲି କୁହାଯାଏ।

ବିଶେଷ କରି ପେଟ ଜନିତ ସମସ୍ୟା ଥିବା ବ୍ୟକ୍ତିଙ୍କ ପାଇଁ ଏହା ଖୁବ ଉପକାରୀ। ତରଭୂଜ ସହ ଗୁଡ ଖାଇବା ମଧ୍ୟ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ। ତରଭୂଜ ଓ ଗୁଡକୁ ଏକାଠି ଖାଇବା ଦ୍ୱାରା ଶରୀରରେ ଆଇରନର ଅଭାବ ଦୂର ହୋଇଥାଏ।  ଯେଉଁମାନେ ଦୁର୍ବଳ ଏବଂ ଓଜନ ବୃଦ୍ଧି ପାଇଁ ସେମାନେ କ୍ଷୀର ସହ ଖଜୁରି ନିଶ୍ଚୟ ସେବନ କରନ୍ତୁ। ଏହା ମାଂସପେଶୀକୁ ମଜଭୂତ କରିବା ସହ ଓଜନ ମଧ୍ୟ ବୃଦ୍ଧି କରିଥାଏ।

କଦଳୀ ଓ ଗୁଜୁରାତିକୁ ଏକାଠି ଖାଇବା ଦ୍ୱାରା ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ। ଏହାକୁ ଏକାଠି ଖାଇବା ଦ୍ୱାରା ଗ୍ୟାଷ୍ଟ୍ରିକ, ବଦହଜମି, କୋଷ୍ଠକାଠିନ୍ୟ ସମସ୍ୟା ଦୂର କରିଥାଏ। ଖରଭୂଜ ସହ ଚିନି ଖାଇବା ଦ୍ୱାରା ଶରୀରକୁ ଆବଶ୍ୟକ ଶକ୍ତି ମିଳିଥାଏ। ଶରୀରରେ ଜଳୀୟଅଂଶର ଅଭାବ ଦୂର ହୋଇଥାଏ। 

Powered by Froala Editor

Tags Curd rice

Related articles Odisha News Lens 4.1

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14399
    Jul 10, 2026
  •  ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି
    ଦେଶ-ଦେଶାନ୍ତର

    ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି

    14789
    Jul 10, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15529
    Jul 09, 2026
  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    14092
    Jul 10, 2026
  •  ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ
    ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14609
    Jul 10, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14287
    Jul 10, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14294
    Jul 10, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13811
    Jul 10, 2026
  • ଗୁଳି ବିନିମୟ: ଚାରି ଅପରାଧୀ ନିହତ
    ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14740
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14740
    Jul 10, 2026
  • ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13811
    Jul 10, 2026
  • ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14287
    Jul 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14294
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15502
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15608
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15413
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15279
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜେଲ୍‌ ଯିବେ ରାଜପାଲ ଯାଦବ

    14719
    Jul 10, 2026
  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14609
    Jul 10, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15529
    Jul 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In