Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ...

  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ...

  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ...

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ...

  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ...

  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି ...

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ...

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ ...

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ...

ରାଜ୍ୟ
Home ›› ରାଜ୍ୟ ››କ୍ୟାବିନେଟ୍: ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଭୁବନେଶ୍ୱର ମେଟ୍ରୋ ନିର୍ମାଣ ଦାୟିତ୍ୱ ନ୍ୟସ୍ତ

କ୍ୟାବିନେଟ୍: ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଭୁବନେଶ୍ୱର ମେଟ୍ରୋ ନିର୍ମାଣ ଦାୟିତ୍ୱ ନ୍ୟସ୍ତ

2023-11-15 06:01:18
15712
Share:
Facebook
Twitter
E-Mail
WhatsApp
Telegram
କ୍ୟାବିନେଟ୍: ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଭୁବନେଶ୍ୱର ମେଟ୍ରୋ ନିର୍ମାଣ ଦାୟିତ୍ୱ ନ୍ୟସ୍ତ

ଭୁବନେଶ୍ୱର: ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ ନିର୍ମାଣ ଦାୟିତ୍ୱ ନ୍ୟସ୍ତ ହୋଇଛି । ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ତତ୍ତ୍ୱାବଧାନରେ ଏହି ନିର୍ମାଣ କାର୍ୟ୍ୟ ହେବ । ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ୩୨୬.୫୬ କୋଟି ଟଙ୍କାର ଫି’ ଦିଆଯିବ । ରାଜ୍ୟ କ୍ୟାବିନେଟ୍ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବ ସମେତ ୧୧ଟି ବିଭାଗର ମୋଟ ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ଆଜି ମଞ୍ଜୁରୀ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ୟ୍ୟାୟ କାର୍ୟ୍ୟ ଭୁବନେଶ୍ୱର ବିମାନ ବନ୍ଦରଠାରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ନିର୍ମାଣ ନିମନ୍ତେ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଟର୍ଣ୍ଣ କି କନ୍ସଲଟାଣ୍ଟ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ପର୍ୟ୍ୟାୟରେ ଏହି ପ୍ରକଳ୍ପ ପାଇଁ ମୋଟ ୫୯୨୯.୩୮କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ପ୍ରଥମ ପର୍ୟ୍ୟାୟର କାର୍ୟ୍ୟକୁ ୪ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ୨୬କିମି ଦ୍ୱରତ୍ୱ ମଧ୍ୟରେ ମୋଟ ୨୦ଟି ମେଟ୍ରୋ ଷ୍ଟେସନ ନିର୍ମାଣ କରାଯିବ । ଅତ୍ୟାଧୁନିକ ରେଳ କୋଚ୍ ବ୍ୟବହାର କରାଯିବ । ଅତ୍ୟାଧୁନିକ ଟିକେଟ୍ ବ୍ୟବସ୍ଥା ଓ ସିଗନାଲ ବ୍ୟବହାର ହେବ । ଇଲିଭେଟେଡ୍ ଭାୟଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେସନ ରହିବ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ
    ଦେଶ-ଦେଶାନ୍ତର

    ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14611
    Sep 01, 2025
  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍
    ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15051
    Sep 01, 2025
  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ
    ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13743
    Aug 31, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ...
    ବାଣିଜ୍ୟ

    ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ...

    13868
    Sep 02, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର
    ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13431
    Sep 01, 2025
  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ  ଆଡ ଆଖିରେ ଚାହିଁଲେନି ମୋଦୀ
    ଦେଶ-ଦେଶାନ୍ତର

    ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ ଆଡ ଆଖିରେ ଚାହିଁଲେନି ମୋଦୀ

    13808
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...
    ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...

    15405
    Sep 01, 2025
  • ଶିକ୍ଷକମାନେ TET  ପାସ୍‌ କରିବାକୁ ପଡ଼ିବ
    ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14190
    Sep 01, 2025
  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା
    ମନୋରଞ୍ଜନ

    ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15499
    Aug 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13743
    Aug 31, 2025
  • ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15051
    Sep 01, 2025
  • ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15405
    Sep 01, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16710
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16812
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17163
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15628
    Apr 03, 2021

ବିଶେଷ

  • ଏତିକି ମାତ୍ରା ଅଲମଣ୍ଡ ଖାଇବା ଶରୀର ପାଇଁ ଭଲ

    15607
    Aug 31, 2025
  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    14358
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    15054
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16234
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14392
    Aug 26, 2025

ବାଣିଜ୍ୟ

ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

-    ନୁ୍ୟଟ୍ରିଲାଇଟ ଅଲ୍‌ ପ୍ଲାଣ୍ଟ ପ୍ରୋଟିନ,  ନୁ୍ୟଟ୍ରିଲାଇଟ ଡେଲି ପ୍ଲସ୍‌ ଏବଂ ନୁ୍ୟଟ୍ରିଲାଇଟ ସାଲମନ୍‌ ଓମେଗା-୩ ସଫ୍ଟଜେଲ୍‌ସ୍‌ ସମେତ ପାଞ୍ଚଟି ଅଗ୍ରଣୀ ନୁ ...

  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15551
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15201
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15686
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14783
    Aug 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14611
    Sep 01, 2025
  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14190
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15405
    Sep 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In