Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ...

  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ...

  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ...

  • କୋର୍ଟରେ ଶାଶୁ ମଥାରେ ସିନ୍ଦୂର ଦେଲା ...

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା ...

  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

  • କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ...

  • ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ...

  • କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

Home ›› ››ଆମ ପରିବାର କାର୍ଯ୍ୟକ୍ରମରେ କର୍ମୀ ଦୁଇ ଭାଗ

ଆମ ପରିବାର କାର୍ଯ୍ୟକ୍ରମରେ କର୍ମୀ ଦୁଇ ଭାଗ

2021-06-07 07:53:27
14732
Share:
Facebook
Twitter
E-Mail
WhatsApp
Telegram
ଆମ ପରିବାର କାର୍ଯ୍ୟକ୍ରମରେ କର୍ମୀ ଦୁଇ ଭାଗ


କଟକ : କଟକରେ ରବିବାର ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ‘ଆମ ପରିବାର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅପରାଜିତାଙ୍କ ଅନୁଗତ କୁହାଯାଉଥିବା ବିଜେପିର କିଛି ନେତା ଭାଗ ନେଇଛନ୍ତି । ଅନ୍ୟ କେତେଜଣ ବରିଷ୍ଠ ନେତା ଏହାକୁ ସାଂସଦଙ୍କ ବ୍ୟକ୍ତିଗତ କାର୍ଯ୍ୟକ୍ରମ କହି ଦୂରେଇ ଯାଇଛନ୍ତି । କାର୍ଯ୍ୟକ୍ରମରେ ବିଜେପି ନେତା ଓ କର୍ମୀମାନେ ଦୁଇଭାଗ ହୋଇଯାଇଥିବାରୁ ଏହା ଦଳର ଆଭ୍ୟନ୍ତରୀଣ କନ୍ଦଳକୁ ପଦାରେ ପକାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି ।
ମିଳିଥିବା ସୂଚନା ଅନୁସାରେ, ଏହି ଭର୍ଚୁଆଲ ବୈଠକରେ ଜିଲ୍ଲାରୁ ୫ଟି ହ୍ୱାଟସଆପ ଗ୍ରୁପ୍ ମାଧ୍ୟମରେ ଅପରାଜିତାଙ୍କ ବହୁ ସମର୍ଥକଙ୍କୁ ଯୋଡ଼ି ହୋଇଥିଲେ । ଏହି ଗ୍ରୁପରେ ବରିଷ୍ଠ ବିଜେପି ନେତା ନୟନ ମହାନ୍ତି, ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁଙ୍କ ସମେତ ଜିଲ୍ଲାର ଅନେକ ବରିଷ୍ଠ ନେତା ଓ ପଦାଧିକାରୀ ସଭ୍ୟ ଅଛନ୍ତି । ବୈଠକରେ କଟକ ଜିଲ୍ଲାରେ ‘ଆମ ପରିବାର’ର ସଙ୍ଗଠନ ସୁଦୃଢ଼ କରିବା ସହିତ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ଅପରାଜିତା ଚର୍ଚ୍ଚା କରିଥିଲେ । ‘ଆମ ପରିବାର’ର ଆବାହକ ମନ୍ମଥ ମଲ୍ଲିକ୍, ନିକୁଞ୍ଜ ପଟ୍ଟନାୟକ, ଜୀବନ ସାହୁ, ରାଜ୍ୟ ସଂଯୋଜକ ନିଶିକାନ୍ତ ନାୟକଙ୍କ ସହିତ ସୀମନ୍ତିନୀ ଜେନା, ଦେବାଶିଷ ନାୟକ, ଅଶୋକ ପଟ୍ଟନାୟକ, ମୌସୁମୀ ମହାପାତ୍ର, ଅଜୟ ସ୍ୱାଇଁ, ସରୋଜ ରଣା, ରାଜକୁମାର ସ୍ୱାଇଁ, ଏସ.କେ ଜେନା, ନନ୍ଦିନୀ ଶତପଥୀ, ଶ୍ରୀମନ୍ତିନୀ ବେହେରା, ଡାକ୍ତର ହଳଧର ସାହୁ, ସମୀର ସାମଲ, ପ୍ରକାଶ ସେଠୀ, ପିୟୂଷ ରଞ୍ଜନ ପରିଡ଼ା, ଗୀତା ଦାସ, ବିକ୍ରମ ଦାସ, ବିବେକାନନ୍ଦ ନାୟକ, ଜଗଦାନନ୍ଦ ତ୍ରିପାଠୀ, ପ୍ରଦୀପ୍ତ ଜେନା, ପୂର୍ବତନ କର୍ପୋରେଟର ଚିତ୍ତ ଦାସ ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ବରିଷ୍ଠ ବିଜେପି ନେତା ରବି ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟପକ୍ଷରେ, ଦଳର ଅନେକ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତା ଏହାକୁ ଅପରାଜିତାଙ୍କ ବ୍ୟକ୍ତିଗତ କାର୍ଯ୍ୟକ୍ରମ କହି ବୈଠକରେ ଯୋଗଦେଇ ନ ଥିଲେ । ଏ ସମ୍ପର୍କରେ ଦଳର ଜଣେ ବରିଷ୍ଠ ନେତା କହିଛନ୍ତି, ‘ହ୍ୱାଟ୍ସଆପ ଗ୍ରୁପରେ ସହର ତଥା ଜିଲ୍ଲାର ଅନେକ ବରିଷ୍ଠ ନେତା ଓ ସେମାନଙ୍କ ସମର୍ଥକ ନାହାନ୍ତି । ତେଣୁ, ଏହା ଦଳୀୟ କାର୍ଯ୍ୟକ୍ରମ ନୁହେଁ ।’ ସୂଚନାଯୋଗ୍ୟ, ଏହା ପୂର୍ବରୁ ଶ୍ରୀମତୀ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ରାୟଗଡ଼ା, କୋରାପୁଟ୍, ଯାଜପୁର, ପୁରୀ, ମୟୂରଭଞ୍ଜ ଜିଲ୍ଲାରେ ‘ଆମ ପରିବାର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Powered by Froala Editor

Tags Aparajita sadangi

Related articles Odisha News Lens 4.1

  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ
    ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13917
    Jun 08, 2026
  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା
    ଦେଶ-ଦେଶାନ୍ତର

    ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

    14662
    Jun 07, 2026
  •  ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ସିଲିଣ୍ଡର

    15101
    Jun 07, 2026
  • ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଚେତାବନୀ

    14801
    Jun 08, 2026
  • କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ଆକ୍ରମଣ
    ଦେଶ-ଦେଶାନ୍ତର

    କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ଆକ୍ରମଣ

    13988
    Jun 07, 2026
  • ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ
    ଦେଶ-ଦେଶାନ୍ତର

    ଲକ୍ଷେ କୋଟି ସମ୍ପତ୍ତିର ଅଧିକାରୀ ହେବେ ଏଲନ ମସ୍କ

    13775
    Jun 08, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14783
    Jun 07, 2026
  • ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA
    ଦେଶ-ଦେଶାନ୍ତର

    ୨୧ରେ ଏନ୍‌ଇଇଟି-ୟୁଜି ପରୀକ୍ଷା, ସହର ଆଲର୍ଟମେଣ୍ଟ କଲା NTA

    15468
    Jun 08, 2026
  • କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'
    ଦେଶ-ଦେଶାନ୍ତର

    କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

    14816
    Jun 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

    14816
    Jun 07, 2026
  • ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14783
    Jun 07, 2026
  • ଦେଶ-ଦେଶାନ୍ତର

    ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13917
    Jun 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16912
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13886
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13972
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14898
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14764
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15304
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15455
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

    14662
    Jun 07, 2026
  • ଖବରକାଗଜରେ ଖାଦ୍ୟ ପ୍ୟାକ୍ କରିବା କ୍ୟାନସରର କାରଣ

    13917
    Jun 08, 2026
  • କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

    14816
    Jun 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In