Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

ଖେଳ ଖବର
Home ›› ଖେଳ ଖବର ››ସେମିରେ ଶତକ : ଫ୍ଲାଇଂ କିସ୍ ଦେଇ ଖୁସି ଜାହିର କଲେ ବିରୁଷ୍କା

ସେମିରେ ଶତକ : ଫ୍ଲାଇଂ କିସ୍ ଦେଇ ଖୁସି ଜାହିର କଲେ ବିରୁଷ୍କା

2023-11-15 19:20:04
22704
Share:
Facebook
Twitter
E-Mail
WhatsApp
Telegram
ସେମିରେ ଶତକ : ଫ୍ଲାଇଂ କିସ୍ ଦେଇ ଖୁସି ଜାହିର କଲେ ବିରୁଷ୍କା

ବିଶ୍ୱକପ୍‌ ୨୦୨୩ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲି ୫୦ତମ ଶତକ ହାସଲ କରିଛନ୍ତି। କୋହଲିଙ୍କ ଶତକ ଦେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ସ୍ତ୍ରୀ ଅନୁଷ୍କା ଶର୍ମା ଖୁସିରେ ଝୁମି ଉଠିଛନ୍ତି। ଶହେ ସ୍କୋର କରିବା ପରେ ବିରାଟ କୋହଲି ଷ୍ଟାଣ୍ଡରେ ବସିଥିବା ଅନୁଷ୍କା ଶର୍ମାଙ୍କୁ ଫ୍ଲାଇଂ କିସ୍ ଦେଇଥିଲେ । ଏହାର ରିପ୍ଲାଏରେ ଅନୁଷ୍କା ଶର୍ମା ବିରାଟ କୋହଲିଙ୍କୁ ଫ୍ଲାଇଂ କିସ୍ ବି ଦେଇଥିଲେ । ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ବିଶ୍ୱକପ୍‌ ସେମିଫାଇନାଲରେ କୋହଲି ୫୦ତମ ଶତକ ହାସଲ କରିଛନ୍ତି। ସେମି ମୁକାବିଲା ଦେଖିବାକୁ ମୈଦାନରେ ଏକାଠି ହୋଇଥିଲେ ଅନେକ ଷ୍ଟାର କାଷ୍ଟ । ବିଶେଷକରି ଖେଳାଳିଙ୍କ ସ୍ତ୍ରୀମାନେ ବି ବସିଥିଲେ । ଆଉ ବିରାଟଙ୍କ ପ୍ରତିଟି ମୁହୂର୍ତ୍ତକୁ ଚିଅର ଅପ କରିବାକୁ ପଛାଇନଥିଲେ ଅନୁଷ୍କା । ବିରାଟ କୋହଲି ୧୧୩ ବଲରେ ୧୧୭ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇଥିଲେ । ସେ ତାଙ୍କ ଇନିଂସରେ ୯ ଟି ଚୌକା ଓ ୨ ଛକା ମାରିଥିଲେ ।

ଆଉ ଶତକ କରିବା ପରେ ବଦଳିଯାଇଥିଲେ ସବୁକିଛି । ଯେତିକି ଖୁସି ଥିଲେ ବିରାଟ । ତାଠରୁ ଡବଲ ଖୁସି ଥିଲେ ପତ୍ନୀ ଅନୁଷ୍କା । ଆଉ ଏହି ଖୁସିରେ ଆଖିରୁି ଝରିପଡିଥିଲା ଲୁହ । ଯାହା କଏଦ ହୋଇଥିଲା କ୍ୟାମେରାରେ । ସେ ଆଉଟ୍‌ ହେବା ପରେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ ଛିଡା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Powered by Froala Editor

Tags birushka

Related articles Odisha News Lens 4.1

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13874
    Feb 21, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15790
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14190
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15750
    Feb 20, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14694
    Feb 21, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15077
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14742
    Feb 20, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14476
    Feb 21, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ
    ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15673
    Feb 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15750
    Feb 20, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14476
    Feb 21, 2026
  • ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15673
    Feb 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17416
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16234
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15673
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14355
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15204
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15918
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15932
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15367
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14694
    Feb 21, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15790
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15077
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In