Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

ରାଜ୍ୟ
Home ›› ରାଜ୍ୟ ››ଗଭୀର ଅବପାତ ଆସନ୍ତାକାଲି ନେବ ବାତ୍ୟା ରୂପ

ଗଭୀର ଅବପାତ ଆସନ୍ତାକାଲି ନେବ ବାତ୍ୟା ରୂପ

2023-11-16 06:06:00
13734
Share:
Facebook
Twitter
E-Mail
WhatsApp
Telegram
ଗଭୀର ଅବପାତ ଆସନ୍ତାକାଲି ନେବ  ବାତ୍ୟା ରୂପ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆସନ୍ତାକାଲି ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

ଶ୍ରୀ ଦାସ ଆହୁରି କହିଛନ୍ତି, ଏହି ଗଭୀର ଅବପାତଟି  ଉତ୍ତର-ଉତ୍ତରପୂର୍ବ ଦିଗ ମୁହାଁଇ ଥିବାରୁ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏହା ପାରାଦୀପ ଠାରୁ ୩୮୦ କିମି ଦୂରତାରେ ଅବସ୍ଥିତ ଅଛି। ଏହା ପ୍ରଭାବରେ ଆଜି କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଜିଲ୍ଲାମାନଙ୍କର ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀ ଦାସ କହିଛନ୍ତି, ଗତ ୨୪ ଘଣ୍ଟାରେ ପାରାଦୀପରେ ୬.୯ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ହାଲୁକାର ମଧ୍ୟମ ଧରଣ ବର୍ଷା ହୋଇଛି। ଓଡ଼ିଶା ଉପକୂଳରେ ୪୦ରୁ ୫୦ କିମ ବେଗରେ ପବନ ହେଉଛି। ଏହା କ୍ରମେ ବୃଦ୍ଧି ପାଇବ। ୧୮ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ମାଛ ମାରିବାକୁ ଯିବାକୁ ବାରଣ କରାଯାଇଛି। ଆଜି ଓ ଆସନ୍ତାକାଲି ଟ୍ୱିନ୍ ସିଟିରେ ପାଗ ମେଘୁଆ ରହିବ। ୧୦ରୁ ୧୫ କିମି ବେଗରେ ପବନ ବୋହିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Powered by Froala Editor

Tags cyclone

Related articles Odisha News Lens 4.1

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15060
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13662
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15626
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13841
    May 10, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13965
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13392
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14372
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14538
    May 10, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    14090
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14372
    May 11, 2026
  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13841
    May 10, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15626
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16051
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14514
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15474
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15221
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14021
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15394
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15626
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15060
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13662
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In