Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

ରାଜ୍ୟ
Home ›› ରାଜ୍ୟ ››ସୁରଭି’ କାର୍ୟ୍ୟକ୍ରମର ଉଚ୍ଚ ପ୍ରଶଂସା କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ସୁରଭି’ କାର୍ୟ୍ୟକ୍ରମର ଉଚ୍ଚ ପ୍ରଶଂସା କରି ଏହା କହିଲେ ମୁଖ୍ୟମନ୍ତ୍ରୀ

2023-11-17 09:25:56
14216
Share:
Facebook
Twitter
E-Mail
WhatsApp
Telegram
ସୁରଭି’ କାର୍ୟ୍ୟକ୍ରମର ଉଚ୍ଚ ପ୍ରଶଂସା କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ତିନି ଦିନ ଧରି ଚାଲିଥିବା ପିଲାଙ୍କ ମହୋତ୍ସବ ସୁରଭି ଗୁରୁବାର ଉଦ୍‌ଯାପିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ୟ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କୁ ନିଜ ଚିନ୍ତାଧାରାକୁ ଉଚ୍ଚ କରିବାକୁ ପ୍ରେରଣା ଦେଇଛନ୍ତି। ଏହି କାର୍ୟ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ସ୍ଥାନୀୟ ୟୁନିଟ-୯ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ କହିଥିଲେ ଯେ ଆମ ପିଲାମାନଙ୍କ ଭିତରେ ଅସୀମ ପ୍ରତିଭା ରହିଛି । ପାଠ ସହିତ ନାଚ, ଗୀତ, କ୍ରୀଡା, କଳା, ଅଭିନବ ବୈଜ୍ଞାନିକ ଚିନ୍ତାଧାରା  ସବୁ କ୍ଷେତ୍ରରେ ଆମ ଛାତ୍ରଛାତ୍ରୀମାନଙ୍କର ପ୍ରତିଭା ଅଛି । ଆଗକୁ ବଢିବା ପାଇଁ  କଠିନ ପରିଶ୍ରମ କର, ଚିନ୍ତାଧାରାକୁ ବଡ କର। ନିଜର ସାମର୍ଥ୍ୟକୁ  ବିଶ୍ୱ ସ୍ତରକୁ ନେବା ପାଇଁ ଚେଷ୍ଟା କର। ଦେଖିବ, ତୁମେ ଅସୀମିତ ସଫଳତା ପାଇ ସାରା ଦେଶରେ, ବିଶ୍ବରେ ସୁନାମ ଅର୍ଜନ କରିବ। ଓଡିଶାର ରୂପାନ୍ତର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ରୂପାନ୍ତରର ଯୁଗ ପିଲାମାନଙ୍କ ସ୍କୁଲରୁ ହିଁ ଆରମ୍ଭ ହୋଇଛି । ପିଲାମାନେ ଏବେ ଡିଜିଟାଲ୍ ଟେକ୍ନୋଲୋଜି ଜରିଆରେ ପାଠ ପଢୁଛନ୍ତି । ସ୍କୁଲର ପରିବେଶ ମଧ୍ୟ ବେଶ୍  ସୁନ୍ଦର ହୋଇଯାଇଛି । ସୁନ୍ଦର ଖେଳ ପଡିଆ ମଧ୍ୟ ହୋଇଛି । ତୁମେ ଏବେ କାହା ଠାରୁ କମ୍‌ ନୁହଁ। ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ମୋର ପୁରା ବିଶ୍ବାସ, ତୁମର ଭବିଷ୍ୟତ ଖୁବ ଉଜ୍ଜଳ ହେବ। ମୋର ଆଶୀର୍ବାଦ ମଧ୍ୟ ତୁମ ସାଥିରେ ଅଛି ଓ ରହିବ।” ‘ସୁରଭି’ କାର୍ୟ୍ୟକ୍ରମର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ଏକ ଖୁବ ସୁନ୍ଦର ଉତ୍ସବ। ରାଜ୍ୟର ବିଭିନ୍ନ ସ୍ଥାନରୁ ପିଲାମାନେ ଆସି ଏଠାରେ ଏକାଠି ହୋଇଛନ୍ତି।  ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜର ପ୍ରତିଭା ଦେଖାଇଛନ୍ତି। ନୂଆ ସାଙ୍ଗସାଥୀ ମଧ୍ୟ ପାଇଛନ୍ତି । ଏଠାରୁ ମିଳିଥିବା ଅଭିଜ୍ଞତା ସାରା ଜୀବନ ପାଇଁ ପିଲାମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ । ପୁରସ୍କାର ପାଇଥିବା ସବୁ ପିଲାଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ସୂଚନାଯୋଗ୍ୟ ଯେ, ଏ ବର୍ଷ ୩୫୪୯ ଜଣ ପିଲାଙ୍କୁ ‘ଓଡିଆ ଭାଷା ବୃତ୍ତି’ ପ୍ରଦାନ କରାଯାଇଥିଲା। ପ୍ରତ୍ୟେକ ପିଲା ୫୦୦୦ ଟଙ୍କାର ଏକକାଳୀନ ବୃତ୍ତି ପାଇଲେ। ଏହି ବୃତ୍ତି ରାଶି ଅନଲାଇନ୍ ଜରିଆରେ ସେମାନଙ୍କ ଆକାଉଣ୍ଟକୁ ପଠା ଯାଇଥିଲା। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ଓଡିଆ ଭାଷାରେ ଅଧିକ ନମ୍ବର ରଖିଥିବା ପିଲାମାନଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଇଛି। ରାଜ୍ୟସ୍ତରରେ ଶ୍ରେଷ୍ଠ ପାଞ୍ଚଜଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ଏହି ପାଞ୍ଚ ଜଣ ହେଲେ ବାଲେଶ୍ୱର ଏସ୍.ବି.ଏସ୍ ନିଖିରେଶ୍ୱର ନୋଡାଲ ହାଇସ୍କୁଲର ଶୁଭସ୍ମିତା ଦାସ, ବରଗଡ କାମଗାଁ ସରକାରୀ ନୋଡାଲ ହାଇସ୍କୁଲର ନୈନା ପ୍ରଧାନ, ଯାଜପୁର ଅରେଇ ବରୁଣେଶ୍ୱର ହାଇସ୍କୁଲର ପ୍ରଭାସିନୀ ମିଶ୍ର, ମୟୁରଭଞ୍ଜ ଗଡିଆ ଚିନ୍ତାମଣୀ ନୋଡାଲ ବିଦ୍ୟାପୀଠର ଶୁଭଙ୍କର ପଟବନ୍ଧ ଏବଂ ବାଲେଶ୍ୱର ବନବିଷ୍ଣୁପୁର ହାଇସ୍କୁଲର ଦିବ୍ୟାଶା ପଲେଇ। ଏଥି ସହିତ ମୁଖ୍ୟମନ୍ତ୍ରୀ ୩ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଯଥା- କେନ୍ଦ୍ରାପଡାର ଉମାକାନ୍ତ ଦାଶ, ସୁନ୍ଦରଗଡର ରଶ୍ମି ମାହାଳି ଓ ସମ୍ବଲପୁରର ପୂର୍ଣ୍ଣିମା ଭୁଏଙ୍କୁ ସୁରଭି ପୁରସ୍କାର ପ୍ରଦାନ କରିଥିଲେ। କାର୍ୟ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ କଫି ଟେବୁଲ୍ ବୁକ୍ ଏବଂ ଏକ ନିୟୁଜ ଲେଟର ଉନ୍ମୋଚନ କରିଥିଲେ। 

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15055
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15044
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    13798
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13760
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14710
    Jul 30, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13668
    Jul 29, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14290
    Jul 30, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14352
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13661
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13661
    Jul 30, 2026
  • ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14352
    Jul 30, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13668
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17664
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14132
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15786
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15800
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15452
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16111
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14869
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15055
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15044
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    13798
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In