Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ଭାରତୀୟ କ୍ରିକେଟ୍ ଟିମ୍‌ର ପ୍ରାକ୍ଟିସ ଜର୍ସିକୁ ନେଇ ଉଠିଲା ବିବାଦ: ବିଜେପିକୁ ଟାର୍ଗେଟ୍ କଲେ ମମତା

ଭାରତୀୟ କ୍ରିକେଟ୍ ଟିମ୍‌ର ପ୍ରାକ୍ଟିସ ଜର୍ସିକୁ ନେଇ ଉଠିଲା ବିବାଦ: ବିଜେପିକୁ ଟାର୍ଗେଟ୍ କଲେ ମମତା

2023-11-18 10:05:17
15927
Share:
Facebook
Twitter
E-Mail
WhatsApp
Telegram
ଭାରତୀୟ କ୍ରିକେଟ୍ ଟିମ୍‌ର ପ୍ରାକ୍ଟିସ ଜର୍ସିକୁ ନେଇ ଉଠିଲା ବିବାଦ: ବିଜେପିକୁ ଟାର୍ଗେଟ୍ କଲେ ମମତା

ନୂଆଦିଲ୍ଲୀ:  ବିବାଦରେ ଟିମ୍‌ ଇଣ୍ଡିର ଜର୍ସି। ଭାରତୀୟ କ୍ରିକେଟ୍ ଟିମ୍‌ର ପ୍ରାକ୍ଟିସ ଜର୍ସିକୁ ନେଇ ଉଠିଲା ବିବାଦ। ପ୍ରଶ୍ନ ଉଠାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଜେପିକୁ ସିଧାସଳଖ ଟାର୍ଗେଟ୍ କଲେ ଦିଦି। ସବୁକିଛି ଗେରୁଆ ରଙ୍ଗରେ ରଙ୍ଗେଇ ଦିଆଯାଉଛି ବୋଲି ସେ ଆଣିଲେ ଅଭିଯୋଗ।

ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଦେଶର ସବୁଠାରୁ ଲୋକପ୍ରିୟ ଖେଳକୁ ଗେରୁଆ ରଙ୍ଗରେ ରଙ୍ଗେଇବାକୁ ଚେଷ୍ଟା କରୁଥିବା ମମତା ଅଭିଯୋଗ କରିଛନ୍ତି। ଏହାସହ କହିଛନ୍ତି, 'ସେମାନେ(ବିଜେପି)ସେମାନେ ସମଗ୍ର ଦେଶକୁ ଗୈରିକ ବର୍ଣ୍ଣ କରି ପକାଇବାକୁ ପ୍ରୟାସ କରୁଛନ୍ତି।  ଆମ ଭାରତୀୟ ଖେଳାଳିଙ୍କ ପାଇଁ ମୁଁ ଗର୍ବିତ ଏବଂ ମୁଁ ନିଶ୍ଚିତ ଯେ ସେମାନେ ବିଶ୍ୱକପ୍‌ରେ ବିଜୟୀ ହେବେ। କିନ୍ତୁ ବିଜେପି ସେଠାରେ ମଧ୍ୟ ମୁଣ୍ଡ ପୂରାଇଛି। ଏବେ ଖେଳାଳିମାନେ ମ୍ୟାଚ୍‌ ପ୍ରାକ୍ଟିସ୍‌ ବେଳେ ନୀଳ ରଙ୍ଗ ବଦଳରେ ଗେରୁଆ ରଙ୍ଗର ଜର୍ସି ପିନ୍ଧୁଛନ୍ତି। କେବଳ ସେତିକି ନୁହେଁ ମେଟ୍ରୋ ଷ୍ଟେସନକୁ ମଧ୍ୟ ଗେରୁଆ ରଙ୍ଗରେ ରଙ୍ଗୀନ୍‌ କରାଯାଇଛି। ଏହା ଆଦୌ ଗ୍ରହଣୀୟ ନୁହେଁ।'
ସେପଟେ ମମତାଙ୍କ ଏଭଳି ଟାର୍ଗେଟ୍‌ର ଜବାବ ଦେଇଛି ବିଜେପି। ବିଜେପି ନେତା ଦୀଲିପ ଘୋଷ କହିଛନ୍ତି, ନେଦରଲ୍ୟାଣ୍ଡ କ୍ରିକେଟରମାନେ ମଧ୍ୟ ଗେରୁଆ ରଙ୍ଗର ଜର୍ସି ପିନ୍ଧନ୍ତି, ତା' ହେଲେ କ'ଣ ଏହା ଏକ ହିନ୍ଦୁ ରାଷ୍ଟ୍ରରେ ପରିଣତ ହୋଇଛି କି? ଯଦି ଭାରତୀୟ ଟିମ୍‌ର ଜର୍ସି ଗେରୁଆ ରଙ୍ଗ ହୋଇଯାଏ ତେବେ ଟିଏମସିର ଲୋକମାନେ କ’ଣ କରିବେ - ସେମାନେ ଗ୍ୟାଲେରୀରୁ ଡେଇଁ ପଡ଼ିବେ ନା ଗଙ୍ଗାକୁ ଡେଇଁବେ, ସେମାନଙ୍କର କିଛି କରିବାର ନାହିଁ। ଲୋକମାନେ ଭାରତକୁ ଗେରୁଆ ରୂପେ ମଧ୍ୟ ଜାଣନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଆଇସିସି ଓ୍ୱାର୍ଲ୍ଡ କପ୍‌ର ପ୍ରାକ୍ଟିସ୍‌ ମ୍ୟାଚ୍‌ ବେଳେ ଭାରାତୀୟ ଟିମ୍‌ର ଖେଳାଳିମାନେ ଗେରୁଆ ରଙ୍ଗର ଜର୍ସି ପିନ୍ଧିଥିଲେ। ଏହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି।

Powered by Froala Editor

Tags mamata banerjee raise question on team india jersy

Related articles Odisha News Lens 4.1

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14019
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15135
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14366
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13382
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15025
    Jul 07, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13716
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14346
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13553
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15454
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13553
    Jul 07, 2026
  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14019
    Jul 08, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14480
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17580
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17634
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18033
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15132
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15550
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15360
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15225
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14649
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15705
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13811
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14922
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13716
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13553
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14480
    Jul 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In