Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

Home ›› ››ବିଜେପି ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ବିଜେଡିରେ ସାମିଲ

ବିଜେପି ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ବିଜେଡିରେ ସାମିଲ

2023-11-18 19:16:01
14865
Share:
Facebook
Twitter
E-Mail
WhatsApp
Telegram
ବିଜେପି ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ବିଜେଡିରେ ସାମିଲ

ଭୁବନେଶ୍ୱର, ୧୮/୧୧/୨୦୨୩: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନମଣ୍ଡଳୀର ୨୦୧୪ ଏବଂ ୨୦୧୯ର ବିଜେପି ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ଆଜି ଶତାଧିକ ବିଜେପି କର୍ମୀ ଓ ସମର୍ଥକଙ୍କ ସହ ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ଵାଗତ କରିଥିଲେ । ବିଜୁ ଜନତା ଦଳରେ ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ପାଟଣା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ ।


ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଭବାନୀ ଶଙ୍କର ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ ଭାରତୀୟ ଜନତା ପାର୍ଟିରେ ଦୀର୍ଘଦିନ ଧରି କାର୍ଯ୍ୟ କରିଆସୁଥିଲେ ମଧ୍ୟ ଆମ୍ଭମାନଙ୍କୁ ସର୍ବଦା ଅଣଦେଖା କରାଯାଇଥିଲା । ବିଜେପିରେ କୌଣସି ନୀତି ଆଦର୍ଶ ନଥିବା ବେଳେ ସର୍ବଦା ଗୋଷ୍ଠୀ କନ୍ଦଳ ଲାଗିରହିଛି । ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।


ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଜେପି ମଣ୍ଡଳ ସଭାପତି ଈଶ୍ୱର ଚନ୍ଦ୍ର ନାଏକ, ଅତ୍କଳ ଭାରତୀୟ ଗୋଓ୍ବାନା ମହାସଭା ସଭାପତି ଚନ୍ଦ୍ର ମୋହନ ନାଏକ, ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଭାରତୀୟ ମଜଦୁର ସଂଘ ନିରାପତ୍ତା ସମ୍ପାଦକ ରବୀନ୍ଦ୍ର ନାଏକ, ସାହାରପଡ଼ାର ପୂର୍ବତନ ସରପଞ୍ଚ ପାର୍ବତୀ ହୋ, ସାଉଁଟି ସମାଜର ଉପସଭାପତି ତାରାମଣୀ ନାୟକ, ଜୁଆଙ୍ଗ ସାଂସ୍କୃତିକ ସମାଜର ସମ୍ପାଦକ ଚିନ୍ତାମଣୀ ଜୁଆଙ୍ଗ, ଝୁମ୍ପୁରା ବ୍ଲକ ଭାରତ ଶାନ୍ତି କମିଟିର ସଭାପତି ନାରାୟଣ ସାହୁ, କେନ୍ଦୁଝର ଜିଲ୍ଲା ବିର୍ଶାମୁଣ୍ଡା ହୋ ସମାଜର ଉପଦେଷ୍ଟା ଜୀବନ ସିଂ ମୁଣ୍ଡା, ସାହାରପଡ଼ାର ପୂର୍ବତନ ସରପଞ୍ଚ ବିମ୍ବାଧର ନାୟକ, ବକ୍ସିବରିଗାଁର ପୂର୍ବତନ ସରପଞ୍ଚ ମୁରଲୀଧର ଦଣ୍ଡପାଟ, ଖଜିରାପାଟର ପୂର୍ବତନ ସରପଞ୍ଚ ବୃଦ୍ଧରାମ ମୁଣ୍ଡା, କେନ୍ଦୁଝର ଜିଲ୍ଲା ଗୌଣ୍ଡା ମହାସଭାର ସଭାପତି ଯଶୋଦା ମାନସିଂହ, ସାହାରପଡ଼ାର ପୂର୍ବତନ ସାଧାରଣ ସମ୍ପାଦକ ଦିବାକର ମହାନ୍ତ, ମାଛଗଡ଼ ଗ୍ରାମପଞ୍ଚାୟତ ସଭାପତି କୁଳମଣୀ ମହାନ୍ତ, ବଡ଼ନାଉଳିର ପୂର୍ବତନ ଗ୍ରାମପଞ୍ଚାୟତ ସଭାପତି ମହେନ୍ଦ୍ର ମହାନ୍ତ, ଝୁମ୍ପୁରା ବ୍ଲକର ପୂର୍ବତନ ବିଜେପି


ମଣ୍ଡଳ କୋଷାଧକ୍ଷ ଶଙ୍ଖାଳି ମାଟିଆ, ଝୁମ୍ପୁରା ବ୍ଳକର ପୂର୍ବତନ ବିଜେପି ଯୁବମୋର୍ଚ୍ଚା ସମ୍ପାଦକ ଚନ୍ଦ୍ରଶେଖର ନାୟକ, ପାଟଣା ନିର୍ବାଚନମଣ୍ଡଳୀ ଜୋନ- ୨୩ର ପୂର୍ବତନ ବିଜେପି ଯୁବମୋର୍ଚ୍ଚା ସଭାପତି ନିଶିକାନ୍ତ ବେହେରା, ପୂର୍ବତନ ବିଜେପି କର୍ମୀ ସରୋଜ କୁମାର ମହାନ୍ତ, ଗୋବର୍ଦ୍ଧନ ନାୟକ, ମକରଧ୍ଵଜ ନାୟକ, ହରେକୃଷ୍ଣ ନାୟକ, ଲକ୍ଷ୍ମଣ ମହାନ୍ତ, ସନାତନ ନାୟକ, ଗୌରାଙ୍ଗ ବେହେରା, ଦୁର୍ଗାଚରଣ ମହାନ୍ତଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, କେନ୍ଦୁଝର ଜିଲ୍ଲା ସହ- ପର୍ଯ୍ୟବେକ୍ଷକ ସୁବ୍ରତ ଛାଟୋଇ, ବରିଷ୍ଠ ନେତା ତଥା ଚିଲିକା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ସୌମ୍ୟ ଶଙ୍କର ଚକ୍ର (ରାଜା) ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags BJD

Related articles Odisha News Lens 4.1

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13493
    Mar 22, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13784
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14165
    Mar 23, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13505
    Mar 22, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14871
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14174
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15345
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13472
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15142
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14174
    Mar 22, 2026
  • ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13784
    Mar 23, 2026
  • ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    14047
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13472
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15015
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15566
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15475
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14202
    Mar 17, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14797
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15313
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14165
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13784
    Mar 23, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15142
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In