Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ନବୀନ ବାବୁଙ୍କ ସରକାରରେ ଅପାରଗ ପ୍ରଶାସକ ପୁରସ୍କୃତ : ସତ୍ୟବ୍ରତ ପଣ୍ଡା

ନବୀନ ବାବୁଙ୍କ ସରକାରରେ ଅପାରଗ ପ୍ରଶାସକ ପୁରସ୍କୃତ : ସତ୍ୟବ୍ରତ ପଣ୍ଡା

2023-11-18 19:24:39
14358
Share:
Facebook
Twitter
E-Mail
WhatsApp
Telegram
ନବୀନ ବାବୁଙ୍କ ସରକାରରେ ଅପାରଗ ପ୍ରଶାସକ ପୁରସ୍କୃତ : ସତ୍ୟବ୍ରତ ପଣ୍ଡା

ଭୁବନେଶ୍ୱର,ତା.୧୮/୧୧: ରାଜ୍ୟ ସରକାର ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଶ୍ରୀ ସୁରେଶ ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି । ଏହି ପ୍ରକାର ନିଯୁକ୍ତି ମୁଖ୍ୟମନ୍ତ୍ରୀ ଓ ସରକାରଙ୍କର ସମ୍ପୂର୍ଣ୍ଣ ଇଛାଧୀନ । କିନ୍ତୁ ଗତ କିଛିଦିନ ଧରି ଶ୍ରୀ ମହାପାତ୍ର ଅଧ୍ୟକ୍ଷ ଥିବା ବିଦ୍ୟୁତ ନିୟାମକ ଆୟୋଗରେ ଦେଖାଯାଇଥିବା କିଛି ଅସଙ୍ଗତି ଏହି ନୂତନ ନିଯୁକ୍ତି ସମ୍ବନ୍ଧରେ ପ୍ରଶ୍ନବାଚୀ ଠିଆ କରାଇଛି । ରାଜ୍ୟ ସରକାର ଏ ବାବଦରେ ଜନସାଧାରଣଙ୍କ ନିକଟରେ ନିଜ ଉତର ରଖିବା ଆବଶ୍ୟକ । ପ୍ରଥମତଃ ସୁନ୍ଦରଗଡ ଜିଲ୍ଲାର ତଲାବିରା ବିଦ୍ୟୁତ ପ୍ରକଳ୍ପରୁ ଓଡ଼ିଶା ୧୬ଶହ ମେଗାୱାଟ ଶସ୍ତା ଦରର ବିଜୁଳି ପାଇବା ପାଇଁ ହକଦାର । କିନ୍ତୁ ଓଡ଼ିଶାକୁ ମାତ୍ର ୮ଶହ ମେଗାୱାଟ ବିଦ୍ୟୁତ ପ୍ରଦାନ କରି ତାମିଲନାଡୁକୁ ୧୫ଶହ ମେଗାୱାଟ ବିଦ୍ୟୁତ ଯୋଗାଣ ସକାଶେ ରାଜ୍ୟ ସରକାର ଚୁକ୍ତିବଦ୍ଧ ହୋଇଛନ୍ତି । ଏହା କେନ୍ଦ୍ର କୋଇଲା ଓ ଶକ୍ତି ମନ୍ତ୍ରଣାଳୟର ସଂଶୋଧିତ ନୀତି ୨୦୨୧କୁ ଉଲଘଂନ କରୁଛି ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ସତ୍ୟବ୍ରତ ପଣ୍ଡା କହିଛନ୍ତି ।

ବେଆଇନ ଚ୍ୟୁକ୍ତିକୁ ତର୍ଜମା, ନିୟନ୍ତ୍ରଣ ଓ ଆବଶ୍ୟକ ହେଲେ ରଦ୍ଦ କରିବାର କ୍ଷମତା ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗର ରହିଛି । କେନ୍ଦ୍ରୀୟ ବିଦ୍ୟୁତ ଆଇନ ଧାରା ୮୬(୧)(ଖ) ଓ (ଘ)ରେ ଏହାର ବ୍ୟବସ୍ଥା ରହିଛି । କିନ୍ତୁ ଶ୍ରୀ ମହାପାତ୍ର ଏହି କ୍ଷମତାର ସଦୁପଯୋଗ କଲେ ନାହିଁ । ଓଡ଼ିଶାର ସ୍ୱାର୍ଥ ଅପେକ୍ଷା ତାମିଲନାଡୁ ସ୍ୱାର୍ଥକୁ ପ୍ରାଥମିକତା ଦେଲେ । ୧୫ନିୟୁତ ଟନ୍ କୋଇଲା ଦହନର ପ୍ରଦୂଷଣରେ ଛଟପଟ ହେଲା ଓଡିଶା । କିନ୍ତୁ ଓଡ଼ିଶାର ଜନସାଧାରଣ ଶସ୍ତା ବିଜୁଳି ପାଇବାରୁ ବଂଚିତ ହେଲେ । ସେହି କାରଣରୁ ଶ୍ରୀ ମହାପାତ୍ରଙ୍କୁ ପୁରସ୍କୃତ କରାଗଲା କି ବୋଲି ଶ୍ରୀ ପଣ୍ଡା ପ୍ରଶ୍ନ ଉଠାଇଛନ୍ତି ।

ବିଦ୍ୟୁତ ନିୟାମକ ଆୟୋଗର ନିର୍ଦ୍ଦେଶକୁ ଅମାନ୍ୟ କରି ବିତରଣକାରୀ ସଂସ୍ଥା ଓଡ଼ିଶା ଜନସାଧାରଣଙ୍କଠାରୁ ତ୍ରୁଟିପୂର୍ଣ୍ଣ ବିଲ୍ ଜରିଆରେ ୫ହଜାର କୋଟି ଟଙ୍କା ଅଧିକ ଆଦାୟ କରିନେଇଥିଲା । କେନ୍ଦ୍ରୀୟ ବିଦ୍ୟୁତ ଆଇନର ଧାରା ୬୨(୩)(୬) ଅନୁଯାୟୀ ଏହି ଅର୍ଥ ସମୁଳସୁଧ ଜନସାଧାରଣଙ୍କୁ ଫେରାଇବା ଆବଶ୍ୟକ । ବିଭିନ୍ନ ଗ୍ରାହକ ସଂସ୍ଥାଙ୍କର ଆବେଦନ ସତ୍ୱେ ଶ୍ରୀ ମହାପାତ୍ର କିଛି ପଦକ୍ଷେପ ନେଲେ ନାହିଁ । ବେସରକାରୀ ବିତରଣକାରୀ ସଂସ୍ଥା ଅନ୍ୟାୟଭାବେ ୫ହଜାର କୋଟି ଟଙ୍କା ଲୁଟ୍ କଲା । ଶ୍ରୀ ମହାପାତ୍ରଙ୍କ ସେହି ଦକ୍ଷତା କାରଣରୁ ସେ ପୁରସ୍କୃତ ହୋଇଥିବା ଶ୍ରୀ ପଣ୍ଡା ଅଭିଯୋଗ କରିଛନ୍ତି । 

Powered by Froala Editor

Tags BJP, BJPOdisha

Related articles Odisha News Lens 4.1

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15308
    Mar 19, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15303
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15360
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14596
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14205
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14606
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15142
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13906
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13980
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14606
    Mar 20, 2026
  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15308
    Mar 19, 2026
  • ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14596
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14596
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15308
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15404
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14153
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14051
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14259
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15003
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15303
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13980
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14205
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In