Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ...

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ...

  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ...

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ...

  • ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ...

  • ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ

ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ

2023-11-20 07:07:44
14631
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ

ଭୁବନେଶ୍ୱର : ଓଡ଼ିଶାର ପ୍ରାୟ ଏକ କୋଟି ପିଲାଙ୍କ ଭଭିଷ୍ୟତକୁ ଗଢିବା ସହ ତାଙ୍କ ମନରେ ବଢୁଥିବା ଆତ୍ମବିଶ୍ୱାସ ଶିଖରକୁ ନେବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ରବିବାର ଭୁବନେଶ୍ୱର ଠାରେ ଓଡ଼ିଶାର ୬୩ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମହତ୍ୱକାଂକ୍ଷୀ ପିଏମ ଶ୍ରୀ ଯୋଜନାକୁ ଶୁଭାରମ୍ଭ କରିବା ଅବସରରେ  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନାରେ ପ୍ରାୟ ୨୮ ହଜାର କୋଟି ଟଙ୍କା ବ୍ୟୟବରାଦରେ ସମଗ୍ର ଦେଶରେ ୧୪ ହଜାର ୫୦୦ରୁ ଅଧିକ ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ ବା ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠାର ଲକ୍ଷ୍ୟ ନେଇ ୨୦୨୨ ସେପ୍ଟେମ୍ବର ୭ରେ ପିଏମ ଶ୍ରୀ ଯୋଜନାର ଶୁଭାରମ୍ଭ ହୋଇଥିଲା । ପ୍ରଥମ ପର୍ୟ୍ୟାୟରେ ସାଢେ ୬ ହଜାର ସ୍କୁଲର ଚୟନ ସରିଛି ଏବଂ ଖୁବ ଶୀଘ୍ର ଦ୍ୱିତୀୟ ପର୍ୟ୍ୟାୟରେ ଆଉ ୪ ହଜାର ସ୍କୁଲକୁ ଚୟନ କରାଯିବ । ଆଜି ଓଡ଼ିଶାରେ ଥିବା ୯୭ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟ ମଧ୍ୟରୁ ପ୍ରାୟ ୬୩ଟି ତଥା ୩୭ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୬ଟି ନବୋଦୟ ବିଦ୍ୟାଳୟକୁ ଆଜି ଠାରୁ ପିଏମ- ଶ୍ରୀ ସ୍କୁଲ ଭାବେ ଅନ୍ତର୍ଭୁକ୍ତ କରାଯାଇଛି । ୨୦୨୩-୨୪ ବର୍ଷ ପାଇଁ ଏହି ସ୍କୁଲ ପାଇଁ ପାଖାପାଖି ୫୦.୮ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ସେଥିମଧ୍ୟରୁ ୧୨.୭ କୋଟି ଟଙ୍କା ଏହି ବିଦ୍ୟାଳୟଗୁଡ଼ିକୁ ପ୍ରଥମ କିସ୍ତିରେ ପ୍ରଦାନ କରାଯାଇଛି। ୩୭ଟି କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ମୋଟ ୭.୨୭ କୋଟି ଟଙ୍କା ଏବଂ ୨୬ଟି ନବୋଦୟ ବିଦ୍ୟାଳୟ ପାଇଁ ୫.୪୩ କୋଟି ଟଙ୍କା ବ୍ୟୟ କରାଯାଇ ସ୍କୁଲର ଉନ୍ନତିକରଣ ଆରମ୍ଭ କରାଯିବ।
ପିଲା ମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀ ଯୋଜନା। ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ। ସ୍କୁଲ ଗୁଡିକୁ ପ୍ରତିଯୋଗିତା ଆଧାରରେ ରାଜ୍ୟମାନେ କେନ୍ଦ୍ରକୁ ନାଁ ପଠାଇବାର ଆବଶ୍ୟକତା ଅଛି । ମାତ୍ର ଓଡ଼ିଶା ସରକାର ପିଏମ ଶ୍ରୀ ପାଇଁ ଏମଓୟୁ କରିନାହାନ୍ତି। ଏଥିପାଇଁ ଗତ ୧ ବର୍ଷ ମଧ୍ୟରେ ୩ ଥର ବ୍ୟକ୍ତିଗତ ଭାବରେ ଚିଠି ଲେଖାଯାଇଛି। କୌଣସି ନା କୌଣସି କାରଣରୁ ଓଡ଼ିଶା ଏହି ଯୋଜନା ଲାଗୁ କରୁନାହାନ୍ତି। ଗୋଟିଏ ଦୁଇଟି ରାଜ୍ୟ ରାଜନୈତିକ ଉଦ୍ଦେଶ୍ୟ ରଖି ପିଏମ ଶ୍ରୀ ଯୋଜନା ଲାଗୁ କରୁନାହାନ୍ତି। ସେ ରାଜ୍ୟ ଗୁଡ଼ିକ ଭଳି ଓଡ଼ିଶା ସରକାରଙ୍କର ଏଥିରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ନଥିବ ବୋଲି ଭାବୁଛି।

ଏହି ମର୍ମରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ସରକାରୀ ସ୍କୁଲରେ ପ୍ରଧାନମନ୍ତ୍ରୀଙ୍କ ମହତ୍ୱକାଂକ୍ଷୀ ଯୋଜନା ପିଏମ ଶ୍ରୀ ଯୋଜନାକୁ ଲାଗୁ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।

Powered by Froala Editor

Tags PM SCHOOL FOR RISING INDIA

Related articles Odisha News Lens 4.1

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13753
    May 08, 2025
  • ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ
    ଦେଶ-ଦେଶାନ୍ତର

    ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ

    14862
    May 08, 2025
  • ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ନିର୍ଦେଶ ନ ମାନିଲେ ନିଜ ସୁରକ୍ଷା ନିଜେ କର: ଡୋନାଲ୍ଡ ଟ୍ରମ୍ପ

    13551
    May 08, 2025
  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା
    ଦେଶ-ଦେଶାନ୍ତର

    ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13593
    May 08, 2025
  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15148
    May 08, 2025
  • କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ, ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ ୱେବସିରିଜ ...

    13744
    May 08, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    14785
    May 09, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ
    ବିଶେଷ

    ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14537
    May 08, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14094
    May 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୩ ଭାରତୀୟ ନାଗରିକଙ୍କ ଗୁଳିମାଡରେ ମୃତ୍ୟୁ

    14862
    May 08, 2025
  • ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ପ୍ରବେଶ ଉପରେ କଟକଣା ଜାରି

    14785
    May 09, 2025
  • ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14608
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15425
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14537
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14518
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14631
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15080
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15077
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15285
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ପ୍ରବେଶ ଉପରେ କଟକଣା ଜାରି

    14785
    May 09, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14537
    May 08, 2025
  • ପାଣି ମାଡ଼ କଲା ଭାରତ, ପାକିସ୍ତାନରେ ବନ୍ୟା ଆଶଙ୍କା

    13593
    May 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In