Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ରାଜ୍ୟ
Home ›› ରାଜ୍ୟ ›› ମହାମହିମ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ

ମହାମହିମ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ

2023-11-20 07:12:20
14089
Share:
Facebook
Twitter
E-Mail
WhatsApp
Telegram
 ମହାମହିମ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ

ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଅଳଙ୍କୃତ କରିବାର ଦୀର୍ଘ ୧୮ମାସ ପରେ ଦ୍ୱିତୀୟ ଥର ପାଇଁ ଆଜି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ବାରିପଦା ପୁଲିସ ପଡ଼ିଆରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି । ବାରିପଦା ପୁଲିସ୍ ପଡ଼ିଆ ହେଲିପ୍ୟାଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହାପରେ  କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ସହିଦ ସ୍ମୃତି ଭବନରେ ଅଖିଳ ଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବକୁ ନିଆଯାଇଛି।

ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ । ବାରିପଦାରେ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ, କୁଲିଆଣାରେ ଏକଲ୍ୟବ ମଡେଲ୍ ସ୍କୁଲର ଉଦଘାଟନ କରିବେ। ବାରିପଦାରେ ମଧ୍ୟାନ୍ନ ଭୋଜନ ପରେ ୨ଟା ୩୫ମିନିଟରେ କୁଳିଅଣା ବ୍ଲକର ଏକଲବ୍ୟ ମଡେଲ ଆବାସିକ ସ୍କୁଲର ଉଦଘାଟନ କରିବେ । ଏହାପରେ ଅପରାହ୍ଣ ୩ଟା ୧୫ ମିନିଟ୍ରେ ରାଇରଙ୍ଗପୁର ଅଭିମୂଖେ ବାହାରିବେ ।  ଆଜି ମହାମହିମ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ରାତ୍ରି ରହଣି କରିବାର କାର୍ୟ୍ୟକ୍ରମ ରହିଛି। ନଭେମ୍ବର ୨୧ରେ ରାଇରଙ୍ଗପୁର ବାସଭବନରୁ ବାହାରି ନିଜ ଶାଶୁଘର ଗ୍ରାମ ପାହାଡପୁରରେ ୮:୧୫ରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଭାବ ବିନିମୟ କରିବେ। ଏଥିପରେ ଏସଏଲଏସ ସ୍କୁଲ ପରିଦର୍ଶନ ସହ ସ୍ୱାମୀ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷମାଲ୍ୟ ଅର୍ପଣ କରିବେ। ଏଥିପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ସମୟ ଅତିବାହିତ କରି ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ଯୋଗ ଦେବେ। ସେଠାରୁ ବାହାରି ନାବାର୍ଡ ଏଲ୍ ଆଣ୍ଡ ଟି କମ୍ପାନି ପକ୍ଷରୁ ପ୍ରସ୍ତୁତ କୌଶଳ ଦକ୍ଷତା ବିକାଶ ତାଲିମ କେନ୍ଦ୍ରର ଶୁଭ ଉଦଘାଟନ କରିବେ। ସେଠାରୁ ବାହାରି ୯:୩୫ରେ ବାଦାମପାହାଡ ରେଳ ଷ୍ଟେସନରେ ପହଞ୍ଚି ନୂତନ ଭାବେ ଟାଟାନଗର- ବାଦାମପାହାଡ ମେମୁ ଟ୍ରେନ, ବାଦାମପାହାଡ- ରାଉରକେଲା ଏକ୍ସପ୍ରେସ ଓ ସାଲିମାର- ବାଦାମପାହାଡ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ଏହା ସହିତ ବାଦାମପାହାଡ ଅମୄତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ। ପରେ ରାଇରଙ୍ଗପୁର ଡାକ ଡିଭିଜନର ଉଦଘାଟନ କରିବା ସହ ବିଭିନ୍ନ କାର୍ୟ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡି ହେବାର କାର୍ୟ୍ୟକ୍ରମ ରହିଛି। ଏହା ପରେ ବାଦାମପାହାଡରୁ ରାଇରଙ୍ଗପୁର ରେଳ ଷ୍ଟେସନକୁ ଟ୍ରେନ ଯୋଗେ ଯାତ୍ରା କରି ପହଞ୍ଚି ଦାଣ୍ଡବୋଷ ହେଲିପ୍ୟାଡରୁ ସମ୍ବଲପୁର ଅଭିମୁଖେ ଯାତ୍ରା କରିବେ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14304
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13749
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13814
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14646
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13530
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13827
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14788
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15476
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13910
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14788
    Oct 16, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13814
    Oct 16, 2026
  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13530
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17186
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17879
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18250
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14788
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14624
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14730
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15732
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14406
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14304
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13980
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15476
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13910
    Oct 16, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14646
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In