Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁଟ୍‌କେସ୍‌ ଭିତରୁ ଜଣେ ମହିଳାଙ୍କ ଶବ ଉଦ୍ଧାର

ସୁଟ୍‌କେସ୍‌ ଭିତରୁ ଜଣେ ମହିଳାଙ୍କ ଶବ ଉଦ୍ଧାର

2023-11-20 10:47:26
15107
Share:
Facebook
Twitter
E-Mail
WhatsApp
Telegram
ସୁଟ୍‌କେସ୍‌ ଭିତରୁ ଜଣେ ମହିଳାଙ୍କ ଶବ ଉଦ୍ଧାର

ମୁମ୍ବାଇ: କେନ୍ଦ୍ରୀୟ ମୁମ୍ବାଇର କୁର୍ଲା ଅଞ୍ଚଳର ରାସ୍ତା ଉପରେ ପଡ଼ିଥିବା ଗୋଟାଏ ସୁଟ୍‌କେସ୍‌ ଭିତରୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଥିବା କଥା ରବିବାର ଦିନ ପୁଲିସ କହିଛି।

ମୁମ୍ବାଇ ପୁଲିସର ଜଣେ ଅଧିକାରୀ କହିଛନ୍ତି, ମେଟ୍ରୋ ପ୍ରକଳ୍ପ ଚାଲିଥିବା ଶାନ୍ତିନଗର ଅନ୍ତର୍ଗତ ସି. ଏସ୍‌. ଟି. ରୋଡ୍‌ରେ ସୁଟ୍‌କେସ୍‌ଟି ପରତ୍ୟକ୍ତ ଅବସ୍ଥାରେ ପଡ଼ିଛି ବୋଲି ଅପରାହ୍ଣ ପ୍ରାୟ ୧୨.୩୦ରେ ସୂଚନା ପାଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସେଥିରୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରିଛି।ବ୍ୟବଚ୍ଛେଦ ନିମନ୍ତେ ସେ ମହିଳାଙ୍କ ଶବକୁ ଏକ ‘ସିଭିକ୍‌ ହସ୍ପିଟାଲ୍‌’କୁ ପଠାଯାଇଛି। କିନ୍ତୁ, ଏ ପର୍ୟ୍ୟନ୍ତ ସେ ମହିଳାଙ୍କ ପରିଚୟ ମିଳିନାହିଁ ବୋଲି ସେ କହିଛନ୍ତି।

 ଶବକୁ ଦେଖ‌ିଲେ ଜଣାପଡୁଛି ମୃତା ମହିଳାଙ୍କ ବୟସ ୨୫ରୁ ୩୫ ବର୍ଷ ମଧ୍ୟରେ ହେବ। ସେ ଟି-ସାର୍ଟ ଓ ଟ୍ରାକ୍‌ ପ୍ୟାଣ୍ଟ୍‌ ପିନ୍ଧିଛନ୍ତି।ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି ଯେ, ସେ ମହିଳାଙ୍କ ଶବରେ କୌଣସି କ୍ଷତ ଚିହ୍ନ ନାହିଁ। ବୋଧହୁଏ ଶ୍ବାସରୁଦ୍ଧ କରି ତାଙ୍କୁ ହତ୍ୟା କରାଯାଇଛି। ତାଙ୍କର ପରିଚୟ ମିଳିଲେ ହତ୍ୟାକାଣ୍ଡର ରହସ୍ୟ ଜଣାପଡ଼ିବ।ମାମଲା ରୁଜୁ କରି ମହିଳାଙ୍କୁ ମାରିଥିବା ଆତତାୟୀମାନଙ୍କର ସନ୍ଧାନ କରାଯାଉଛି। ସେଥିପାଇଁ ସେ ଅଞ୍ଚଳରେ ଲାଗିଥିବା ‘ସିସିଟିଭି’ଗୁଡ଼ିକୁ ବି ଯାଞ୍ଚ କରାଯାଉଛି ବୋଲି ପୁଲିସ କହିଛି।

Powered by Froala Editor

Tags deadbody

Related articles Odisha News Lens 4.1

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14007
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14123
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14842
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15409
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14042
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14733
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13645
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13819
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14073
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15409
    Oct 17, 2026
  • ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13819
    Oct 17, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14042
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15109
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14665
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14768
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15770
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14443
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14593
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13985
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14123
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15409
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14842
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In