Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

  • ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ...

  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ...

  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ...

  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ...

Home ›› ››ଟନେଲ ଭୁଶୁଡିବା ଘଟଣା: ମନରେ ରହିଛି ଭୟ ଓ ଆଶଙ୍କା

ଟନେଲ ଭୁଶୁଡିବା ଘଟଣା: ମନରେ ରହିଛି ଭୟ ଓ ଆଶଙ୍କା

2023-11-20 10:57:27
15472
Share:
Facebook
Twitter
E-Mail
WhatsApp
Telegram
ଟନେଲ ଭୁଶୁଡିବା ଘଟଣା: ମନରେ ରହିଛି ଭୟ ଓ ଆଶଙ୍କା

ନୂଆଦିଲ୍ଲୀ:  ଦିନ ଗଡୁଛି ଟେନସନ ବଢୁଛି । ମନରେ ଭୟ ଓ ଆଶଙ୍କା ରହିଛି । ଉତ୍ତରାଖଣ୍ଡ ଉତ୍ତରକାଶୀ ୟମୁନୋତ୍ରୀରେ ନିର୍ମାଣଧୀନ ଟନେଲ ଭୁଶୁଡିବା ଘଟଣା ଆଜକୁ ୯ ଦିନ ପୂରଣ ହୋଇଛି । ୯ ଦିନ ପରେ ବି ଅନିଶ୍ଚିନ୍ତତା ଜାରି ରହିଛି । ଟନେଲ ତଳ ଚାପି ହୋଇ ରହିଥିବା ୪୧ ଶ୍ରମିକଙ୍କୁ ଉଦ୍ଧାର କରାଯିବା ନେଇ ଏବେ ବି କୌଣସି ସଫଳତା ମିଳିପାରି ନାହିଁ । ୯ ଦିନ ହେବ ଟନେଲ ତଳେ ସଂଘର୍ଷ କରୁଛନ୍ତି ୪୧ ଶ୍ରମିକ । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ୟ୍ୟ ଚାଲିଛି । ଗୋଟିଏ ଗୋଟିଏ ସେକେଣ୍ଡ ଗୁରୁତ୍ବପୂର୍ଣ୍ଣ ହୋଇଛି । ଉଦ୍ଧାରକାର୍ୟ୍ୟ ଆହୁରି ଦୁଇଦିନ ଚାଲିବ ବୋଲି ଉଦ୍ଧାରକାରୀ ଦଳ ପକ୍ଷରୁ ସୂଚନା ମିଳିଛି । ସେପଟେ ଉଦ୍ଧାରାକାର୍ୟ୍ୟ କେତେ ବାଟ ଗଲା ସେ ନେଇ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଇଣ୍ଟରନ୍ୟାସନାଲ ଟନେଲିଂ ଏକ୍ସପର୍ଟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଛନ୍ତି ।
ଦୁଇଟି ହେଭି ମେସିନରେ ଖନନ କରାଯାଇ ଭିତରକୁ ପାଇପ ସହ ବିକଳ୍ପ ଉପାୟରେ ପାହାଡ ଉପରୁ ଖୋଳା ଆରମ୍ଭ ହୋଇଥିଲା । ମାତ୍ର କୌଣସି ସଫଳତା ମିଳିନଥିଲା । ଟନେଲ ଦ୍ବାରଠୁ ଶ୍ରମିକମାନେ ୫୦ ମିନଟର ଦୂରରେ ରହିଛନ୍ତି । ଏବେ ଭୂଲମ୍ବ (ଭର୍ଟିକାଲ) ଲାଇନରେ ଖୋଳା ଆରମ୍ଭ ହେବ । ଉଦ୍ଧାରକାର୍ୟ୍ୟ ଆହୁରି ୨ ଦିନ ଲାଗିବ ବୋଲି ସୂଚନା ମିଳିଛି ।
ଇଣ୍ଟରନ୍ୟାସନାଲ ଟନେଲିଂ ଏକ୍ସପର୍ଟ ଅର୍ଡନୋଲ୍ଡ ଡିକ୍ସ କହିଛନ୍ତି, '' ସେମାନଙ୍କୁ ବାହାର କରିବାକୁ କାର୍ୟ୍ୟ ଜାରି ରହିଛି । ଏହା ଏକ ବଡ଼ କାର୍ୟ୍ୟ । ଆମ ଟିମ୍ ଏଠାରେ ରହିଛନ୍ତି । ଶ୍ରୀଘ୍ର ସମାଧାନ ବାଟ ବାହାରିବ । କେବଳ ଉଦ୍ଧାର ନୁହେଁ ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଅଧିକ ଗୁରୁତ୍ବୁପୂର୍ଣ୍ଣ । ସମଗ୍ର ବିଶ୍ବ ସାହାଯ୍ୟ କରୁଛି । ଯୋଜନାବଦ୍ଧ ଭାବେ କାର୍ୟ୍ୟ ଚାଲିଛି । ଶ୍ରମିକଙ୍କୁ ଔଷଧ ଓ ଖାଦ୍ୟ ଉପଲବ୍ଧ କରାଯାଉଛି ।''

Powered by Froala Editor

Tags Tunnel tragedy

Related articles Odisha News Lens 4.1

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14699
    Feb 05, 2026
  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ
    ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14606
    Feb 03, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13845
    Feb 05, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15648
    Feb 04, 2026
  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ
    ଦେଶ-ଦେଶାନ୍ତର

    ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ

    13838
    Feb 04, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14886
    Feb 04, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13585
    Feb 05, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15720
    Feb 04, 2026
  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା
    ଦେଶ-ଦେଶାନ୍ତର

    ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା

    15370
    Feb 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15648
    Feb 04, 2026
  • ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13585
    Feb 05, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14699
    Feb 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15648
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14173
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14389
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14536
    Jan 29, 2026
  • ଅଧିକ ପିଆଜ ଖାଆନ୍ତୁ ନାହିଁ ଏହି ରୋଗୀ

    16118
    Jan 28, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16054
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15742
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15496
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ

    13838
    Feb 04, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14699
    Feb 05, 2026
  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14606
    Feb 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In