Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋଦିଙ୍କ ବଡଘୋଷଣା : ଦୀପାବଳି ପର୍ଯ୍ୟନ୍ତ ମିଳିବ ମାଗଣା ରାସନ

ମୋଦିଙ୍କ ବଡଘୋଷଣା : ଦୀପାବଳି ପର୍ଯ୍ୟନ୍ତ ମିଳିବ ମାଗଣା ରାସନ

2021-06-07 12:54:23
14463
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କ ବଡଘୋଷଣା : ଦୀପାବଳି ପର୍ଯ୍ୟନ୍ତ ମିଳିବ ମାଗଣା ରାସନ

ନୂଆଦିଲ୍ଲୀ : କରୋନା ସଂକ୍ରମଣ ପାଇଁ କେନ୍ଦ୍ର ସରକାର ସ୍ୱତନ୍ତ୍ର ଭାବେ ମାଗଣା ରାସନ ପ୍ରଦାନ କରୁଥିଲେ  । ଏହି ଯୋଜନା ଆଗାମୀ ନଭେମ୍ବର ମାସ ପର୍ଯ୍ୟନ୍ତ ବି ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି  । ୧୮ ବର୍ଷରୁ ଉଦ୍ଧ୍ୱର୍ ନାଗରିକଙ୍କୁ କେନ୍ଦ୍ର ସରକାର ମାଗଣାରେ ଟିକା ପ୍ରଦାନ କରିବେ  । ଫଳରେ ରାଜ୍ୟଗୁଡ଼ିକୁ ଟିକାପାଇଁ କିଛି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ  । ଦେଶ ଉଦେ୍ଧଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦବୋଧନ ଦେଇ ଏହା କହିଛନ୍ତି  । କରୋନା ସଂକ୍ରମଣ ଓ ଏହାର ମୁକାବିଲା ଦିଗରେ ସରକାର କି ପଦକ୍ଷେପ ଗ୍ରହଣ କରିଛନ୍ତି ସେନେଇ ମୋଦି ଆଲୋକପାତ କରିଛନ୍ତି  ।

ସେ କହିଲେଯେ, କରୋନା ମୁକାବିଲା ପାଇଁ ଯୁଦ୍ଧକାଳୀନ ଭାବେ ପ୍ରସ୍ତୁତି ଜାରିରହିଛି  । ପୂର୍ବରୁ ଭାରତକୁ ବିଦେଶରୁ ଟିକା ଆଣିବା ପାଇଁ ଦଶନ୍ଧି ଦଶନ୍ଧି ଲାଗୁଥିଲା  । କିନ୍ତୁ ଏବେ ଆମେ ଟିକା ଉପôାଦନ କରିପାରିଛୁ  । ବିଦେଶରୁ ବି ଟିକା ଆଣିପାରିଛୁ  । ଭାରତରେ ୨୦୧୪ରେ ଟୀକାକରଣ ୬୦% ପାଖାପାଖି ଥିଲା  । କିନ୍ତୁ ଏବେ ଟିକାକରଣ ବ୍ୟାପକ କରାଯାଉଛି  । ମିଶନ ଇନ୍ଦ୍ରଧନୁଷ ଜରିଆରେ ଯୁଦ୍ଧକାଳୀନ ଭିତିରେ ଟୀକାକରଣ କରାଯାଉଛି  । ଗରିବଙ୍କୁ ଟିକା ଦେବା ଆମର ପ୍ରାଥମିକତା  । ଶତ ପ୍ରତିଶତ ଟିକାଦାନ ପ୍ରକ୍ରିୟା ଜାରି ରହିଥିବାବେଳେ କରୋନା ସଂକ୍ରମଣ ବାଧକ ସୃଷ୍ଟି କରିଛି  । ଦେଶରେ ୨୩ କୋଟି କରୋନା ଟିକା ଦିଆସରିଛି  ।  ଆତ୍ମନିର୍ଭର ଭାରତ ଓ ମିଶନ କୋଭିଡ଼ ସୁରକ୍ଷା ମାଧ୍ୟମରେ ଲୋକମାନଙ୍କୁ ହଜାର ହଜାର କୋଟିର ସହାୟତା ପ୍ରଦାନ କରାଯାଇଛି  । ନାକରେ ଦିଆଯିବା ଭଳି ଟିକାର ବି ବିକାଶ କରାଯାଉଛି  । କମ ସମୟ ମଧ୍ୟରେ ଟିକା ଉପôାଦନ ଏକ ବଡ଼ ଉପଲବ୍ଧô ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି  ।

ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ କରୋନାର ମୁକାବିଲା କରୁଛନ୍ତି  । ମାଗଣା ଟିକା ଦେବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି  । ଅନେକ ରାଜ୍ୟ ସରକାର ଟିକାକରଣ ନିଜ ହାତକୁ ନେବା ନିମନ୍ତେ ପ୍ରସ୍ତାବ ଦେଇଥିଲେ  । ଏମିତିକି ବୟସ ବର୍ଗକୁ ନେଇ ବି ପ୍ରଶ୍ନ ଉଠିଥିଲା । ଦେଶର କେତେକ ଗଣମାଧ୍ୟମ ଏନେଇ କ୍ୟାମ୍ପେନ ବି କରିବାକୁ ପଛାଇନଥିଲେ  । ଯଦି ରାଜ୍ୟ ସରକାର ନିଜେ ପଦକ୍ଷେପ ନେଇପାରିବେ ତେବେ କେନ୍ଦ୍ର ସରକାର ଏତେ ଚିନ୍ତା କାହିଁକି କରିବେ  । ଯେଉଁଥିପାଇଁ ରାଜ୍ୟକୁ ୨୫% ଟିକା ପାଇଁ ଅନୁମତି ଦିଆଯାଇଥିଲା  । କିନ୍ତୁ ଏଥିପାଇଁ କେତେ କଷ୍ଟ କରିବାକୁ ପଡେ଼ ଏବେ ସମସ୍ତେ ଜାଣିପାରିଛନ୍ତି  । ଯେଉଁଥିପାଇଁ କେତେକ ରାଜ୍ୟ ସରକାର ଟିକାଦାନ ପ୍ରକ୍ରିୟା ପୂର୍ବଭଳି କେନ୍ଦ୍ରକୁ ଦେବା ପାଇଁ ପ୍ରସ୍ତାବ ଦେଇଛନ୍ତି  । 

Powered by Froala Editor

Tags Narendra modi

Related articles Odisha News Lens 4.1

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13843
    Oct 17, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13671
    Oct 16, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13871
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13434
    Oct 17, 2026
  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ
    ଦେଶ-ଦେଶାନ୍ତର

    ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

    13412
    Oct 17, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14963
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13887
    Oct 16, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13802
    Oct 17, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14040
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13953
    Oct 16, 2026
  • ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13871
    Oct 17, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13843
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14928
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14641
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14746
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15748
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14422
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14429
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13887
    Oct 16, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13802
    Oct 17, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13953
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In