Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ...

  • ପାକିସ୍ତାନର ଗୁଳିବର୍ଷାରେ ପ୍ରାଣ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ: ଡାକ୍ତର-ଶିକ୍ଷକ-କନଷ୍ଟେବଳ ନିଲମ୍ବିତ

ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ: ଡାକ୍ତର-ଶିକ୍ଷକ-କନଷ୍ଟେବଳ ନିଲମ୍ବିତ

2023-11-22 11:15:42
15986
Share:
Facebook
Twitter
E-Mail
WhatsApp
Telegram
ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ: ଡାକ୍ତର-ଶିକ୍ଷକ-କନଷ୍ଟେବଳ ନିଲମ୍ବିତ

ଶ୍ରୀନଗର : ଆତଙ୍କବାଦୀ କାର୍ୟ୍ୟକଳାପ ବିରୋଧରେ କଡା ପଦକ୍ଷେପ ଲାଗୁ କରିବାକୁ ଜମ୍ମୁ-କଶ୍ମୀର ସରକାର ପ୍ରମୁଖ ପଦକ୍ଷେପ ନେଇଛନ୍ତି। ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ହୋଇଛି। ଜଣେ ଡାକ୍ତର, ଶିକ୍ଷକ ଏବଂ କନଷ୍ଟେବଳଙ୍କ ସମେତ ୪ ଜଣ ଆତଙ୍କବାଦୀ କାର୍ୟ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ଚାରିଜଣଙ୍କୁ ନିଲମ୍ବିତ କରାଯାଇଛି।

ସୂଚନାନୁସାରେ, ଆତଙ୍କବାଦୀ କାର୍ୟ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗରେ ଡାକ୍ତର, ପୋଲିସ କନଷ୍ଟେବଳ, ଜଣେ ଶିକ୍ଷକ ଏବଂ ଲାବୋରେଟୋରୀ ଦାୟିତ୍ୱରେ ଥିବା ଉଚ୍ଚଶିକ୍ଷା ବିଭାଗର ଜଣେ କର୍ମଚାରୀଙ୍କ ସମେତ ଚାରିଜଣଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ଏବଂ ଅନୁସନ୍ଧାନକାରୀ ସଂସ୍ଥା ଏହି ଘଟଣାର ତଦନ୍ତ କରୁଛନ୍ତି।

ଜମ୍ମୁ-କଶ୍ମୀର ସରକାର ଭାରତର ସମ୍ବିଧାନର ଧାରା ୩୧୧ର ଧାରା (୨) ର ଉପ-ଧାରା (ଗ) ଅନୁଯାୟୀ ଚାରିଜଣ ସରକାରୀ କର୍ମଚାରୀଙ୍କୁ ସେବାରୁ ନିଲମ୍ବିତ କରିଛନ୍ତି।

Powered by Froala Editor

Tags suspended

Related articles Odisha News Lens 4.1

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15567
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13606
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13668
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14359
    May 31, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14138
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14959
    May 31, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ
    ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15471
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13586
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13423
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14138
    May 31, 2025
  • ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13606
    May 31, 2025
  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13423
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16925
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13423
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15567
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15912
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14525
    May 29, 2025
  • ରୁଦ୍ରାକ୍ଷ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ...

    14587
    May 28, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16295
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14008
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14803
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13423
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14359
    May 31, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15471
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In