Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

Home ›› ››ଗୁଜୁରାଟ ବିଶୋଧନାଗାରର ସଂପ୍ରସାରଣ ପାଇଁ ୨୪ ହଜାର କୋଟି ପୁଞ୍ଜିନିବେଶ କରିବ ଇଣ୍ଡିଆନ ଅଏଲ - ଧର୍ମେନ୍ଦ୍ର ପ୍ରଧାନ

ଗୁଜୁରାଟ ବିଶୋଧନାଗାରର ସଂପ୍ରସାରଣ ପାଇଁ ୨୪ ହଜାର କୋଟି ପୁଞ୍ଜିନିବେଶ କରିବ ଇଣ୍ଡିଆନ ଅଏଲ - ଧର୍ମେନ୍ଦ୍ର ପ୍ରଧାନ

2021-06-08 04:40:17
14235
Share:
Facebook
Twitter
E-Mail
WhatsApp
Telegram
ଗୁଜୁରାଟ ବିଶୋଧନାଗାରର ସଂପ୍ରସାରଣ ପାଇଁ ୨୪ ହଜାର କୋଟି ପୁଞ୍ଜିନିବେଶ କରିବ ଇଣ୍ଡିଆନ ଅଏଲ - ଧର୍ମେନ୍ଦ୍ର ପ୍ରଧାନ

 କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଉପସ୍ଥିତିରେ ବୁଝାମଣା ପତ୍ର ସ୍ୱାକ୍ଷରିତ

 ଗୁଜୁରାଟରେ ଭାରତର ପ୍ରଥମ ହାଇଡ୍ରୋଜେନ୍ ବିତରଣ ଷ୍ଟେସନର ପ୍ରତିଷ୍ଠା ହେବ

 ଏହି ଏମଓୟୁ ଗୁଜୁରାଟ ପାଇଁ ସମୃଦ୍ଧିର ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କରିବ


ଗୁଜୁରାଟ/ଭୁବନେଶ୍ୱର  – ଗୁଜୁରାଟ ଠାରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଉପସ୍ଥିତିରେ ଇଣ୍ଡିଆନ ଅଏଲ ଏବଂ ଗୁଜୁରାଟ ସରକାରଙ୍କ ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । ଏହି ଏମଓୟୁ ଅଧୀନରେ ଇଣ୍ଡିଆନ ଅଏଲର ଗୁଜୁରାଟ ବିଶୋଧନାଗାର ରାଜ୍ୟରେ ତୈଳ, ଗ୍ୟାସ ଭିତିଭୂମିକୁ ମଜବୁତ୍ କରିବା ସମେତ ଗୁଜୁରାଟର ବିକାଶ ପାଇଁ ୨୪ ହଜାର କୋଟି ଟଙ୍କା ପୁଞ୍ଜିନିବେଶ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।


ଏହି ପୁଞ୍ଜିନିବେଶ ହେବା ଦ୍ୱାରା ଗୁଜୁରାଟ ବିଶୋଧନାଗାର ସଂମ୍ପ୍ରସାରଣ ହେବା ସହ ଗୁରୁତ୍ୱପୂର୍ଣ୍ଣ ପେଟ୍ରୋଲିୟମ ଉତ୍ପାଦର ଉପଲବ୍ଧତା ବଢ଼ିବ । ଗୁଜୁରାଟକୁ ପେଟ୍ରୋଲିୟମ ଏବଂ ଡ଼ାଉନଷ୍ଟ୍ର ିମ ଶିଳ୍ପର ପେଣ୍ଠସ୍ଥଳି କରିବା ପାଇଁ ଇଣ୍ଡିଆନ ଅଏଲର କାର୍ଯ୍ୟକୁ ଗତି ପ୍ରଦାନ କରିବ । ଏମଓୟୁ ଅନୁସାରେ ଇଣ୍ଡିଆନ ଅଏଲ ଦ୍ୱାରା ଗୁଜୁରାଟରେ ଭାରତର ପ୍ରଥମ ହାଇଡ୍ରୋଜେନ୍ ବିତରଣ ଷ୍ଟେସନର ପ୍ରତିଷ୍ଠା ହେବ । ପ୍ରବାସୀ ଶ୍ରମିକଙ୍କ ପାଇଁ ସୁଲଭ ଗୃହ ନିର୍ମାଣ କମ୍ପେ୍ଲକ୍ସ ସହ ଉଦୀୟମାନ ଇନ୍ଧନର ବିକାଶ କରାଯିବ ।


ଏହି ଏମଓୟୁ ଗୁଜୁରାଟ ପାଇଁ ସମୃଦ୍ଧିର ଏକ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କରିବ । ଇନ୍ଧନର ସ୍ଥାୟୀ ବିକାଶ ଓ ଉର୍ଜା ସୁରକ୍ଷାକୁ ବୁଷ୍ଟ୍ ଦେବା ସହିତ ବୃହତ ଆକାରର ନିଯୁକ୍ତି ସୃଷ୍ଟି କରିବ । ଏହା ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଆତ୍ମନିର୍ଭର ଭାରତ ପଦକ୍ଷେପରେ ଆଗେଇବା ପାଇଁ ଗୁଜୁରାଟକୁ ସହାୟକ ହେବ । ସୂଚନାଯୋଗ୍ୟ, ଭାରତର ଗ୍ୟାସ ରାଜଧାନୀ ଗୁଜୁରାଟ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ସହ ଆଜି ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଗୁଜୁରାଟରେ ତୈଳ ଏବଂ ଗ୍ୟାସ ଭିତିଭୂମିକୁ ଅଧିକ ସୁଦୃଢ଼ କରିବା ସହ ପେଟ୍ରୋଲିୟମ, ପେଟ୍ରୋକେମିକାଲ ଏବଂ ପ୍ରାକୃତିକ ଗ୍ୟାସ କ୍ଷେତ୍ରେର ଗୁଜୁରାଟକୁ ଦେଶର ପେଣ୍ଠସ୍ଥଳି କରିବା ଉପରେ ବିଚାର ବିମର୍ଷ ହୋଇଥିଲା ।


Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14166
    Mar 31, 2026
  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ
    ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15018
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13996
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    13995
    Apr 01, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14119
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15523
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14139
    Mar 31, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14622
    Mar 31, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14122
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14166
    Mar 31, 2026
  • ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14139
    Mar 31, 2026
  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15482
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16278
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    13995
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15482
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15168
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16119
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15389
    Mar 27, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15033
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15523
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    13995
    Apr 01, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14166
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In