Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ବିଶେଷ
Home ›› ବିଶେଷ ››ଚୋପା ସହ ଖାଆନ୍ତୁ ଏହି ଫଳ

ଚୋପା ସହ ଖାଆନ୍ତୁ ଏହି ଫଳ

2023-11-24 05:16:00
14451
Share:
Facebook
Twitter
E-Mail
WhatsApp
Telegram
ଚୋପା ସହ ଖାଆନ୍ତୁ ଏହି ଫଳ

ଉତ୍ତମ ସ୍ୱାସ୍ଥ୍ୟ ପାଇଁ ନିୟମିତ ଫଳ ସେବନ କରିବା ନିତାନ୍ତ ଆବଶ୍ୟକ। ଫଳରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଯାହା ସ୍ୱାସ୍ଥ୍ୟର ଅନେକ ଉପକାର କରିଥାଏ। ଫଳରେ ଅଧିକ ମାତ୍ରାରେ ଫାଇବର ରହିଛି, ଯାହା ଫଳ ଚୋପାରୁ ହିଁ ମିଳିଥାଏ। ମାତ୍ର ଅନେକଙ୍କୁ ଫଳର ଚୋପା କାଢି ଏହାକୁ ଖାଇବାର ଅଭ୍ୟାସ ରହିଛି। ଏପରି କି ସେଓର ଚୋପା କାଢି ମଧ୍ୟ ଅନେକ ଖାଇ ଥାଆନ୍ତି। ଜାଣନ୍ତୁ ଏଭଳି କେତେକ ଫଳ ବିଷୟରେ ଯାହାକୁ ଚୋପା ସହ ଖାଇବା ଉଚିତ।
ସେଓର ଚୋପା କାଢି କଦାପି ଖାଆନ୍ତୁ ନାହିଁ। ସେଓକୁ ଏହାର ଚୋପା ସହ ଖାଇବା ଦ୍ୱାରା ୩୩୨ ପ୍ରତିଶତ ଅଧିକ ଭିଟାମିନ କେ,୧୪୨ ପ୍ରତିଶତ ଅଧିକ ଭିଟାମିନ୍‌‌ ଏ ଓ ୧୧୫ ପ୍ରତିଶତ ଅଧିକ ଭିଟାମିନ ସି ଓ ୨୦ ପ୍ରତିଶତରୁ ଅଧିକ କ୍ୟାଲସିୟମ ମିଳିଥାଏ।

ପିଜୁଳି – ପିଜୁଳିର ଚୋପା କାଢି ମଧ୍ୟ ଖାଇବା ଉଚିତ ନୁହେଁ। ପିଜୁଳି ଚୋପାରେ ୩୧ ପ୍ରତିଶତରୁ ଅଧିକ ଫାଇବର ରହିଥାଏ। ଏହାସହ ପିଜୁଳି ଚୋପାରେ ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ରହିଛି।

ନାସପାତି – ନାସପାତି ମଧ୍ୟ ଖୁବ ସ୍ୱାଦିଷ୍ଟ ଫଳ। ଏହାକୁ ମଧ୍ୟ ଚୋପା ସହ ଖାଆନ୍ତୁ। ଏହାର ଚୋପାରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଯାହା ଚକ୍ଷୁ ପାଇଁ ଖୁବ ଉପକାରୀ।
ଆମ୍ବକୁ ଫଳର ରାଜା କୁହାଯାଏ। ସାଧାରଣତଃ ଅଧିକାଂଶ ଆମ୍ବରୁ ଚୋପା କାଢି ଏହାର ସେବନ କରିଥାଆନ୍ତି। ମାତ୍ର ଆମ୍ବର ଚୋପା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ଏହା ଅତିରିକ୍ତ ଚର୍ବିକୁ ନଷ୍ଟ କରିଥାଏ। ଏହା କର୍କଟ ସହ ଲଢିବାରେ ମଧ୍ୟ ସହାୟକ ହୋଇଥାଏ।

Powered by Froala Editor

Tags Fruits

Related articles Odisha News Lens 4.1

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15138
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14693
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15234
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15662
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13899
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14574
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15543
    Oct 08, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15455
    Oct 10, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13943
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14693
    Oct 08, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13991
    Oct 09, 2026
  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15234
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14455
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14560
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15569
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14241
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15979
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15543
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14830
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15543
    Oct 08, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15455
    Oct 10, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15138
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In