Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୂଆଦିଲ୍ଲୀରେ ଦୂତାବାସ ବନ୍ଦ କଲା ଆଫଗାନିସ୍ତାନ

ନୂଆଦିଲ୍ଲୀରେ ଦୂତାବାସ ବନ୍ଦ କଲା ଆଫଗାନିସ୍ତାନ

2023-11-24 12:56:07
15230
Share:
Facebook
Twitter
E-Mail
WhatsApp
Telegram
ନୂଆଦିଲ୍ଲୀରେ ଦୂତାବାସ ବନ୍ଦ କଲା ଆଫଗାନିସ୍ତାନ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ସ୍ଥାୟୀ ଭାବେ ଦୂତାବାସ ବନ୍ଦ କଲା ଆଫଗାନିସ୍ତାନ । ଏନେଇ ଶୁକ୍ରବାର ଦିନ ପ୍ରେସ ବିବୃତ୍ତି ଜାରି କରି ଘୋଷଣା କରିଛି ଆଫଗାନିସ୍ତାନ ଦୂତାବାସ । ନୂଆଦିଲ୍ଲୀରେ କୁଟନୈତିକ ମିଶନ ବନ୍ଦ କରିବା ନେଇ ଆଫଗାନିସ୍ତାନ ପକ୍ଷରୁ ଆନୁଷ୍ଠାନିକ ବୟାନ ଜାରି କରାଯାଇଛି । ଏଥିସହ ଦୂତାବାସ ପକ୍ଷରୁ କୁହାଯାଇଛି ଯେ, ୨୩ ନଭେମ୍ବରରୁ ଏହି ନିଷ୍ପତି କାର୍ୟ୍ୟକାରୀ କରାଯାଇଛି ।

ଭାରତ ସରକାରଙ୍କ ପକ୍ଷରୁ କ୍ରମାଗତ ଭାବେ ଆସୁଥିବା ଚାଲେଞ୍ଜ ଯୋଗୁଁ ଏହି ନିଷ୍ପତି ନିଆଯାଇଛି । ଏହି ନିଷ୍ପତି ୩୦ ସେପ୍ଟେମ୍ବରରେ ଭାରତରେ ଦୂତାବାସର ସମସ୍ତ ଅପରେସନ ବନ୍ଦ କରିବା ପରେ ନିଆଯାଇଛି । ତେବେ ଏହି ନିଷ୍ପତି ଦ୍ବାରା ଭାରତ ସରକାରଙ୍କ ଆଭିମୁଖ୍ୟରେ ପରିବର୍ତ୍ତନ ଆସିବ ବୋଲି ଆଶା କରାଯାଉଛି ବୋଲି କହିଛି ଆଫଗାନିସ୍ତାନ ।
ଆଫଗାନି ପକ୍ଷରୁ ଆଉ ମଧ୍ୟ କୁହାଯାଇଛି ଯେ, ଏହି ପଦକ୍ଷେପ ପରେ କିଛି ଲୋକ ଏହାକୁ ଆନ୍ତରିକ ସଂଘର୍ଷ ଭାବରେ ଚିତ୍ରଣ କରିବାକୁ ପ୍ରୟାସ କରିପାରନ୍ତି । ଯେଉଁଥିରେ କୁହାଯାଇପାରେ ଯେ, ରାଜନୈତିକମାନେ ତାଲିବାନ ପ୍ରତି ନିଷ୍ଠାରେ ପରିବର୍ତ୍ତନ କରୁଛନ୍ତି । କିନ୍ତୁ ଏହି ନିଷ୍ପତି ନୀତି ଓ ହିତରେ ବ୍ୟାପକ ପରିବର୍ତ୍ତନ ଦୃଷ୍ଟିରୁ ନିଆଯାଇଛି ।
ଆଫଗାନ ଦୂତାବାସ ପକ୍ଷରୁ ଆଉ ମଧ୍ୟ କୁହାଯାଇଛି ଯେ, ଭାରତରେ କାର୍ୟ୍ୟକାଳ ମଧ୍ୟରେ ଆଫଗାନ ନାଗରିକମାନଙ୍କୁ ସହଯୋଗ ସମର୍ଥନ କରିଥିବାରୁ ଭାରତକୁ ହାର୍ଦ୍ଦିକ କୃତଜ୍ଞତା ଜଣାଯାଉଛି । ସୀମିତ ସମ୍ବଳ ଓ ଶକ୍ତିରେ ଥାଇ ମଧ୍ୟ କାବୁଲରେ ବୈଧ ସରକାରଙ୍କ ଅନୁପସ୍ଥିତିରେ ମଧ୍ୟ ଭାରତରେ ଥିବା ଆଫଗାନ ନାଗରିକମାନଙ୍କୁ ସମର୍ଥନ ଜଣାଇବା ପାଇଁ ଚେଷ୍ଟା କରିଛୁ ।

ଗତ ୨ ବର୍ଷ ୩ ମାସ ମଧ୍ୟରେ ଭାରତରେ ଆଫଗାନି ନାଗରିକଙ୍କ ଆସିବା ସଂଖ୍ୟା କମିବାରେ ଲାଗିଥିଲା । ଆଫଗାନ ଶରଣାର୍ଥୀ, ଛାତ୍ର ଓ ବ୍ୟବସାୟୀମାନେ ଭାରତ ଛାଡ଼ୁଥିବା ଦେଖିବାକୁ ମିଳୁଥିଲା । ତେବେ ସେପ୍ଟେମ୍ବର ୩୦ରେ ମଧ୍ୟ ଏନେଇ ଘୋଷଣା କରିଥିଲା ଆଫଗାନିସ୍ତାନ । ଇସ୍‌ଲାମିକ ରିପବ୍ଲିକ ଅଫ୍‌ ଆଫଗାନିସ୍ତାନର ଅକ୍ଟୋବର ୧ରୁ ଭାରତରେ ନିଜର ସମସ୍ତ କାର୍ୟ୍ୟକଳାପ ବନ୍ଦ କରିଥିଲା । ଭାରତ ସରକାରଙ୍କ ପକ୍ଷରୁ ଯଥେଷ୍ଟ ସହଯୋଗ ନମିଳିବା ଓ ଆଫଗାନିସ୍ତାନର ସ୍ବାର୍ଥ ରକ୍ଷା ଦିଗରେ ବିଫଳ ହେବା କାରଣ ଦର୍ଶାଇ ଦୂତାବାସ ବନ୍ଦ କରିବାକୁ ନିଷ୍ପତି ନେଇଥିଲା ଆଫଗାନିସ୍ତାନ । ଏଥିପାଇଁ ତାଲିବାନି ସରକାରଙ୍କ ମଧ୍ୟ ଦାୟୀ କରିଥିଲା ଦୂତାବାସ । ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ଦୀର୍ଘକାଳିନ ସମ୍ପର୍କ ତଥା ସହଭାଗିତାକୁ ଦୃଷ୍ଟିରେ ରଖି ବହୁ ବିଚାର ବିମର୍ଷ ପରେ ଏହି ପଦକ୍ଷେପ ନିଆଯାଇଛି । ତେବେ ପ୍ରେସ ରିଲିଜରେ କୁହାଯାଇଛି ଯେ, ଅତ୍ୟନ୍ତ ପରିତାପର ସହ ଦିଲ୍ଲୀରେ ସ୍ଥାୟୀ ଭାବେ ଦୂତାବାସ ବନ୍ଦ ନେଇ ଘୋଷଣା କରାଯାଉଛି ।

Powered by Froala Editor

Tags Afghanistan permanently closes embassy in New Delhi

Related articles Odisha News Lens 4.1

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15408
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14178
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13630
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14213
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13822
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15802
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15241
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14365
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14106
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13630
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13960
    Aug 13, 2026
  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14178
    Aug 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14594
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14539
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14376
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15955
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16369
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14102
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14213
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15802
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15241
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In