Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାହା ଧରି କାନ୍ଦୁଥିଲା ୪ ମାସର ଶିଶୁ, ସ୍ତନ୍ୟପାନ କରାଇଲେ ପୁଲିସ ଅଧିକାରୀ

ରାହା ଧରି କାନ୍ଦୁଥିଲା ୪ ମାସର ଶିଶୁ, ସ୍ତନ୍ୟପାନ କରାଇଲେ ପୁଲିସ ଅଧିକାରୀ

2023-11-25 18:58:25
15669
Share:
Facebook
Twitter
E-Mail
WhatsApp
Telegram
ରାହା ଧରି କାନ୍ଦୁଥିଲା ୪ ମାସର ଶିଶୁ, ସ୍ତନ୍ୟପାନ କରାଇଲେ ପୁଲିସ ଅଧିକାରୀ

ପୁଲିସ ବର୍ଦ୍ଦିରେ ଥିଲେ କ’ଣ ହେଲା? ସେ ବି ଜଣେ ମା’ । ୪ ମାସ  ପିଲାର କାନ୍ଦ କେମିତି ସହିବ? । ଜଣେ ମହିଳାଙ୍କ ୪ ମାସର ଛୁଆକୁ ସ୍ତନ୍ୟପାନ କରାଇ ଚର୍ଚ୍ଚାରେ ଅଛନ୍ତି ଜଣେ ପୁଲିସ ଅଧିକାରୀ । ଏହାର ଭିଡିଓ ଭାଇରାଲ ହେବା ପରେ ପୁଲିସ ଅଧିକାରୀଙ୍କୁ ପ୍ରଶଂସାର ସୁଅ ଛୁଟୁଛି ।

ରିପୋର୍ଟ ମୁତାବକ, ଭିଡିଓରେ ଦେଖିବାକୁ ମିଳୁଥିବା ୪ମାସର ଶିଶୁର ବାପା ଜେଲ୍‌ରେ ଥିବା ବେଳେ ମା’ ହସ୍ପିଟାଲରେ ମୃତ୍ୟୁ ସହ ସଂଘର୍ଷ କରୁଛି। ଏହି ପରିବାର ବିହାରର ବାସିନ୍ଦା ହୋଇଥିବା ବେଳେ କିଛି ବର୍ଷ ହେବ ବାପାମା’ ଓ ୪ମାସ ଶିଶୁ ସମେତ ୩ ଭାଇଭଉଣୀ କୋଚିରେ ରହୁଛନ୍ତି।

ମା’ ହସ୍ପିଟାଲ ବିଛଣାରେ ପଡ଼ିଥିବା ବେଳେ ୪ଜଣ ଶିଶୁ ବାହାରେ ଭୋକଉପବାସରେ ପଡ଼ି ରହିଥି‌ଲେ। ଏଥିମଧ୍ୟରୁ ୪ମାସର ଶିଶୁ ମା’ କ୍ଷୀର ପାଇଁ ଆଉଟୁ ପାଉଟୁ ହୋଇ ରାହା ଧରି କାନ୍ଦୁଥିଲା। ଏହି ଘଟଣା ବିଷୟରେ ଖବର ପାଇ ପୁଲିସ୍‌ ଡାକ୍ତରଖାନାରେ ପହଞ୍ଚି ଅସୁସ୍ଥ ମା’ର ସମସ୍ତ ପିଲାଙ୍କୁ ଉଦ୍ଧାର କରି ପୁଲିସ୍‌ ଥାନାକୁ ଆଣିଥିଲା।

ଏଥିମଧ୍ୟରୁ ତିନିଜଣ ଛୁଆଙ୍କୁ ପୁଲିସ୍‌ କିଛି ଖାଇବାକୁ ଦେଇ ରଖିଥିବା ବେଳେ ୪ମାସ ଶିଶୁ ରାହା ଧରି କାନ୍ଦୁଥିଲା। ଜଣେ ପୁଲିସ ଅଧିକାରୀ ମା’ ଛୁଆଟି ପାଖକୁ ଧାଇଁ ଆସିଥିଲେ। କାହାକୁ କିଛି ନକହି ଶିଶୁକୁ କୋଳରେ ଧରି ସ୍ତନ୍ୟପାନ କରାଇଥିଲେ।

ତେବେ ପୁଲିସ ଅଧିକାରୀ ଆର୍ଯ୍ୟଙ୍କର ୯ମାସର ସନ୍ତାନ ଅଛି। କିଛି ସମୟ ପରେ ଶିଶୁ ପୁଲିସ ଅଧିକାରୀଙ୍କ ଠାରୁ  ସ୍ତନ୍ୟପାନ କରି ଶୋଇପଡ଼ିଥିଲା। ଶିଶୁ ଶୋଇ ପଡ଼ିବା ପରେ ୪ଜଣ ପିଲାଙ୍କ ଅଧିକ ଯତ୍ନ ନିମନ୍ତେ ଚାଇଲ୍ଡ କେୟାର ସେଣ୍ଟରକୁ ପଠାଇ ଦିଆଯାଇଥିଲା।

ପୁଲିସ ଅଧିକାରୀଙ୍କ ଏଭଳି ମହାନତା ପାଇଁ ତାଙ୍କୁ ପ୍ରଶଂସା କରାଯାଉଛି । ଶିଶୁଟିକୁ ଚାହିଁଥିଲେ ସେ ବୋତଲରେ ବି କ୍ଷୀର ଦେଇପାରିଥାନ୍ତେ । ହେଲେ ଶିଶୁକୁ ଚୁପ କରାଇବା ପାଇଁ ମା’ର ସ୍ନେହ ସହ ସ୍ତନ୍ୟପାନ କରାଇଥିଲେ ।


Powered by Froala Editor

Tags police

Related articles Odisha News Lens 4.1

  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15148
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14356
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13628
    Jul 05, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15092
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14898
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14109
    Jul 05, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13682
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13641
    Jul 05, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15073
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15073
    Jul 06, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15148
    Jul 05, 2026
  • ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14109
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15073
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15092
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15150
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14583
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14347
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15829
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14912
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14109
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14356
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14898
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In