Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

ବିଶେଷ
Home ›› ବିଶେଷ ››ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

2023-11-26 05:12:18
16098
Share:
Facebook
Twitter
E-Mail
WhatsApp
Telegram
ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

ଯଦି ଆପଣ କଦଳୀ ଖାଆନ୍ତି ତେବେ ଆପଣଙ୍କୁ ଜଣା ଥିବ ଏହା ଆମ ସ୍ବାସ୍ଥ୍ୟ ପକ୍ଷେ କେତେ ହିତକାରୀ। ଏହା ଖାଇବା ଦ୍ବାରା ତୁରନ୍ତ ଶକ୍ତି ମିଳିଥାଏ ଏବଂ ଆମ ହଜମ ପ୍ରକ୍ରିୟା ସୁଚାରୁ ରୂପେ ସମ୍ପାଦିତ ହୋଇଥାଏ । ପତଳା ମହିଳାମାନେ କଦଳୀ ଖାଇବା ଦ୍ବାରା ସହଜରେ ନିଜର ଓଜନ ବଢ଼ାଇପାରିବେ। କିନ୍ତୁ ଆପଣ ଯେତେବେଳେ କଦଳୀ ଖାଆନ୍ତି ଏହାର ଚୋପାକୁ ବେକାର ଭାବି ଫୋପାଡ଼ି ଦେଇଥାନ୍ତି। ଆପଣ ଜାଣିଛନ୍ତି କି ଆପଣ ଫୋପାଡ଼ି ଦେଉଥିବା କଦଳୀ ଚୋପା ଆମ ପାଇଁ କେତେ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଏହା ତ୍ବଚାର ସୈାନ୍ଦର୍ୟ୍ୟ ବଢ଼ାଇବାରେ ସାହାଯ୍ୟ କରିଥାଏ।

କଦଳୀ ଚୋପାରେ ଅନେକ ପ୍ରକାରର ଭିଟାମିନ୍ ଥାଏ ଯାହା ଆମ ଶରୀରରେ ଏନଜାଇମ ଏବଂ ପ୍ରୋଟିନକୁ ସକ୍ରିୟ କରିଥାଏ । ଫଳରେ ତ୍ବଚାରେ ଥିବା କୋଲୋଜେନ୍(ଅସ୍ଥି ଏବଂ ତନ୍ତୁରେ ଥିବା ପୁଷ୍ଟିସାର) ଏବଂ ନମନୀୟତା ବଢ଼ିଥାଏ। ଆସନ୍ତୁ ଆଜି ଆମେ କଦଳୀ ଚୋପାର ଫାଇଦା ବିଷୟରେ ଜାଣିବା। ଏହା ବ୍ୟବହାର କରିବା ଦ୍ବାରା ଆପଣଙ୍କ ଚର୍ମ ସମ୍ବନ୍ଧୀୟ କି କି ସମସ୍ୟା ଦୂର ହେବ।

୧.ଚର୍ମକୁଞ୍ଚନକୁ ଦୂର କରିଥାଏ: ଯଦି ଆପଣଙ୍କ ତ୍ବଚା କୁଞ୍ଚିତ ହେବାର ଦେଖାଯାଇଥାଏ ତେବେ କଦଳୀ ଚୋପା ବ୍ୟବହାର କରିବା ଦ୍ବାରା ଏହି ସମସ୍ୟା ଦୂର ହୋଇଥାଏ। ଚର୍ମ କୁଞ୍ଚନ ଦୂର କରିବା ପାଇଁ କଦଳୀ ଚୋପା ଭିତରେ ଥିବା ଅଂଶକୁ ନିଜ ତ୍ବଚାରେ କିଛି ସମୟ ଘଷିବା ପରେ ଗୋଲାପ ଜଳ ଲଗାନ୍ତୁ ଏବଂ ୧୫ମିନିଟ ପରେ ତ୍ବଚାକୁ ଧୋଇ ଦିଅନ୍ତୁ। ଏହା କରିବା ଦ୍ବାରା ତ୍ବଚାରେ କୁଞ୍ଚନ ଦୂର ହୋଇଥାଏ।

୨.ଆଖି ତଳ କଳାଦାଗକୁ ଦୂର କରିଥାଏ: ଯଦି ଆପଣଙ୍କ ଆଖି ତଳେ କଳାଦାଗ ହୋଇଛି ଏବଂ ଆପଣ ଏହାଠାରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି ତେବେ ଆପଣ କଦଳୀ ଚୋପା ବ୍ୟବହାର କରି ପାରିବେ। ଏଥିପାଇଁ ଆପଣଙ୍କୁ କଦଳୀ ଚୋପାରେ ଥିବା ଫାଇବରକୁ ବାହାର କରି ସେଥିରେ ଗୋଟିଏ ଚାମଚ ଘିଁକୁଆରୀ ଜେଲ୍ ମିଶାଇବାକୁ ପଡ଼ିବ। ଏହି ମିଶ୍ରଣକୁ ଆଖି ତଳେ ଲଗାନ୍ତୁ। ୧୦ମିନିଟ୍ ପରେ ଥଣ୍ଡା ପାଣିରେ ଧୋଇଦିଅନ୍ତୁ। ଏହା କରିବା ଦ୍ବାରା ଆପଣଙ୍କ କଳା ଦାଗ ଦୂର ହୋଇଯିବ।

୩.ଗୋରା ତ୍ବଚା ନିମନ୍ତେ: ତ୍ବଚା ଗୋରା ହେବା ପାଇଁ ଆପଣ ବଜାରରୁ କେତେ ପ୍ରକାରର ପ୍ରସାଧନ ସାମଗ୍ରୀ କିଣି ଆଣିଥାନ୍ତି। କିନ୍ତୁ କୈାଣସି ଧରଣର ଫରକ ଦେଖାଯାଇନଥାଏ। କିନ୍ତୁ ଏଥିରେ ବ୍ୟସ୍ତନହୋଇ ସୁନ୍ଦର ଓ ଗୋରା ତ୍ବଚା ପାଇଁ ଆପଣ କଦଳୀ ଚୋପା ବ୍ୟବହାର କରିପାରିବେ। ଏଥିପାଇଁ କଦଳୀ ଚୋପାର ମିଶ୍ରଣ ପ୍ରସ୍ତୁତ କରି ଏଥିରେ ବେକିଙ୍ଗ ସୋଡ଼ା ଏବଂ ଟିକେ ପାଣି ମିଶାନ୍ତୁ। ଏହି ମିଶ୍ରଣକୁ ୧୦ମିନିଟ୍ ତ୍ବଚାରେ ଘଷିବା ପରେ ଥଣ୍ଡାପାଣିରେ ଧୋଇ ଦିଅନ୍ତୁ।

୪.ଭାତୁଡ଼ି ଦୂର କରନ୍ତୁ: କଦଳୀରେ ଆଣ୍ଟି ଅକ୍ସିଡାଣ୍ଟ ପ୍ରଚୁର ମାତ୍ରାରେ ରହିଥାଏ। ଯାହା ଆମ ଭାତୁଡ଼ି ଚିହ୍ନ ଦୂର କରିବାରେ ସହାୟକ ହୋଇଥାଏ। ଏଥିପାଇଁ ଆପଣଙ୍କୁ ରାତିସାରା ଭାତୁଡ଼ିଚିହ୍ନ ଉପରେ କଦଳୀ ଚୋପାକୁ ରଖି ଶୋଇବାକୁ ପଡ଼ିବ। ଏହା କରିବା ଦ୍ବାରା ଆପଣଙ୍କୁ ଏଥିରୁ ମୁକ୍ତି ମିଳିବ।

୫.ଦୂର ହେବ ବ୍ରଣ: ଯଦି ଆପଣଙ୍କ ତ୍ବଚାରେ ବ୍ରଣ ହୋଇଛି ତେବେ ଆପଣ କଦଳୀ ଚୋପାକୁ ବାଟି ଏଥିରେ ମହୁ ଏବଂ ହଳଦୀ ମିଶାଇ ତ୍ବଚାରେ ଲଗାଇବେ ତେବେ ଏଥିରୁ ମୁକ୍ତି ମିଳିବ।

୬.ଖରାରେ କଳାପଡିଯାଇଥିବା ଚିହ୍ନ ଦୂର କରିଥାଏ: ତ୍ବଚାକୁ ସୁନ୍ଦର କରିବା ସହ ଏହା ଟ୍ୟାନିଙ୍ଗ୍ ସମସ୍ୟାକୁ ମଧ୍ୟ ଦୂର କରିଥାଏ। ଆପଣ କଦଳୀ ଚୋପାକୁ ତ୍ବଚାରେ ଘଷନ୍ତୁ। ଏଥିପାଇଁ ଆପଣଙ୍କୁ କଦଳୀ ଚୋପାର ମିଶ୍ରଣରେ ଗୋଟିଏ ଚାମଚ କମଳା ଚୋପାର ପାଉଡର ଏବଂ ଦହି ମିଶାଇ ଭଲ କରି ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହାକୁ ତ୍ବଚାରେ ଲଗାଇ ଧୋଇ ଦିଅନ୍ତୁ। ଏହା କରିବା ଦ୍ବାରା ଟ୍ୟାନିଙ୍ଗ ସମସ୍ୟା ଦୂର ହୋଇଥାଏ।

Powered by Froala Editor

Tags Banana peel

Related articles Odisha News Lens 4.1

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15426
    Oct 25, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13775
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14615
    Oct 25, 2026
  • ନବଜାତ ଶିଶୁ ମୁହଁରେ ନିଶ !
    ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14261
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14045
    Oct 25, 2026
  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15363
    Oct 25, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13571
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ
    ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15083
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13485
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14261
    Oct 25, 2026
  • ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14045
    Oct 25, 2026
  • ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13775
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17218
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17858
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14615
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15535
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15723
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15092
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15554
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15080
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14781
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15239
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15083
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15426
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13906
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In