Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

Home ›› ››ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

2023-11-26 05:12:18
15944
Share:
Facebook
Twitter
E-Mail
WhatsApp
Telegram
ତ୍ବଚା ପାଇଁ ଲାଭଦାୟକ କଦଳୀ ଚୋପା

ଯଦି ଆପଣ କଦଳୀ ଖାଆନ୍ତି ତେବେ ଆପଣଙ୍କୁ ଜଣା ଥିବ ଏହା ଆମ ସ୍ବାସ୍ଥ୍ୟ ପକ୍ଷେ କେତେ ହିତକାରୀ। ଏହା ଖାଇବା ଦ୍ବାରା ତୁରନ୍ତ ଶକ୍ତି ମିଳିଥାଏ ଏବଂ ଆମ ହଜମ ପ୍ରକ୍ରିୟା ସୁଚାରୁ ରୂପେ ସମ୍ପାଦିତ ହୋଇଥାଏ । ପତଳା ମହିଳାମାନେ କଦଳୀ ଖାଇବା ଦ୍ବାରା ସହଜରେ ନିଜର ଓଜନ ବଢ଼ାଇପାରିବେ। କିନ୍ତୁ ଆପଣ ଯେତେବେଳେ କଦଳୀ ଖାଆନ୍ତି ଏହାର ଚୋପାକୁ ବେକାର ଭାବି ଫୋପାଡ଼ି ଦେଇଥାନ୍ତି। ଆପଣ ଜାଣିଛନ୍ତି କି ଆପଣ ଫୋପାଡ଼ି ଦେଉଥିବା କଦଳୀ ଚୋପା ଆମ ପାଇଁ କେତେ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଏହା ତ୍ବଚାର ସୈାନ୍ଦର୍ୟ୍ୟ ବଢ଼ାଇବାରେ ସାହାଯ୍ୟ କରିଥାଏ।

କଦଳୀ ଚୋପାରେ ଅନେକ ପ୍ରକାରର ଭିଟାମିନ୍ ଥାଏ ଯାହା ଆମ ଶରୀରରେ ଏନଜାଇମ ଏବଂ ପ୍ରୋଟିନକୁ ସକ୍ରିୟ କରିଥାଏ । ଫଳରେ ତ୍ବଚାରେ ଥିବା କୋଲୋଜେନ୍(ଅସ୍ଥି ଏବଂ ତନ୍ତୁରେ ଥିବା ପୁଷ୍ଟିସାର) ଏବଂ ନମନୀୟତା ବଢ଼ିଥାଏ। ଆସନ୍ତୁ ଆଜି ଆମେ କଦଳୀ ଚୋପାର ଫାଇଦା ବିଷୟରେ ଜାଣିବା। ଏହା ବ୍ୟବହାର କରିବା ଦ୍ବାରା ଆପଣଙ୍କ ଚର୍ମ ସମ୍ବନ୍ଧୀୟ କି କି ସମସ୍ୟା ଦୂର ହେବ।

୧.ଚର୍ମକୁଞ୍ଚନକୁ ଦୂର କରିଥାଏ: ଯଦି ଆପଣଙ୍କ ତ୍ବଚା କୁଞ୍ଚିତ ହେବାର ଦେଖାଯାଇଥାଏ ତେବେ କଦଳୀ ଚୋପା ବ୍ୟବହାର କରିବା ଦ୍ବାରା ଏହି ସମସ୍ୟା ଦୂର ହୋଇଥାଏ। ଚର୍ମ କୁଞ୍ଚନ ଦୂର କରିବା ପାଇଁ କଦଳୀ ଚୋପା ଭିତରେ ଥିବା ଅଂଶକୁ ନିଜ ତ୍ବଚାରେ କିଛି ସମୟ ଘଷିବା ପରେ ଗୋଲାପ ଜଳ ଲଗାନ୍ତୁ ଏବଂ ୧୫ମିନିଟ ପରେ ତ୍ବଚାକୁ ଧୋଇ ଦିଅନ୍ତୁ। ଏହା କରିବା ଦ୍ବାରା ତ୍ବଚାରେ କୁଞ୍ଚନ ଦୂର ହୋଇଥାଏ।

୨.ଆଖି ତଳ କଳାଦାଗକୁ ଦୂର କରିଥାଏ: ଯଦି ଆପଣଙ୍କ ଆଖି ତଳେ କଳାଦାଗ ହୋଇଛି ଏବଂ ଆପଣ ଏହାଠାରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି ତେବେ ଆପଣ କଦଳୀ ଚୋପା ବ୍ୟବହାର କରି ପାରିବେ। ଏଥିପାଇଁ ଆପଣଙ୍କୁ କଦଳୀ ଚୋପାରେ ଥିବା ଫାଇବରକୁ ବାହାର କରି ସେଥିରେ ଗୋଟିଏ ଚାମଚ ଘିଁକୁଆରୀ ଜେଲ୍ ମିଶାଇବାକୁ ପଡ଼ିବ। ଏହି ମିଶ୍ରଣକୁ ଆଖି ତଳେ ଲଗାନ୍ତୁ। ୧୦ମିନିଟ୍ ପରେ ଥଣ୍ଡା ପାଣିରେ ଧୋଇଦିଅନ୍ତୁ। ଏହା କରିବା ଦ୍ବାରା ଆପଣଙ୍କ କଳା ଦାଗ ଦୂର ହୋଇଯିବ।

୩.ଗୋରା ତ୍ବଚା ନିମନ୍ତେ: ତ୍ବଚା ଗୋରା ହେବା ପାଇଁ ଆପଣ ବଜାରରୁ କେତେ ପ୍ରକାରର ପ୍ରସାଧନ ସାମଗ୍ରୀ କିଣି ଆଣିଥାନ୍ତି। କିନ୍ତୁ କୈାଣସି ଧରଣର ଫରକ ଦେଖାଯାଇନଥାଏ। କିନ୍ତୁ ଏଥିରେ ବ୍ୟସ୍ତନହୋଇ ସୁନ୍ଦର ଓ ଗୋରା ତ୍ବଚା ପାଇଁ ଆପଣ କଦଳୀ ଚୋପା ବ୍ୟବହାର କରିପାରିବେ। ଏଥିପାଇଁ କଦଳୀ ଚୋପାର ମିଶ୍ରଣ ପ୍ରସ୍ତୁତ କରି ଏଥିରେ ବେକିଙ୍ଗ ସୋଡ଼ା ଏବଂ ଟିକେ ପାଣି ମିଶାନ୍ତୁ। ଏହି ମିଶ୍ରଣକୁ ୧୦ମିନିଟ୍ ତ୍ବଚାରେ ଘଷିବା ପରେ ଥଣ୍ଡାପାଣିରେ ଧୋଇ ଦିଅନ୍ତୁ।

୪.ଭାତୁଡ଼ି ଦୂର କରନ୍ତୁ: କଦଳୀରେ ଆଣ୍ଟି ଅକ୍ସିଡାଣ୍ଟ ପ୍ରଚୁର ମାତ୍ରାରେ ରହିଥାଏ। ଯାହା ଆମ ଭାତୁଡ଼ି ଚିହ୍ନ ଦୂର କରିବାରେ ସହାୟକ ହୋଇଥାଏ। ଏଥିପାଇଁ ଆପଣଙ୍କୁ ରାତିସାରା ଭାତୁଡ଼ିଚିହ୍ନ ଉପରେ କଦଳୀ ଚୋପାକୁ ରଖି ଶୋଇବାକୁ ପଡ଼ିବ। ଏହା କରିବା ଦ୍ବାରା ଆପଣଙ୍କୁ ଏଥିରୁ ମୁକ୍ତି ମିଳିବ।

୫.ଦୂର ହେବ ବ୍ରଣ: ଯଦି ଆପଣଙ୍କ ତ୍ବଚାରେ ବ୍ରଣ ହୋଇଛି ତେବେ ଆପଣ କଦଳୀ ଚୋପାକୁ ବାଟି ଏଥିରେ ମହୁ ଏବଂ ହଳଦୀ ମିଶାଇ ତ୍ବଚାରେ ଲଗାଇବେ ତେବେ ଏଥିରୁ ମୁକ୍ତି ମିଳିବ।

୬.ଖରାରେ କଳାପଡିଯାଇଥିବା ଚିହ୍ନ ଦୂର କରିଥାଏ: ତ୍ବଚାକୁ ସୁନ୍ଦର କରିବା ସହ ଏହା ଟ୍ୟାନିଙ୍ଗ୍ ସମସ୍ୟାକୁ ମଧ୍ୟ ଦୂର କରିଥାଏ। ଆପଣ କଦଳୀ ଚୋପାକୁ ତ୍ବଚାରେ ଘଷନ୍ତୁ। ଏଥିପାଇଁ ଆପଣଙ୍କୁ କଦଳୀ ଚୋପାର ମିଶ୍ରଣରେ ଗୋଟିଏ ଚାମଚ କମଳା ଚୋପାର ପାଉଡର ଏବଂ ଦହି ମିଶାଇ ଭଲ କରି ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହାକୁ ତ୍ବଚାରେ ଲଗାଇ ଧୋଇ ଦିଅନ୍ତୁ। ଏହା କରିବା ଦ୍ବାରା ଟ୍ୟାନିଙ୍ଗ ସମସ୍ୟା ଦୂର ହୋଇଥାଏ।

Powered by Froala Editor

Tags Banana peel

Related articles Odisha News Lens 4.1

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15151
    Feb 06, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13649
    Feb 05, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15785
    Feb 04, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13428
    Feb 06, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14170
    Feb 06, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14166
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15712
    Feb 04, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14763
    Feb 05, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14950
    Feb 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13428
    Feb 06, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15785
    Feb 04, 2026
  • ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15712
    Feb 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15151
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15712
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14181
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14397
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14543
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16055
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15743
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14763
    Feb 05, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15785
    Feb 04, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15712
    Feb 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In