Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ଲଜ୍‌ରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ

ଲଜ୍‌ରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ

2023-11-26 06:37:50
14940
Share:
Facebook
Twitter
E-Mail
WhatsApp
Telegram
ଲଜ୍‌ରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବୈଦ୍ୟନାଥ ପୁର ଥାନା  ଅନ୍ଗୋତର୍ଗତଇଲୁଣ୍ଡି- କୋର୍ଟପେଟା ରାସ୍ତାରେ ଥିବା ଏକ  ଲଜ୍‌ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।  ମୃତ ଯୁବତୀ ଘର କେରଳର ବୋଲି ଜଣାପଡ଼ିଛି। ତାଙ୍କ ନାଁ ଅବଦୁଲ ପରିପାଲିପ।
ଗତ ୧୯ ତାରିଖରେ ଅବଦୁଲ ନିଜ ପୁରୁଷବନ୍ଧୁ ସହ ଆସି ଲଜ୍‌ରେ ରହୁଥିଲେ। ଉଭୟ ବ୍ରହ୍ମପୁରକୁ ମେଡିକାଲ କାମରେ ଆସିଥିବା ଲଜ କର୍ମଚାରୀଙ୍କୁ କହିଥିଲେ। ଉଭୟ କିଛି ଦିନଦିନ ହେବ ଲଜ୍‌ରେ ରହିଥିଲେ। ଗତକାଲି ସନ୍ଧ୍ୟାରେ ଲଜ କର୍ମଚାରୀ ସଫେଇ କରିବା ପାଇଁ ଅବଦୁଲଙ୍କ କବାଟ ବାଡେଇଥିଲେ। ହେଲେ କେହି କବାଟ ଖୋଲି ନଥିଲେ। ଏ ନେଇ ଲଜ୍ ପକ୍ଷରୁ ବୈଦ୍ୟନାଥପୁର ଥାନାକୁ ଖବର ଦିଆଯାଇଥିଲା।ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ରୁମର କବାଟ ଭାଙ୍ଗି ଭିତରେ ପଶିଥିଲେ। ରୁମ ଭିତରେ ଅବଦୁଲଙ୍କ ମୃତଦେହ ପଡ଼ିଥିଲା। ହେଲେ ତାଙ୍କ ପୁରୁଷ ବନ୍ଧୁ ଫେରାର ହୋଇଯାଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଯୁବତୀ ଜଣଙ୍କର କିପରି ମୃତ୍ୟୁ ହେଲା ତାର ଅସ୍ପଷ୍ଟ ରହିଛି। ତାକୁ ହତ୍ୟା କରାଯାଇଛି ନା ଅନ୍ୟ କିଛି କାରଣ ଅଛି ତାହା ପଡ଼ି ନାହିଁ।

Powered by Froala Editor

Tags deadbody

Related articles Odisha News Lens 4.1

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15043
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14248
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13593
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14998
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15499
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15003
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14296
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15045
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14758
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13593
    Aug 16, 2026
  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14758
    Aug 16, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14418
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15499
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13593
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14823
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14597
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14433
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14296
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14758
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14248
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In