Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚୀନ୍‌ରେ ଏଚ୍୯ଏନ୍୨ ମାମଲା ବଢୁଛି : ସବୁ ରାଜ୍ୟକୁ ଚିଠି ଲେଖି ସତର୍କ କଲେ ଭାରତ ସରକାର

ଚୀନ୍‌ରେ ଏଚ୍୯ଏନ୍୨ ମାମଲା ବଢୁଛି : ସବୁ ରାଜ୍ୟକୁ ଚିଠି ଲେଖି ସତର୍କ କଲେ ଭାରତ ସରକାର

2023-11-26 19:25:46
15281
Share:
Facebook
Twitter
E-Mail
WhatsApp
Telegram
ଚୀନ୍‌ରେ ଏଚ୍୯ଏନ୍୨ ମାମଲା ବଢୁଛି : ସବୁ ରାଜ୍ୟକୁ ଚିଠି ଲେଖି ସତର୍କ କଲେ ଭାରତ ସରକାର

ଉତ୍ତର ଚୀନ୍‌ରେ ଏଚ୍୯ଏନ୍୨ ମାମଲା ବଢିବଢି ଚାଲିଛି । ବିଶେଷ କରି ଛୋଟ ପିଲାଙ୍କ କ୍ଷେତ୍ରରେ ଅଧିକ ମାମଲା ବୃଦ୍ଧି ପାଉଛି । ଏନେଇ ସତର୍କ ହୋଇଛନ୍ତି ଭାରତ ସରକାର। କେନ୍ଦ୍ର ସରକାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖି ଡାକ୍ତରଖାନା ପ୍ରସ୍ତୁତ ରଖିବା ପାଇଁ କଡା ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି ଯେ ଚୀନରେ ପିଲାମାନଙ୍କ ମଧ୍ୟରେ ଶ୍ୱାସକ୍ରିୟାଜନିତ ରୋଗର ବୃଦ୍ଧି ପାଉଛି । ତେଣୁ ଡାକ୍ତରଖାନାଗୁଡ଼ିକରେ ଥିବା ସ୍ୱାସ୍ଥ୍ୟ ସେବାକୁ ଭଲ ଭାବରେ ଯାଞ୍ଚ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛି। ଏହା ବ୍ୟତୀତ ଇନଫ୍ଲୁଏନଜା ଏବଂ ଶୀତ ଋତୁରେ ଅଧିକ ସତର୍କ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଡାକ୍ତରଖାନାରେ ଶର‌୍ୟ୍ୟା, ଇନ୍‌ଫ୍ଲୁଏଞ୍ଜା ପାଇଁ ଔଷଧ ଓ ଟିକା, ମେଡିକାଲ ଅମ୍ଳଜାନ, ଆଣ୍ଟିବାୟୋଟିକ୍, ପିପିଇ ଇତ୍ୟାଦିର ଉପଲବ୍ଧତା ଯାଞ୍ଚ କରିବାକୁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ କୁହାଯାଇଛି।

ପୂର୍ବରୁ ରାମ ମନୋହର ଲୋହିଆ ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଅଜୟ ଶୁକ୍ଳା ଲୋକମାନଙ୍କୁ ସତର୍କ ରହିବା ଓ ସ୍ୱଚ୍ଛତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିବା ବେଳେ ଏବେ ଭାରତ ସରକାର ପ୍ରସ୍ତୁତ ରହିବାକୁ କହିଛନ୍ତି।

Powered by Froala Editor

Tags virus

Related articles Odisha News Lens 4.1

  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15459
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14266
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13477
    Jun 04, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13670
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15125
    Jun 03, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13459
    Jun 04, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14228
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13524
    Jun 03, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13642
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13459
    Jun 04, 2025
  • ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13477
    Jun 04, 2025
  • ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14228
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16934
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13642
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13477
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13524
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15125
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15271
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14012
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14228
    Jun 03, 2025
  • ଅଧା କପ୍‌ ବିଟ୍‌ ରସର କରାମତି

    13642
    Jun 04, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14266
    Jun 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In