Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ଶେଷରେ କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡିରେ ଯୋଗଦେଲେ କାର୍ତ୍ତିକେୟନ୍

ଶେଷରେ କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡିରେ ଯୋଗଦେଲେ କାର୍ତ୍ତିକେୟନ୍

2023-11-27 06:28:04
14560
Share:
Facebook
Twitter
E-Mail
WhatsApp
Telegram
ଶେଷରେ କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡିରେ ଯୋଗଦେଲେ କାର୍ତ୍ତିକେୟନ୍

ଭୁବନେଶ୍ୱର: ଚର୍ଚ୍ଚାର ଅନ୍ତ। ଶେଷରେ ଶଙ୍ଖ ଫୁଙ୍କିଲେ  ଭି.କେ ପାଣ୍ଡିଆନ। ବିଜେଡିରେ  ଯୋଗଦେଲେ  ଭି.କେ ପାଣ୍ଡିଆନ । କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍। ଆଜି ସକାଳୁ ସକାଳୁ ନବୀନ ନିବାସରେ ପହଞ୍ଚି ଥିଲେ ବିଜେଡିର ବରିଷ୍ଠ ନେତା।  ବୈଠକରେ ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତ ରାୟ, ପ୍ରତାପ ଦେବ, ସ୍ନେହାଙ୍ଗିନି ଛୁରିଆ, ବାସନ୍ତୀ ହେମ୍ୱ୍ରମ, ସଂଜୟ ଦାସ ବର୍ମା, ସମୀର ଦାସ, ପ୍ରସନ୍ନ ଆଚାର୍ୟ୍ୟ ପ୍ରମୁଖ ନେତା ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନେତାଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ବୈଠକ ପରେ ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ  ଭି.କେ ପାଣ୍ଡିଆନ ବିଜେଡିରେ ସାମିଲ ହୋଇଛନ୍ତି।

ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ୟ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା। ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଆଗକୁ  ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ପଦବୀ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।  

ଶ୍ରୀ ପାଣ୍ଡିଆନ୍‌  ପ୍ରଥମେ କଳାହାଣ୍ଡିର ଧର୍ମଗଡ଼ରେ ଉପଜିଲ୍ଲାପାଳ ପଦବିରେ ନିଯୁକ୍ତ ହୋଇଥିଲେ। ସେ କଳାହାଣ୍ଡିରେ ୨୦୦୨ ଅଗଷ୍ଟ ୧ରୁ ୨୦୦୪ ଫେବ୍ରୁଆରି ୨୯ ପର୍ୟ୍ୟନ୍ତ କାର୍ୟ୍ୟ କରିଥିଲେ। ୨୦୦୪ ମାର୍ଚ୍ଚ ୧ରୁ ଜୁନ୍‌ ୩୦ ଯାଏ ଓଡ଼ିଶା ନିର୍ବାଚନ ବିଭାଗରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଥିଲେ। ୨୦୦୪ ଜୁଲାଇ ୧ରୁ ୨୦୦୫ ଏପ୍ରିଲ ୩୦ ଯାଏଁ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ୟ୍ୟ ତୁଲାଇଥିଲେ।

ସେହିପରି ଶ୍ରୀ ପାଣ୍ଡିଆନଙ୍କୁ ୨୦୦୫ ମେ’ ୧ରୁ ୨୦୦୭ ଏପ୍ରିଲ ୮ ଯାଏଁ ମୟୂରଭଂଜ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ସେ ଗଂଜାମ ଜିଲ୍ଲାପାଳ ଭାବେ ୨୦୦୯ ଜାନୁଆରି ୧ ତାରିଖ ପର୍ୟ୍ୟନ୍ତ କାମ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିବା ପରେ ୨୦୧୧ ମେ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ଏହାପରେ ୨୦୧୯ ମସିହାରେ ‌ତାଙ୍କୁ ୫-ଟି ସଚିବ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଥିଲେ।

Powered by Froala Editor

Tags Vk pandian join in bjd

Related articles Odisha News Lens 4.1

  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13761
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15332
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15051
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15458
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14511
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13789
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13697
    Oct 09, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15070
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14956
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13789
    Oct 09, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15332
    Oct 08, 2026
  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15382
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14430
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14536
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15547
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14220
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15957
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14667
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15390
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14013
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15394
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13789
    Oct 09, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13761
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15070
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In