Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ଚାମ୍ପିଅନ୍ ଟିମର ଅଲ୍‌ରାଉଣ୍ଡର୍ ଭୂମିକା ତୁଲାଇଛନ୍ତି ପାଣ୍ଡିଆନ

ଚାମ୍ପିଅନ୍ ଟିମର ଅଲ୍‌ରାଉଣ୍ଡର୍ ଭୂମିକା ତୁଲାଇଛନ୍ତି ପାଣ୍ଡିଆନ

2023-11-27 07:28:58
14282
Share:
Facebook
Twitter
E-Mail
WhatsApp
Telegram
ଚାମ୍ପିଅନ୍ ଟିମର ଅଲ୍‌ରାଉଣ୍ଡର୍ ଭୂମିକା ତୁଲାଇଛନ୍ତି ପାଣ୍ଡିଆନ

ଭୁବନେଶ୍ୱର: ନୀରବ କର୍ମଯୋଗୀ, ପ୍ରଗତିର ସାଧକ ଭାବେ ଅତ୍ୟନ୍ତ ସରଳତାର ସହ ସର୍ବଦା ତୃଣମୂଳସ୍ତର ସହ ଯୋଡି ରହି ଦୁଇ ଦଶନ୍ଧିରୁ ଅଧିକ ସମୟର କ୍ୟାରିୟର୍ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚାମ୍ପିଅନ୍ ଟିମର ଅଲ୍‌ରାଉଣ୍ଡର୍ ଭୂମିକା ତୁଲାଇ ଆସିଛନ୍ତି ଭିକେ ପାଣ୍ଡିଆନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ସାରା ରାଜ୍ୟର ସାମଗ୍ରୀକ ବିକାଶ, ଓଡ଼ିଶାକୁ ପ୍ରଗତିର ଶୀର୍ଷରେ ପହଞ୍ଚାଇବା ଦିଗରେ ଅଦ୍ଵିତୀୟ କର୍ତ୍ତବ୍ୟଭାରକୁ ସେ ନିଜ କାନ୍ଧ ଉପରକୁ ନେଇ ଆଗେଇ ଚାଲିଛନ୍ତି। ସାଜିଛନ୍ତି ରୂପାନ୍ତରଣର ଅଗ୍ରଧ୍ଵଜାଧାରୀ। ସହରାଞ୍ଚଳରେ ଆହାର ଯୋଜନାର ତଦାରଖ ପାଇଁ ଯିବା ବେଳେ ନିଜେ ଥାଳ ଧରି କାଉଣ୍ଟର୍‌ରୁ ନିଜ ପାଇଁ ଖାଦ୍ୟ ଆଣିବା ଓ ଅନ୍ୟମାନଙ୍କ ସହ ମିଶି ଖାଦ୍ୟ ଗ୍ରହଣ କରିବା ତାଙ୍କ ସରଳତାର ପ୍ରତୀକ। ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ୫-ଟି ହାଇସ୍କୁଲ ଟ୍ରାନ୍ସଫର୍ମେସନ୍ ଯେଉଁଠି ରାଜ୍ୟର ଆଗାମୀ ଭବିଷ୍ୟତକୁ ଯେକୌଣସି ହାଇ-ଫାଇ ଇଂରାଜୀ ମାଧ୍ୟମ ତଥା ନାମୀଦାମୀ ସ୍କୁଲ ସମାନ ଛାତ୍ରଛାତ୍ରୀଙ୍କୁ ମିଳୁଛି ଅତ୍ୟାଧୁନିକ ଶିକ୍ଷା। ସ୍ମାର୍ଟ କ୍ଲାସ୍ ରୁମ୍‌ରେ ଡିଜିଟାଲ୍ ପାଠପଢା, କମ୍ପ୍ୟୁଟର୍ ଓ ମଡର୍ଣ୍ଣ ସାଇନ୍ସ ଲ୍ୟାବ୍ ସହ ଯୁଗପଯୋଗୀ ଶିକ୍ଷା ପରିବେଶ ସେମାନଙ୍କୁ ଭବିଷ୍ୟତର ଆହ୍ବାନ ପାଇଁ ଦକ୍ଷ କରି ଗଢି ତୋଳୁଛି। କେବଳ ବିଦ୍ୟାର ମନ୍ଦିର ନୁହେଁ, ଧର୍ମର ପୀଠକୁ ମଧ୍ୟ ୫-ଟି ରୂପାନ୍ତରଣରେ ସାମିଲ କରିଛନ୍ତି। ହେଉଛି ବିଭିନ୍ନ ପ୍ରସିଦ୍ଧ ଧର୍ମସ୍ଥଳର ନବକଳେବର। ଉନ୍ନତ ପର୍ୟ୍ୟଟନସ୍ଥଳ ଭାବେ ଗଢି ଉଠୁଛି ଏସବୁ ସ୍ଥାନ। ନିଜେ ଭକ୍ତ ସାଜି ଠାକୁରଙ୍କ ଆଗରେ ମୁଣ୍ଡିଆ ମାରି ଏ ଜାତି, ଏ ରାଜ୍ୟର ମଙ୍ଗଳ କାମନା କରି ସେ ନତମସ୍ତକ ହେବା ଦୃଶ୍ୟ ତାଙ୍କ ଚରିତ୍ରର ମହନୀୟତା ଦର୍ଶାଏ। ସର୍ବଦା ହସ ହସ ମୁହଁରେ ଦୃଶ୍ୟମାନ ପାଣ୍ଡିଆନ୍ କାର୍ୟ୍ୟ କ୍ଷେତ୍ରରେ ଅନ୍ୟମାନଙ୍କ ପାଇଁ ସଦା ପ୍ରେରଣାଦାୟୀ।

ରାଜ୍ୟବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣରୁ ଆରମ୍ଭ କରି କୃଷକର ଜମିକୁ ଜଳସେଚନ ପାଇଁ ଏକାଧିକ ଜଳପ୍ରକଳ୍ପ କାର୍ୟ୍ୟ ତ୍ବରାନ୍ବିତ କରାଇଛନ୍ତି ସେ। ଯାହାଙ୍କ ପାଇଁ କର୍ତ୍ତବ୍ୟ ପ୍ରାଥମିକତା, ତାଙ୍କ ପାଇଁ ସମୟ ମଧ୍ୟ ସେତିକି ମହତ୍ତ୍ୱପୂର୍ଣ୍ଣ। ଏଣୁ ବ୍ୟକ୍ତିଗତ ସୁଖସ୍ୱାଚ୍ଛନ୍ଦ୍ୟକୁ ପଛ କରି ଭୋର୍ କି ସକାଳ ନାହିଁ, ମଧ୍ୟାହ୍ନ କି ସନ୍ଧ୍ୟା ନାହିଁ ସେ ତଦାରଖ ସକାଶେ ବିଭିନ୍ନ ସ୍ଥାନରେ ପହଞ୍ଚି ଯାଆନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ହେଉ କି କାଳିଆ ସ୍କିମ୍, ମୁଖ୍ୟମନ୍ତ୍ରୀଙ୍କ ଯୋଜନାର ପ୍ରକୃତ କାର୍ୟ୍ୟକାରିତା ପାଇଁ ପରଦା ପଛର ନାୟକ ସାଜି ସେ ସଦା ତତ୍ପର। ସେଥିପାଇଁ ତ ଆଜି ଓଡ଼ିଶା ହକିର ହବ୍। କ୍ରୀଡା ଓ କ୍ରୀଡାବିତ୍‌ଙ୍କୁ ଏଠି ମିଳୁଛି ସର୍ବାଧିକ ସୁବିଧା ସୁଯୋଗ। ଏକ କ୍ରୀଡା ଛାତ୍ରାବାସରୁ ଆସିଥିବା ଏହି ଆଇଏଏସ୍ ଜଣକ ହକି ପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ରାଜ୍ୟରେ ହକିର ଭିତ୍ତିଭୂମିକୁ ଏତେ ଅଧିକ ବିକଶିତ କରାଇଲେଣି ଯେ ତାହାର ତୁଳନା ନାହିଁ। ଯେଉଁଠି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ, ସେଠି ତାଙ୍କ ଛାଇ ଭଳି ଉପସ୍ଥିତ ରହି ନୂଆ ଓଡ଼ିଶା ଗଠନର ସ୍ୱପ୍ନକୁ ଆଗେଇ ନେଇ ଚାଲିଛନ୍ତି ସେ। ପୁଣି ସାମୂହିକ ପ୍ରୟାସ ପ୍ରତି ଗୁରୁତ୍ବ ମଧ୍ୟ ଦିଅନ୍ତି ସେ। ପ୍ରଶାସନିକ ସହଯୋଗୀଙ୍କ ସହ ତାଙ୍କ ବନ୍ଧୁତା ତାଙ୍କୁ ଜଣେ ଉତ୍ତମ ମାର୍ଗଦର୍ଶକର ସ୍ଥାନ ଦିଏ।
ଏତେ ଉଚ୍ଚ ଓ ମହତ୍ତ୍ୱପୂର୍ଣ୍ଣ ପଦରେ ଥାଇ ନିଜକୁ ସାଧାରଣ କରି ରଖିବାରେ ତାଙ୍କର ଆଗ୍ରହ। ସେଥିପାଇଁ ତ ପିଲାଙ୍କ ସହ ମିଶି କ୍ଲାସରେ ବସିବା ହେଉ ବା ନିଜ ହାତରେ ସେମାନଙ୍କୁ ମିଠା ପରଷିଦେବାରେ ତାଙ୍କର ତୃପ୍ତି ଦେଖିବା ଯୋଗ୍ୟ। ସାଧାରଣ ଲୋକଙ୍କ ସମସ୍ୟା ବୁଝିବା, ସେମାନଙ୍କ ନିକଟତର ହୋଇ ପ୍ରଶାସନକୁ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇବା ଦିଗରେ କାର୍ୟ୍ୟରତ ସେ। କଟକର ଏସ୍‌ସିବି ମେଡିକାଲ କଲେଜ ହସ୍‌ପିଟାଲ୍‌କୁ ଏମ୍‌ସ୍ ପ୍ଲସ୍ ମାନ୍ୟତା ସହ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବାରେ ପରିଣତ କରାଇବା ନିମନ୍ତେ ୫-ଟି କାର୍ୟ୍ୟକ୍ରମରେ ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା। କରୋନା ବିରୋଧୀ ମୁକାବିଲା ହେଉ କି ପ୍ରାକୃତିକ ବିପର୍ୟ୍ୟୟ ଓ ଦୁର୍ବିପାକର ପ୍ରତିକାର, ଏ କ୍ଷେତ୍ରରେ ଆମ ରାଜ୍ୟକୁ ଚାମ୍ପିଅନ୍ କରାଇବାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଜନାକୁ ବାସ୍ତବତାରେ ପରିଣତ କରିପାରିଛନ୍ତି ଭିକେ ପାଣ୍ଡିଆନ।

Powered by Froala Editor

Tags Vk pandian

Related articles Odisha News Lens 4.1

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15381
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15331
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13788
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13760
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15456
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13696
    Oct 09, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15069
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15050
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14955
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13760
    Oct 08, 2026
  • ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15069
    Oct 08, 2026
  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14510
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14430
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14536
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15547
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14220
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15957
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14666
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15389
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14013
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15394
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15069
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14955
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13788
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In