Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

Home ›› ›› କେଶକୁ ଧଳା କରିବାରେ ରୋକିବ ଏହି ୮ଟି ସୁପରଫୁଡ

କେଶକୁ ଧଳା କରିବାରେ ରୋକିବ ଏହି ୮ଟି ସୁପରଫୁଡ

2023-11-28 05:41:59
16464
Share:
Facebook
Twitter
E-Mail
WhatsApp
Telegram
 କେଶକୁ ଧଳା କରିବାରେ ରୋକିବ  ଏହି ୮ଟି ସୁପରଫୁଡ

ବର୍ତ୍ତମାନ ସମୟରେ ସମୟ ପୂର୍ବରୁ କେଶ ଧଳା ହେବା ସଭିଁଙ୍କ ପାଇଁ ଏକ ବଡ ସମସ୍ୟା ପାଲଟିଛି। ବିଶେଷ କରି ଯୁବପିଢୀଙ୍କ ପାଇଁ ଏହା ମୁଖ୍ୟ ସମସ୍ୟା ପାଲଟିଛି। କମ ବୟସରେ କେଶ ଧଳା ହେବାର ଏକ ମୁଖ୍ୟ କାରଣ ଭୁଲ ଖାଦ୍ୟପେୟ ଓ ଜୀବନଶୈଳୀ, ଅତ୍ୟଧିକ ଚିନ୍ତା, ନିଶା ସେବନ, ଭିଟାମିନ ବି-୧୨ର ଅଭାବ। କେଶ ପାଇଁ ସଠିକ ଖାଦ୍ୟ ସହ ପୋଷକ ତତ୍ତ୍ୱରେ ଭରପୁର ଆହାର ସାମିଲ କରିବା ନିତାନ୍ତ ଆବଶ୍ୟକ। କମ ବୟସରୁ କେଶକୁ ଧଳା ହେବାରୁ ରକ୍ଷା କରିବା ପାଇଁ କିଛି ବିଶେଷ ଖାଦ୍ୟ ଖାଇବା ଆବଶ୍ୟକ। ଏଭଳି ୮ଟି ସୁପରଫୁଡ ରହିଛି ,ଯାହା କେଶକୁ ଧଳା କରିବାକୁ ରୋକିବାରେ ସହାୟକ ହୋଇଥାଏ। ଜାଣନ୍ତୁ...

ସବୁଜ ପନିପରିବା ଓ ପତ୍ରଥିବା ପରିବା ଶରୀରକୁ ସୁସ୍ଥ ରଖିବାରେ ବେଶ ସହାୟକ ହୋଇଥାଏ। ଖାଦ୍ୟରେ ଏହାକୁ ସାମିଲ କରିବା ଉଚିତ। କେଶକୁ ସୁସ୍ଥ ସହ କଳା ରଖିବା ପାଇଁ ପାଳଙ୍ଗ, ବନ୍ଧାକୋବି, ଫୁଲକୋବି, ବ୍ରୋକୋଲି, ଶାଗ ସହ ଅନ୍ୟ ପନିପରିବା ଭରପୁର ମାତ୍ରାରେ ଖାଆନ୍ତୁ। ଏଥିରେ ଥିବା ଆଇରନ, ଭିଟାମିନ, କ୍ୟାଲସିୟମ ଓ ଅନ୍ୟାନ୍ୟ ପୋଷକ ତତ୍ତ୍ୱ କେଶକୁ ସୁସ୍ଥ ରହିବା ସହ ଘନ ଓ କଳା କରିଥାଏ।
କେଶକୁ ସୁସ୍ଥ ରଖିବା ପାଇଁ ସୁପରଫୁଡରେ ଡାର୍କ ଚକୋଲେଟ ମଧ୍ୟ ସାମିଲ ରହିଛି। ଏଥିରେ ପ୍ରଚୁରମାତ୍ରାରେ ଆଣ୍ଟି-ଅକ୍ସିଡାଣ୍ଟ ରହିଛି। ଯାହା ଶରୀରରୁ ସେହି ଅଦରକାରୀ ପଦାର୍ଥ ବାହାର କରିଥାଏ,ଯାହା ସମୟ ପୂର୍ବରୁ କେଶକୁ ଧଳା କରିଥାଏ। ଡାର୍କ ଚକୋଲେଟରେ କେଶ ପାଇଁ ଉପକାରୀ।
କେଶକୁ ସୁସ୍ଥ ଓ କଳା ରଖିବା ପାଇଁ ନିଜ ଖାଦ୍ୟରେ ପ୍ରାଣୀଜାତ ଜିନିଷ ଯଥା କ୍ଷୀର, ଦହି, ଚିଜ୍‍, ଆଦି ସାମିଲ କରନ୍ତୁ। ଏହି ସମସ୍ତ ଖାଦ୍ୟରେ ଭିଟାମିନ୍‍ ବି-୧୨, କ୍ୟାଲସିୟମ ,ପ୍ରୋଟିନ ଓ ଅନ୍ୟ ପୋଷକ ତତ୍ତ୍ୱ ମଧ୍ୟ ରହିଛି। ଦହି ପୁଷ୍ଟିଯୁକ୍ତ ହେବା ସହ ଏହା ଆଣ୍ଟି-ଅକ୍ସିଡାଣ୍ଟରେ ଭରପୁର। ତେଣୁ ଦହି ନିଶ୍ଚୟ ଖାଆନ୍ତୁ।
ଅଣ୍ଡା ପ୍ରୋଟିନର ଏକ ଉତ୍ତମ ସ୍ରୋତ। କେଶକୁ କଳା, ମଜଭୂତ ଓ ରେଶମୀ ରଖିବାରେ ଏହା ଖୁବ ସହାୟକ ହୋଇଥାଏ। ତେଣୁ ବିଶେଷଜ୍ଞଙ୍କ ମତରେ କେଶ ପାଇଁ ଅଣ୍ଡା ନିତାନ୍ତ ଆବଶ୍ୟକ ଓ ଏହାକୁ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ଏଥିରେ ପ୍ରଚୁର ମାତ୍ରାରେ ଭିଟାମିନ ବି-୧୨ ରହିଛି। ଯାହା କେଶକୁ ମଜଭୂତ କରିଥାଏ। କେବଳ ଅଣ୍ଡାର ଧଳା ଅଂଶ ନୁହେଁ ସମ୍ପୂର୍ଣ୍ଣ ଅଣ୍ଡା ଖାଆନ୍ତୁ।
ଧଳା କେଶ ଜନିତ ସମସ୍ୟାରୁ ରକ୍ଷା ପାଇଁ ସୋୟାବିନ୍‍ ନିଜ ଖାଦ୍ୟରେ ନିଶ୍ଚୟ ସାମିଲ କରନ୍ତୁ। ଏଥିରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀରକୁ ବିଭିନ୍ନ ପ୍ରକାର ଆଣ୍ଟି-ଅକ୍ସିଡାଣ୍ଟ ପହଞ୍ଚାଇଥାଏ। ଯାହା ସମୟ ପୂର୍ବରୁ କେଶକୁ ଧଳା ହେବାରୁ ରୋକି ଥାଏ।

Powered by Froala Editor

Tags Hair care

Related articles Odisha News Lens 4.1

  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13474
    Jun 04, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15649
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13351
    Jun 05, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା
    ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13870
    Jun 04, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14618
    Jun 05, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14780
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14552
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14513
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13675
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14513
    Jun 04, 2026
  • ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15649
    Jun 04, 2026
  • ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13870
    Jun 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13351
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14798
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14690
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15232
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15301
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13870
    Jun 04, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍

    13474
    Jun 04, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14780
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In