Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

Home ›› ››ଦିଲ୍ଲୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୬ ବିମାନ ସ୍ଥାନାନ୍ତର

ଦିଲ୍ଲୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୬ ବିମାନ ସ୍ଥାନାନ୍ତର

2023-11-28 10:01:23
15903
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୬ ବିମାନ ସ୍ଥାନାନ୍ତର

ନୂଆଦିଲ୍ଲୀ: ଦିଲ୍ଲୀରେ ଆଜି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଦିଲ୍ଲୀରେ ଅବତରଣ କରିବାକୁ ଥିବା ଅତିକମ୍‌ରେ ୧୬ଟି ବିମାନକୁ ଜୟପୁର, ଲକ୍ଷ୍ନୌ, ଅମୃତସର ଏବଂ ଅହମଦାବାଦ ବିମାନବନ୍ଦରକୁ ସ୍ଥାନାନ୍ତର କରାଯାଇଛି। ୧୬ଟି ବିମାନ ମଧ୍ୟରୁ ଜୟପୁରରୁ ୧୦ଟି, ଲକ୍ଷ୍ନୌକୁ ୩ଟି, ଅମୃତସରକୁ ୨ଟି ଏବଂ ଅହମଦାବାଦକୁ ଗୋଟିଏ ବିମାନ ପଠାଯାଇଛି। ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀରୁ ବିମାନ ଉଡ଼ାଣ ଆରମ୍ଭ ଏବଂ ଅବତରଣ ବାଧାପ୍ରାପ୍ତ ହୋଇଛି। ଅନ୍ୟପକ୍ଷରେ ବର୍ଷା ଯୋଗୁ ଦିଲ୍ଲୀର ପ୍ରଦୂଷଣ ସ୍ତର ହ୍ରାସ ପାଇବ ବୋଲି ଦିଲ୍ଲୀବାସୀ ଆଶାବ୍ୟକ୍ତ କରିଛନ୍ତି।

Powered by Froala Editor

Tags heavy rain fall in delhi

Related articles Odisha News Lens 4.1

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14642
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14019
    Apr 01, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14185
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15542
    Mar 31, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14143
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15502
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14159
    Mar 31, 2026
  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ
    ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15038
    Mar 31, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14140
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15542
    Mar 31, 2026
  • ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14185
    Mar 31, 2026
  • ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14140
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16281
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14019
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15502
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15188
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16122
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15392
    Mar 27, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15033
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15038
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14019
    Apr 01, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    14015
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In