Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଋଣ ବୋଝ: ୧୫ କୋଟି ଚାଷୀଙ୍କ ଉପରେ ୨୧ ଲକ୍ଷ କୋଟିର ଋଣଭାର

ଋଣ ବୋଝ: ୧୫ କୋଟି ଚାଷୀଙ୍କ ଉପରେ ୨୧ ଲକ୍ଷ କୋଟିର ଋଣଭାର

2023-11-28 10:20:38
14747
Share:
Facebook
Twitter
E-Mail
WhatsApp
Telegram
ଋଣ ବୋଝ: ୧୫ କୋଟି ଚାଷୀଙ୍କ ଉପରେ ୨୧ ଲକ୍ଷ କୋଟିର ଋଣଭାର

ନୂଆଦିଲ୍ଲୀ: ଦେଶର ଚାଷୀଙ୍କ ଉପରେ ଋଣ ବୋଝ ବଢ଼ିବାରେ ଲାଗିଛି। ୧୫.୫ କୋଟି ଚାଷୀଙ୍କ ଉପରେ ୨୧ ଲକ୍ଷ କୋଟି ଟଙ୍କାର ଋଣ ରହିଛି। ପ୍ରତି ଚାଷୀଙ୍କ ପିଛା ହାରାହାରି ୧.୩୫ ଲକ୍ଷ ଟଙ୍କା ବକେୟା ରହିଛି। ବ୍ୟବସାୟିକ, ସମବାୟ ଏବଂ ଆଞ୍ଚଳିକ ବ୍ୟାଙ୍କରୁ ଏହି ଋଣ ନିଆଯାଇଛି। ଦେଶରେ ତାମିଲନାଡୁ ଚାଷୀଙ୍କ ଉପରେ ସର୍ବାଧିକ ଋଣ ଭାର ରହିଛି। ଏଠାକାର ୨.୭୯ କୋଟି ଚାଷୀଙ୍କ ଉପରେ ୩.୪୭ ଲକ୍ଷ କୋଟି ଟଙ୍କା ବକେୟା ରହିଛି। ରାଷ୍ଟ୍ରୀୟ କୃଷି ଏବଂ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ କର୍ଣ୍ଣାଟକର ୧.୩୫ କୋଟି ଚାଷୀ ୧.୮୧ ଲକ୍ଷ ହଜାର କୋଟି ଟଙ୍କାର ଋଣ ନେଇଛନ୍ତି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଗୁଜରାଟ, ତେଲଙ୍ଗାନା, କେରଳ ଏବଂ ଆନ୍ଧ୍ରପ୍ରଦେଶ ଚାଷୀଙ୍କ ଉପରେ ଏକ ଲକ୍ଷ କୋଟି ଟଙ୍କାରୁ ଅଧିକ ବାକି ରହିଛି। ହାରାହାରି ଋଣ ମାମଲାରେ ପଞ୍ଜାବ ପ୍ରଥମ ସ୍ଥାନରେ ରହିଛି। ଏଠାରେ ପ୍ରତି ଖାତାଧାରୀଙ୍କ ହାରାହାରି ଋଣ ପରିମାଣ ୨.୯୫ ଲକ୍ଷ କୋଟି ଟଙ୍କା ରହିଛି। ୨.୨୯ ଲକ୍ଷ ଟଙ୍କା ସହ ଗୁଜରାଟ ଦ୍ବିତୀୟ ସ୍ଥାନରେ ରହିଛି। ହରିୟାଣା ଏବଂ ଗୋଆ ଚାଷୀଙ୍କ ପିଛା ୨ ଲକ୍ଷରୁ ଅଧିକ ଟଙ୍କାର ଋଣ ରହିଛି।

କେନ୍ଦ୍ରଶାସିତ ଅଞ୍ଚଳ ଦାଦର ଏବଂ ନଗର ହାବେଳୀର ସ୍ଥିତ ସବୁଠାରୁ ଖରାପ ରହିଛି। ଏଠାକାର ପ୍ରତି ଚାଷୀଙ୍କ ପିଛା ୪ ଲକ୍ଷରୁ ଅଧିକ ଟଙ୍କା ବାକି ରହିଛି। ଏହା ପରେ ଦିଲ୍ଲୀରେ ୩.୪୦ ଲକ୍ଷ ଟଙ୍କା, ଚଣ୍ଡିଗଡ଼ରେ ୨.୯୭ ଲକ୍ଷ ଟଙ୍କା ଏବଂ ଡାମନ-ଡିଉରେ ୨.୭୫ ଲକ୍ଷ ଟଙ୍କା ରହିଛି। ମୋଟ ଋଣ ଦୃଷ୍ଟିରୁ ପଞ୍ଜାବ ଦେଶର ସର୍ବାଧିକ ଋଣ ନେଇଥିବା ରାଜ୍ୟ। ଏହି ରାଜ୍ୟ ମୋଟ ଘରୋଇ ଉତ୍ପାଦ (ଜିଡିପି)ର ୫୩.୩ ପ୍ରତିଶତ ଋଣ ନେଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ସୂଚନା ଅନୁଯାୟୀ କୌଣସି ରାଜ୍ୟର ଋଣ ଭାର ଜିଡିପିର ୩୦ ପ୍ରତିଶତରୁ ଅଧିକ ହେବା ଅନୁଚିତ। ରାଜ୍ୟ ଆୟର ସିଂହ ଭାଗ ଅର୍ଥ ଋଣ ପରିଶୋଧ କରିବାରେ ଖର୍ଚ୍ଚ ହେଉଛି। ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ ଜନପ୍ରିୟ ଘୋଷଣା ଯୋଗୁଁ ଋଣଭାର ବଢ଼ି ଚାଲିଛି। ଏହା ୨.୫୨ ଲକ୍ଷ କୋଟିରୁ ଅଧିକ ହୋଇଗଲାଣି। ପଞ୍ଜାବ ଏବଂ ହରିୟାଣା ନିଜ ଆୟର ୨୧ ପ୍ରତିଶତ ଅଂଶ ସୁଧ ଦେବାରେ ଲଗାଉଛନ୍ତି। ଏହା ସାରା ଦେଶରେ ସର୍ବାଧିକ। ଅନ୍ୟପଟେ ୨୦୨୨-୨୩ରେ ରାଜ୍ୟମାନେ କରୁଥିବା ଋଣ ହ୍ରାସ ପାଇବ ବୋଲି ଆର୍‌ବିଆଇ ପକ୍ଷରୁ କୁହଯାଇଛି 

Powered by Froala Editor

Tags 21lakh cr loan

Related articles Odisha News Lens 4.1

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14899
    Jul 05, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15075
    Jul 06, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13683
    Jul 05, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15093
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14356
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13642
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15149
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14110
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13629
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14110
    Jul 05, 2026
  • ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14903
    Jul 05, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15149
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15075
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15093
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15151
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14584
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14348
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15829
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14912
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15075
    Jul 06, 2026
  • ମୋଦୀଙ୍କୁ ହତ୍ୟା ଧମକ

    15149
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14356
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In