Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 06, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଚେନାବ ରେଲଓ୍ବେ ସେତୁ ଉଦ୍‌ଘାଟନ କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୦ ଲକ୍ଷ ପାଇଁ ୬ ବର୍ଷର କୁନି ଝିଅକୁ ଅପହରଣ, ପଡ଼ିଆରୁ ଉଦ୍ଧାର କଲା ପୁଲିସ

୧୦ ଲକ୍ଷ ପାଇଁ ୬ ବର୍ଷର କୁନି ଝିଅକୁ ଅପହରଣ, ପଡ଼ିଆରୁ ଉଦ୍ଧାର କଲା ପୁଲିସ

2023-11-28 19:32:48
15656
Share:
Facebook
Twitter
E-Mail
WhatsApp
Telegram
୧୦ ଲକ୍ଷ ପାଇଁ ୬ ବର୍ଷର କୁନି ଝିଅକୁ ଅପହରଣ, ପଡ଼ିଆରୁ ଉଦ୍ଧାର କଲା ପୁଲିସ

୮ ବର୍ଷର ଭାଇ ସହ ୬ ବର୍ଷର ଭଉଣୀ ଟ୍ୟୁସନ ଯାଉଥିଲେ । ହଠାତ୍ କାରରେ କିଛି ଲୋକ ଭଉଣୀକୁ ଅପହରଣ କରିଦେଲେ । ଭାଇ ବଞ୍ଚାଇବାକୁ ଚେଷ୍ଟା କରି ଆହତ ହେଲା । ହେଲେ ଅପହରଣ କାରୀ ଝିଅଟିକୁ ଉଠାଇ ନେଇ ୧୦ ଲକ୍ଷ ଦାବି କରିଥିଲେ । ଏପରିକି ପୁଲିସକୁ ନଜଣାଇବା ପାଇଁ ଧମକ ଦେଇଥିଲେ । କିନ୍ତୁ ପରିବାର ଲୋକଙ୍କ ସାହାସ ଯୋଗୁଁ ଝିଅଟି ଏକ ଆଶ୍ରମ ପଡିଆରୁ ସୁରକ୍ଷିତ ଉଦ୍ଧାର ହୋଇଛି । ପରିବାର ଲୋକେ ତୁରନ୍ତ ପୁଲିସକୁ ଜଣାଇଥିଲେ । ପୁଲିସ ବି ଡେରି ନକରି ଘନଘନ ଚଢଉ କରିଥିଲେ । ଶେଷରେ ଭୟରେ ଅପହରଣକାରୀମାନେ ଝିଅକୁ ଛାଡି ଦେଇଛନ୍ତି ।

କେରଳର ପୋୟାପ୍ପାଲୀରେ ସୋମାବାର ଅପରାହ୍ନ ୪ଟାରୁ ୪.୩୦ ମଧ୍ୟରେ ନାବାଳିକା ଜଣଙ୍କ ତାଙ୍କ ୮ ବର୍ଷର ଭାଇ ସହ ଟ୍ୟୁସନ ଯାଉଥିଲେ। ଏହି ସମୟରେ ଜଣେ ମହିଳାଙ୍କ ସମେତ ୪ ଜଣ ଗୋଟିଏ ଧଳା କାରରେ ସେମାନଙ୍କ ପହଞ୍ଚିଥିଲେ। ଏହାପରେ ନାବାଳିକାଙ୍କୁ କାରରେ ବସାଇ ନେଇ ଯାଇଥିଲେ। ୮ ବର୍ଷର ପୁଅ ଅପହରଣକାରୀଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ହେଁ ସେମାନେ ତାଙ୍କୁ ଧକ୍କା ମାରି ରାସ୍ତା କଡ଼କୁ ପକାଇ ଦେଇଥିଲେ।

ଅପହରଣର କିଛି ସମୟ ପରେ ଅପହରଣକାରୀ ନାବାଳିକାଙ୍କ ଘରକୁ ଫୋନ କରି ୫ ଲକ୍ଷ ଟଙ୍କା ଦେବାକୁ କହିଥିଲେ। ହେଲେ ପରବର୍ତ୍ତୀ ଅବସ୍ଥାରେ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିଲେ। ଟଙ୍କା ମାଗିବା ବେଳେ ପୁଲିସ୍‌କୁ ସୂଚନା ନ ଦେବାକୁ ଧମକ ଦେଇଥିଲେ। ହେଲେ ପରିବାର ଲୋକ ପୁଲିସ୍‌କୁ ଜଣାଇଥିଲେ । ପୁଲିସ୍‌ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲା। ଏସବୁ ଭିତରେ ନାବାଳିକା ଜଣଙ୍କୁ ପରିତ୍ୟକ୍ତ ଆଶ୍ରମ ପଡ଼ିଆରୁ ଉଦ୍ଧାର କରାଯାଇଛି।

Powered by Froala Editor

Tags kidnap

Related articles Odisha News Lens 4.1

  • ହରମୋନସ୍ତର ନିୟନ୍ତ୍ରଣ କରେ ଜୁଆଣି ପାଣି
    ବିଶେଷ

    ହରମୋନସ୍ତର ନିୟନ୍ତ୍ରଣ କରେ ଜୁଆଣି ପାଣି

    14558
    Jun 06, 2025
  • ନାସା ଜାରି କଲା ସୂର୍ଯ୍ୟଙ୍କ ଫଟୋ, ସାମ୍ନାକୁ ଆସିଲା ଅଜବ ଦୃଶ୍ୟ
    ଦେଶ-ଦେଶାନ୍ତର

    ନାସା ଜାରି କଲା ସୂର୍ଯ୍ୟଙ୍କ ଫଟୋ, ସାମ୍ନାକୁ ଆସିଲା ଅଜବ ଦୃଶ୍ୟ

    14579
    Jun 06, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....
    ବିଶେଷ

    ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15000
    Jun 06, 2025
  • ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ
    ଦେଶ-ଦେଶାନ୍ତର

    ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ

    15233
    Jun 05, 2025
  • ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ
    ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15573
    Jun 05, 2025
  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15691
    Jun 05, 2025
  • ଭାରତରେ  ନିର୍ମାଣ ହେବ ରାଫେଲ
    ଦେଶ-ଦେଶାନ୍ତର

    ଭାରତରେ ନିର୍ମାଣ ହେବ ରାଫେଲ

    14160
    Jun 05, 2025
  • ଅଗଷ୍ଟ ୩ରେ ହେବ ନିଟ୍‌ ପିଜି ପରୀକ୍ଷା
    ଦେଶ-ଦେଶାନ୍ତର

    ଅଗଷ୍ଟ ୩ରେ ହେବ ନିଟ୍‌ ପିଜି ପରୀକ୍ଷା

    13312
    Jun 06, 2025
  • ଚେନାବ ରେଲଓ୍ବେ ସେତୁ ଉଦ୍‌ଘାଟନ କରି ତ୍ରିରଙ୍ଗା ଉଡାଇଲେ ମୋଦୀ
    ଦେଶ-ଦେଶାନ୍ତର

    ଚେନାବ ରେଲଓ୍ବେ ସେତୁ ଉଦ୍‌ଘାଟନ କରି ତ୍ରିରଙ୍ଗା ଉଡାଇଲେ ମୋଦୀ

    13388
    Jun 06, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15573
    Jun 05, 2025
  • ଦେଶ-ଦେଶାନ୍ତର

    ଅଗଷ୍ଟ ୩ରେ ହେବ ନିଟ୍‌ ପିଜି ପରୀକ୍ଷା

    13312
    Jun 06, 2025
  • ବିଶେଷ

    ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15000
    Jun 06, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16646
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16944
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15474
    Apr 03, 2021

ବିଶେଷ

  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15000
    Jun 06, 2025
  • ହରମୋନସ୍ତର ନିୟନ୍ତ୍ରଣ କରେ ଜୁଆଣି ପାଣି

    14558
    Jun 06, 2025
  • ଅଧା କପ୍‌ ବିଟ୍‌ ରସର କରାମତି

    13987
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13821
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13784
    Jun 03, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15691
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16310
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14018
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14813
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15573
    Jun 05, 2025
  • ପ୍ରତିଦିନ ସକାଳେ ଅଧାଗ୍ଲାସ ଥଣ୍ଡା କ୍ଷୀର.....

    15000
    Jun 06, 2025
  • ହରମୋନସ୍ତର ନିୟନ୍ତ୍ରଣ କରେ ଜୁଆଣି ପାଣି

    14558
    Jun 06, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In