Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ...

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

ବିଶେଷ
Home ›› ବିଶେଷ ›› ଶରୀରର ଏହି ଅଙ୍ଗ ଡେଇଁବା ଦ୍ୱାରା ମିଳିଥାଏ ଶୁଭ ସଙ୍କେତ

ଶରୀରର ଏହି ଅଙ୍ଗ ଡେଇଁବା ଦ୍ୱାରା ମିଳିଥାଏ ଶୁଭ ସଙ୍କେତ

2023-11-29 06:06:22
15449
Share:
Facebook
Twitter
E-Mail
WhatsApp
Telegram
 ଶରୀରର ଏହି ଅଙ୍ଗ ଡେଇଁବା ଦ୍ୱାରା ମିଳିଥାଏ ଶୁଭ ସଙ୍କେତ

ଅନେକ ସମୟରେ ଏପରି ଦେଖାଯାଏ, ଶରୀରର କେତେକ ଅଙ୍ଗ ଯେପରି ଆଖି, କାନ, ନାକ ଡେଇଁଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ସମସ୍ତ ଅଙ୍ଗ ଡେଇଁବା ଦ୍ୱାରା ବିଭିନ୍ନ ସଙ୍କେତ ଦେଇଥାଏ । ତେବେ ଜାଣନ୍ତୁ ଶରୀରର କେଉଁ ଅଙ୍ଗ ଡେଇଁଲେ କି ସଙ୍କେତ ମିଳେ । କୁହାଯାଏ, ସମ୍ପୂର୍ଣ୍ଣ ମସ୍ତକ କିମ୍ବା ମଥା ଡେଇଁବା ଦ୍ୱାରା ଦୂର ସ୍ଥାନ ଯାତ୍ରା କରିବାର ସଙ୍କେତ ଦେଇଥାଏ । ଯାତ୍ରା ସମୟରେ ଭାବି ଚିନ୍ତି ସମସ୍ତ ନିଷ୍ପତ୍ତି ନେବେ । ମଥାର ମଧ୍ୟ ଭାଗ ଡେଇଁବା ଦ୍ୱାରା ଧନ ପ୍ରାପ୍ତି ହୋଇଥାଏ । ବିଭିନ୍ନ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ । ସରକାରୀ ଚାକିରି ହେବାର ମଧ୍ୟ ସଙ୍କେତ ଦେଇଥାଏ । ଏହି ସମୟରେ ଯାତ୍ରା ମଧ୍ୟ ଲାଭଦାୟକ ହୋଇଥାଏ । ଧନ ପ୍ରାପ୍ତି ହୋଇଥାଏ । ଆଇବ୍ରୋ ମଧ୍ୟ ଭାଗ ଡେଇଁବା ମନ ପସନ୍ଦର ଜୀବନ ସାଥୀ ମିଳିବାର ସଙ୍କେତ ଦେଇଥାଏ । ନଚେତ୍ ବିବାହ ସ୍ଥିର ହୋଇଥାଏ ।

ଆଇବ୍ରୋ ସ୍ଥାନ ଡେଇଁବା ଭଳି ଅନୁଭବ ହେଲେ ସମସ୍ତ ମନସ୍କାମନା ପୂରଣ ହୋଇଥାଏ । ସେହିପରି ଡାହାଣ ଆଖିର ମଧ୍ୟ ଭାଗ ଡେଇଁବା ଦ୍ୱାରା ସଫଳତା ପ୍ରାପ୍ତି ହେବାର ସଙ୍କେତ ଦେଇଥାଏ । ଧନ ପ୍ରାପ୍ତି ହୋଇଥାଏ । ଡାହାଣ ଆଖିର ଚାରି ପାଖ ଡେଇଁବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ସମସ୍ୟା ସୃଷ୍ଟି ହେବାର ସଙ୍କେତ ଦେଇଥାଏ । ବାମ ପଟ ଆଖି ଚାରିପଟ ଡେଇଁବା ଦ୍ୱାରା ବିବାହ ହେବାର ସଙ୍କେତ ଦେଇଥାଏ ।
ନାକ ଡେଇଁବା ଦ୍ୱାରା ବ୍ୟବସାୟରେ ଉନ୍ନତି ହେବାର ସଙ୍କେତ ଦେଇଥାଏ । ନାକର ଶେଷ ଅଂଶ ଡେଇଁବା ଦ୍ୱାରା କଳହ ହେବାର ସଙ୍କେତ ଦେଇଥାଏ । ଡାହାଣ ନାକର ନାକପୁଡା ଡେଇଁବା ସାଙ୍ଗ ସହ ଦେଖା ହେବାର ସଙ୍କେତ ଦେଇଥାଏ ।

Powered by Froala Editor

Tags which part of the jump, what result is obtained

Related articles Odisha News Lens 4.1

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15207
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15151
    Oct 26, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ,  ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ
    ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15527
    Oct 26, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13668
    Oct 25, 2026
  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....
    ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15396
    Oct 26, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13571
    Oct 25, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା
    ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    13944
    Oct 26, 2026
  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......
    ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14166
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...
    ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...

    14108
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15207
    Oct 26, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13571
    Oct 25, 2026
  • ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କଲେ ମୋଦୀ

    14108
    Oct 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17220
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17914
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18282
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15527
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14695
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15574
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15733
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15103
    Oct 18, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15118
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14809
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15243
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13571
    Oct 25, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କଲେ ମୋଦୀ

    14108
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ଭରଣା

    15151
    Oct 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In