Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

Home ›› ››କୁବେର ଥାନା ଅଧିକାରୀଙ୍କ ଟଙ୍କା ଗଣି ଗଣି ଭିଜିଲାନସ୍ ହାଲିଆ

କୁବେର ଥାନା ଅଧିକାରୀଙ୍କ ଟଙ୍କା ଗଣି ଗଣି ଭିଜିଲାନସ୍ ହାଲିଆ

2023-11-29 08:18:19
15203
Share:
Facebook
Twitter
E-Mail
WhatsApp
Telegram
କୁବେର ଥାନା ଅଧିକାରୀଙ୍କ ଟଙ୍କା ଗଣି ଗଣି ଭିଜିଲାନସ୍ ହାଲିଆ

ଜୟପୁର: ଖାକି ପୋଷାକରେ ପୁଣି କଳଙ୍କ। କୁବେର ଥାନା ଅଧିକାରୀଙ୍କ ନିକଟରେ ଥିବା ଟଙ୍କା ଗଣି ଗଣି ଭିଜିଲାନସ୍ ବିଭାଗର ଅଧିକାରୀମାନେ ହାଲିଆ ହୋଇ ପଡିଛନ୍ତି। ଏପର୍ଯ୍ୟନ୍ତ ୩୭ଲକ୍ଷ ୨୭ହଜାର ୭୦୦ଟଙ୍କା ଜବତ କରିଛି ଭିଜିଲାନସ୍। କୋରାପୁଟ ଜିଲ୍ଲାର ବୈପାରିଗୁଡା ଥାନାଅଧିକାରୀ ସୁଶାନ୍ତ ଶତପଥୀଙ୍କ ନିକଟରୁ ମିଳିଛି ଏହି ଟଙ୍କା। ଏହା ସହ ତାଙ୍କ ନିକଟରେ ଗୋଟିଏ କ୍ରେଟା, ବୁଲେଟ ଓ ସ୍କୁଟି ବି ରହିଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଭିଜିଲାନସ୍ ଏସପି ପ୍ରଦ୍ୟୁମ୍ନ କୁମାର ଦ୍ବିବେଦୀ ସୂଚନା ଦେଇଛନ୍ତି। ଆଜି ଅଭିଯୁକ୍ତ ଥାନା ଅଧିକାରୀଙ୍କୁ ଆଜି ସଂଧ୍ୟାରେ ସ୍ବତନ୍ତ୍ର ଭିଜିଲାନସ ଜଜ୍ କୋର୍ଟକୁ ଚାଳାଣ କରିଛନ୍ତି ଜୟପୁର ଭିଜିଲାନସ୍ ଏସପି । ସେ ଆସନ୍ତା ଡିସେମ୍ବର ୧୧ତାରିଖ ପର୍ଯ୍ୟନ୍ତ ବିଚାରବିଭାଗୀୟ ହାଜତ ଜୟପୁର ସ୍ବତନ୍ତ୍ର କାରାଗାରକୁ ପଠାଇ ଦିଆଯାଇଛି। ତାଙ୍କ ଓକିଲ  ଏମ୍ ବାଲାଜୀ ରାଓ, ପି. ରମେଶ ପାତ୍ର ତାଙ୍କ ଜାମିନ ଆବେଦନ ଦାଖଲ କରିଥିବା ବେଳେ ତାହାର ଶୁଣାଣୀ ଆସନ୍ତା ଡିସେମ୍ବର ୧୧ତାରିଖ ଦିନ କରିବା ପାଇଁ ଦିନ ଧାର୍ଯ୍ୟ କରିଛନ୍ତି, କେସଡାୟରୀ କଲ ଫୋର ପାଇଁ  ସ୍ବତନ୍ତ୍ର ଭିଜିଲାନସ୍ ଜଜ୍  ରଖିଛନ୍ତି ବୋଲି କହିଛନ୍ତି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଶଶିଧର ପଟ୍ଟନାୟକ।

ଅଭିଯୁ୍କ୍ତ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ ଶତପଥୀ ଟଙ୍କା ନେଇ ଯାଉଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ଜୟପୁର ଭିଜିଲାନସ୍  ପକ୍ଷରୁ ୨ଟି ଟିମ୍ ତାଙ୍କୁ ଧରିବାକୁ ଛପି ରହିଥିଲା।  ଟାଙ୍କୁଆ ନିକଟରେ ବସକୁ ଗୋଟିଏ ଦଳ  ଓ ବସଷ୍ଟାଣ୍ଡରେ ଆଉ ଗୋଟିଏ ଦଳ ରହିଥିଲେ। ଟାଙ୍କୁଆରେ ବସ ରଖି ‌ବସରେ ଛଡ଼ି ଅଭିଯୁକ୍ତଙ୍କୁ ଧରିଥିଲେ ଭିଜିଲାନସ୍ ଟିମ୍। ଅଭିଯୁକ୍ତ ଗୋଟିଏ ବ୍ୟାଗ ଓ ଗୋଟିଏ ଆଟାଚି ଧରି କଟକ ଯାଉଥିଲେ। ତାଙ୍କ ବ୍ୟାଗ୍ ଯାଂଚ କରିବାବେଳେ ପ୍ରଥମରେ କିଛି ନାହିଁ ବୋଲି କହୁଥିଲେ। ତେବେ ଭିଜିଲାନସ୍ ଏସପିଙ୍କ କାର୍ଯ୍ୟାଳୟରେ ବ୍ୟାଗ ଯାଂଚ କରିବାରେ ସେଥିରେ  ନଗତ ୨ ଲକ୍ଷ ୭୦ ହଜାର ଟଙ୍କା ଭିଜିଲାନସକୁ ମିଳିଥିଲା। ତା ପରେ ତାଙ୍କୁ ନେଇ ତାଙ୍କ କାର୍ଯ୍ୟାଳୟର ଚାମ୍ବର ମଧ୍ୟରୁ ୧ଲକ୍ଷ ୮୦ହଜାର ଟଙ୍କା ଏବଂ ସେ ରହୁଥିବା ବୈପାରୀଗୁଡା ଥାନା ପରିସରର ବାସଭବନରୁ ୩ଲକ୍ଷ ଟଙ୍କା ଏଭଳି ସାଢ଼େ ୭ଲକ୍ଷ ଟଙ୍କା ମିଳିଥିବା କହିଛନ୍ତି ଭିଜିଲାନସ୍ ଏସପି। ଏହା ପରେ ଭିଜିଲାନସ୍ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାଟରର ୨୯ଲକ୍ଷ ୭୭ହଜାର ଟଙ୍କା ମିଳିଥିଲା। ଏତେ ଟଙ୍କା ଭିଜିଲାନସ୍ ବିଭାଗର ଅଧିକାରୀ ମାନେ ଗଣିଗଣି ହାଲିଆ ହୋଇ ଯାଇଥଲେ। ସର୍ବମ‌ୋଟ ୩୭ଲକ୍ଷ ୨୭ହଜାର ୭୦୦ଟଙ୍କା ଅଭିଯୁକ୍ତ ଥାନା ଅଧିକାରୀଙ୍କ ଠାରୁ ମିଳିଛି। ତଦନ୍ତ ବେଳେ ଭିଜିଲାନସ୍ କୁ ଅଭିଯୁକ୍ତ ସହଯୋଗ କରି ନଥିଲେ।

ତେବେ ତାଙ୍କ ସଂପର୍କରେ ଭିଜିଲାନସ୍ ଖୋଳତାଡ କରି ଯାଂଚ କରିବାରେ ଏହି ଟଙ୍କା ମିଳିଥିବା ବେଳେ ଅଧିକା ତଦନ୍ତ ଜାରୀ ରହିଥିବା କହିଛନ୍ତି ଭିଜିଲାନସ୍ ଏସପି। ଗତ ୩ମାସ ତଳେ ସେ ବୈପାରୀଗୁଡା ଥାନା ଅଧିକାରୀ ଭ‌ାବେ ଯୋଗ ଦେଇ ସ୍ବଳ୍ପ ସମୟରେ ସେ ଏତେ ପରିମାଣର ବିପୁଳ ଟଙ୍କା କେଉଁଠାରୁ ପାଇଲେ ତାହାକୁ ତାହାକୁ ନେଇ ସାଧାରଣରେ ଭିନ୍ନ ଭିନ୍ନ ଚର୍ଚ୍ଚା ଜୋର ଧରିଛି।

Powered by Froala Editor

Tags vigilance

Related articles Odisha News Lens 4.1

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13339
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15279
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15412
    Apr 14, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14539
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14969
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15193
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14718
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14162
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14120
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13475
    Apr 13, 2026
  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14162
    Apr 13, 2026
  • ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13339
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17415
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17472
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17826
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16300
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14969
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15688
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14638
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15618
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14471
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15329
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15060
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15563
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13859
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15193
    Apr 14, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13339
    Apr 14, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14120
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In