Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

ରାଜ୍ୟ
Home ›› ରାଜ୍ୟ ››କ୍ୟାପିଟାଲ ହସ୍ପିଟାଲରୁ ଆଉ ଗଡ଼ିବନି ମହାପ୍ରୟାଣ ଗାଡ଼ି!

କ୍ୟାପିଟାଲ ହସ୍ପିଟାଲରୁ ଆଉ ଗଡ଼ିବନି ମହାପ୍ରୟାଣ ଗାଡ଼ି!

2023-11-29 10:04:57
13563
Share:
Facebook
Twitter
E-Mail
WhatsApp
Telegram
କ୍ୟାପିଟାଲ ହସ୍ପିଟାଲରୁ ଆଉ ଗଡ଼ିବନି ମହାପ୍ରୟାଣ ଗାଡ଼ି!

ଭୁବନେଶ୍ବର: ରାଜଧାନୀରୁ ଆଉ ଗଡ଼ିବନି ମହାପ୍ରୟାଣ ଗାଡ଼ି! ଦରମା ବଢ଼ୁ ନଥିବାରୁ କ୍ୟାପିଟାଲ ହସ୍ପିଟାଲରୁ ଗଡ଼ୁଥିବା ମହାପ୍ରୟାଣ ଗାଡ଼ିଗୁଡ଼ିକର ଡ୍ରାଇଭର ଓ କର୍ମଚାରୀମାନେ ଚାକିରି ଛାଡ଼ିବାକୁ ଚେତାବନୀ ଦେଇଛନ୍ତି। ଦରମା ବଢ଼ାଇବାକୁ ଓ ଠିକ୍‌ ସମୟରେ ଦରମା ଦେବାକୁ ଜିଲ୍ଲାପାଳଙ୍କ ସମେତ ଉପରିସ୍ଥ ଅଧିକାରୀମାନଙ୍କୁ ବାରମ୍ବାର ଅନୁରୋଧ ଚିଠି ଲେଖାଯାଇଥିଲେ ମଧ୍ୟ ତାଙ୍କ ଦାବି କେହି ଶୁଣୁ ନାହାନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ରାଜ୍ୟରେ ଗରିବ ଲୋକଙ୍କ ସୁବିଧା ପାଇଁ ସରକାରଙ୍କ ଦ୍ବାରା ପ୍ରମୁଖ ଡାକ୍ତରଖାନ‌ାମାନଙ୍କରୁ ମାଗଣାରେ ଶବବୁହା ଗାଡ଼ି ବା ‘ମହାପ୍ରୟାଣ’ ଗାଡ଼ି ଯୋଗାଇ ଦିଆଯାଇଥିଲା। ଏହି ଯୋଜନାରେ ପ୍ରଥ‌ମେ କ୍ୟାପିଟାଲ ହସ୍ପିଟାଲକୁ ଗୋଟିଏ ଗାଡ଼ି ଦିଆଯାଇଥିବା ବେଳେ ଅଧିକ ଗାଡ଼ି ଆବଶ୍ୟକ ପଡ଼ିବାରୁ ଚଳିତ ବର୍ଷ ପ୍ରାରମ୍ଭରେ ଆଉ ଏକ ଗାଡ଼ି ଯୋଗାଇ ଦିଆଯାଇଥିଲା। ଦୁଇଟି ଗାଡ଼ି ପାଇଁ ଦୁଇଜଣ ଡ୍ରାଇଭର ଓ ଜ‌ଣେ ଗ୍ରାଜୁଏଟ୍ କୋର୍ଡିନେଟର ନିୟୋଜିତ ଅଛନ୍ତି।

ସେମାନେ ସମସ୍ତେ କୁଶଳୀ ଶ୍ରମିକରେ ଯାଉଥିବା ସତ୍ତ୍ବେ ତାଙ୍କୁ ମାସକୁ ମାତ୍ର ୫୫୦୦ ଟଙ୍କା ଦରମା ଦିଆଯାଉଛି। ଏହାସହ ‌ସେମାନଙ୍କ ସୁରକ୍ଷା ପାଇଁ ସରକ‌ାର କୌଣସି ପଦକ୍ଷେପ ନେଉନାହାନ୍ତି ବୋଲି ଅଭିଯୋଗ ଅଛି। ଅଭିଯୋଗ ଅଛି ଯେ ଜିଲ୍ଲାପାଳ, ପ୍ରଶାସନ ନିକଟରେ ବାରମ୍ବାର ଦାବି କରାଯିବା ସ‌ତ୍ତ୍ବେ ସେମାନଙ୍କ ଦାବି ପୂରଣ ହୋଇ ପାରୁନାହିଁ। ଏପରିକି ସେମାନଙ୍କୁ ଠିକ୍ ସମୟରେ ଦରମା ମଧ୍ୟ ଦିଆ ଯାଉନାହିଁ। ୩-୪ ମାସ ଅନ୍ତରାଳରେ ବାରମ୍ବାର ମାଗିବା‌ ପରେ ହିଁ ଦରମା ଦିଆଯାଉଛି। ଏଥିରେ ଅସନ୍ତୁଷ୍ଟ ହୋଇ ପୂର୍ବରୁ ଡ୍ରାଇଭରମ‌ାନେ ୨- ୩ ଥର ଚାକିରି ଛାଡ଼ି ଦେଇଥିଲେ। କିନ୍ତୁ ପରେ ସେମାନଙ୍କୁ ପ୍ରତିଶ୍ରୁତି ଦେଇ ପୁଣି ଫେରାଇ ଅଣାଯାଇଛି। କିନ୍ତୁ ଦାବି ପୂରଣ କରାଯାଉ ନାହିଁ। 

Powered by Froala Editor

Tags Mahaprayan van

Related articles Odisha News Lens 4.1

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14120
    Jul 12, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15267
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15329
    Jul 11, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14960
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14660
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15380
    Jul 11, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14358
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14051
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13808
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14120
    Jul 12, 2026
  • ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15329
    Jul 11, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14960
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14120
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14620
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15538
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15643
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15460
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15841
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14934
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15137
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14358
    Jul 12, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15267
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In