Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ...

  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

ରାଜ୍ୟ
Home ›› ରାଜ୍ୟ ››ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

2023-11-29 10:10:27
15520
Share:
Facebook
Twitter
E-Mail
WhatsApp
Telegram
ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି। ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ। ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ ପଞ୍ଚାୟତକୁ ବ୍ୟାଙ୍କ ସୁବିଧା ପହଞ୍ଚିବ । ଆଜି ପ୍ରଥମ ପର୍ଯ୍ୟାୟରେ ୭୫୪ଟି ପଞ୍ଚାୟତରେ ଆମ ବ୍ୟାଙ୍କ ସୁବିଧା ଆରମ୍ଭ ହେଲା । ଏହି  କାର୍ଯ୍ୟକ୍ରମକୁ ରାଜ୍ୟର ୧୦୦୦ଟି ସ୍ଥାନରେ ୪ ଲକ୍ଷ ଲୋକ ସିଧାପ୍ରସାରଣ ଜରିଆରେ ଲାଇଭ ଦେଖିଛନ୍ତି।



 ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ। ଏହି ବ୍ୟାଙ୍କିଙ୍ଗ ମଡେଲ ସାରା ଦେଶ ପାଇଁ ଏକ ରୋଲ ମଡେଲ ହେବ ବୋଲି ସେ ମତ ହେବା ସହିତ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଆହ୍ବାନ ଦେଇଛନ୍ତି ।


ଏହି କାର୍ଯ୍ୟକ୍ରମରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି। ଏମାନେ ହେଲେ – State Bank of India, Punjab National Bank, Union Bank of India, UCO Bank, Bank of India ଓ Bank of Baroda.  ଆମ ବ୍ୟାଙ୍କ ଗୁଡିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦେବେ ।


ସୂଚନାଯୋଗ୍ୟ ଯେ ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୬୫ ପ୍ରତିଶତ ବା ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ନାହିଁ । ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା ହୋଇଥିବାରୁ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବ୍ୟାଙ୍କ ମାନଙ୍କୁ ସମସ୍ତ ସୁବିଧା ପ୍ରଦାନ କରି ୬ ମାସ ମଧ୍ୟରେ ସବୁ ବ୍ୟାଙ୍କ ନ ଥିବା ପଞ୍ଚାୟତରେ Customer Service Point Plus ଯୋଜନା ଆରମ୍ଭ କରିଛନ୍ତି । ଏହା ‘ଆମ ବ୍ୟାଙ୍କ’ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ । ଏଥିପାଇଁ ରାଜ୍ୟ ସରକାର ଏହିସବୁ ପଞ୍ଚାୟତରେ ବ୍ୟାଙ୍କ ମାନଙ୍କୁ ଆସନ୍ତା ୫ ବର୍ଷ ପାଇଁ ଘର (Banking space), ବିଦ୍ୟୁତ ବ୍ୟବସ୍ଥା, ଇଣ୍ଟରନେଟ ଯୋଗାଯୋଗ ଏବଂ ଅନ୍ୟାନ୍ୟ ଆନୁସଂଗିକ ସୁବିଧା ଯୋଗାଇ ଦେବେ ।


     ଏହି କାର୍ଯ୍ୟକ୍ରମକୁ ଅନ୍‌ଲାଇନ ଜରିଆରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଁ ଚାହେଁ ରାଜ୍ୟର ସବୁ ଲୋକ ଆର୍ଥିକ ଅନ୍ତର୍ଭୁକ୍ତିକରଣର ସୁବିଧା ପାଆନ୍ତୁ । ଜମିପଟ୍ଟା, ଆଧାର କାର୍ଡ, ଭୋଟର ଆଇଡି କାର୍ଡ ପରି ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଖୁବ ଜରୁରୀ । ଘର ପାଖରେ ବ୍ୟାଙ୍କ ସୁବିଧା ମିଳିଲେ, ଆମର କାଳିଆ, ମମତା, ମଧୁବାବୁ ପେନ୍‌ସନ ପରି ବିଭିନ୍ନ direct benefit transfer ତଥା ଛୋଟ ଛୋଟ ବ୍ୟବସାୟୀଙ୍କ ପାଇଁ ଋଣ ଆଦି ସୁବିଧା ଲୋକଙ୍କ ପାଖରେ ସିଧାସଳଖ ଓ ସୁବିଧାରେ ଉପଲବ୍‌ଧ ହୋଇପାରିବ । ଏହା ହିଁ ଆମ 5T ନୀତିର ମୁଖ୍ୟ ଲକ୍ଷ୍ୟ । ତେଣୁ ଆମ ବ୍ୟାଙ୍କ ଲୋକଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଆଉ ଏକ ମାଇଲଷ୍ଟୋନ ହେବ ବୋଲି ଦୃଢୋକ୍ତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଗାଁ ରେ ରହୁଥିବା ଲକ୍ଷ ଲକ୍ଷ ଲୋକ ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିବେ ।


    ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହା ଆରମ୍ଭ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଭଳି ଯୋଜନା ଆରମ୍ଭ କରିବାରେ ଓଡିଶା ସାରା ଦେଶରେ ପ୍ରଥମ । ଏଥିପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ବୋଲି ସେ କହିଥିଲେ । ଏହାସହିତ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମ ମାନଙ୍କୁ ବ୍ୟାଙ୍କ ସେବା ସେମାନଙ୍କ ଘରେ ହିଁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବିନା କୌଣସି ଦେଶ ବା ରାଜ୍ୟ ସବୁ ବର୍ଗର ଲୋକଙ୍କ ପାଇଁ ବିକାଶ ଆଣିପାରିବ ନାହିଁ । (No country or state can ever attain inclusive growth without achieving financial inclusion for its people).ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି, ସାମାଜିକ ବିକାଶ, ଡିଜିଟାଲ ରୂପାନ୍ତର, ଉତ୍ତମ ପ୍ରଶାସନିକ ବ୍ୟବସ୍ଥା (Good governance), ସବୁ କ୍ଷେତ୍ରରେ ଓଡିଶା ଏକ ରୋଲ ମଡେଲ ହୋଇପାରିଛି ।


    କାର୍ଯ୍ୟକ୍ରମରେ ଯୋଗ ଦେଇ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଯୋଗୁ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ରୂପାନ୍ତର ଆଣିପାରିଛି । ଆଜି ଆମ ବ୍ୟାଙ୍କ ସେବା ଏହି ଆର୍ଥିକ ପ୍ରଗତୀକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ ।


    ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।  ଏହି ଅବସରରେ ସେ କହିଥିଲେ ଯେ ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତ ଗୁଡିକୁ ବ୍ୟାଙ୍କ ସେବା ଆଣିବା ପାଇଁ ଯେଉଁ ଗତିରେ କାମ ଚାଲିଛି, ସେହି ଗତିରେ କାମ ଚାଲିଲେ, ସବୁ ପଞ୍ଚାୟତରେ ପହଞ୍ଚିବା ପାଇଁ ୩୦ ବର୍ଷ ଲାଗିଥାନ୍ତା । କିନ୍ତୁ ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଏହା ମାତ୍ର ୬ ମାସ ମଧ୍ୟରେ ସମ୍ଭବ ହୋଇପାରୁଛି । ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ ।


    ଷ୍ଟେଟ ବ୍ୟାଙ୍କ ଅଧ୍ୟକ୍ଷ ଶ୍ରୀ ଦିନେଶ କୁମାର ଖାରା ଅନ୍‌ଲାଇନ ଜରିଆରେ ଯୋଗ ଦେଇ କହିଲେ ଯେ ଓଡିଶା ସରକାରଙ୍କର ଏହା ଏକ ଆକାଂକ୍ଷୀ କାର୍ଯ୍ୟକ୍ରମ। ଏହାଦ୍ବାରା ରାଜ୍ୟର ଲୋକମାନଙ୍କ ପାଇଁ ଆର୍ଥିକ କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ।


    ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅଶ୍ବିନୀ କୁମାର କହିଲେ ଯେ ଲୋକଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏହି ଛୋଟ ପଦକ୍ଷେପଟି ଏକ ବିରାଟ ପରିବର୍ତ୍ତନ ଆଣିବ। ସାଂସ୍କୃତିକ ଐତିହ୍ୟ ପାଇଁ ପରିଚିତ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ଏକ ବଳିଷ୍ଠ ରାଜ୍ୟ ହୋଇପାରିବ ବୋଲି ସେ କହିଥିଲେ ।


    ଏହି ଅବସରରେ ଆମ ବ୍ୟାଙ୍କ ଆରମ୍ଭ ହୋଇଥିବା କେତେକ ପଞ୍ଚାୟତର ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ସହିତ ମତ ବିନିମୟ କରିଥିଲେ । ବାଲେଶ୍ବର ଭୋଗରାଇ ବ୍ଲକ୍‌ର ବାଜିତପୁର ପଞ୍ଚାୟତର ବାର୍ଦ୍ଧକ୍ୟଭତ୍ତା ହିତାଧିକାରୀ ଶ୍ରୀ ଗୌରାଙ୍ଗ ପାଲ, ସେହି ପଞ୍ଚାୟତର ମମତା ହିତାଧିକାରୀ ଅସୀମା ଦେ ପ୍ରମୁଖ କହିଥିଲେ ଯେ ଆମେ ଆଗରୁ ବ୍ୟାଙ୍କ ଭତ୍ତା ଆଣିବା ପାଇଁ ୩ କିଲୋମିଟର ଦୂରକୁ ଯାଉଥିଲୁ। ଆଜି ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଯୋଗୁ ଆମ ଘର ପାଖରେ ଏହି ସୁବିଧା ପାଇପାରିବୁ । ଆମେ ସମସ୍ତେ ବହୁତ ଖୁସି।  ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ । କଳାହାଣ୍ଡି ଜୁନାଗଡ ବ୍ଲକ୍‌ର କାଲେଇ ଗାଁ ପଞ୍ଚାୟତର ବ୍ୟାଙ୍କି କରେସପଣ୍ଡେନ୍‌ସ ସୁନିଲ କୁମାର ପଟେଲ ଏବଂ ଗଞ୍ଜାମ ହିଞ୍ଜିଳିକାଟୁର ନନ୍ଦିକା ପଞ୍ଚାୟତର ସରପଞ୍ଚ ଶ୍ରୀ କୃଷ୍ଣଚନ୍ଦ୍ର ବଉଳ ପ୍ରମୁଖ ମଧ୍ୟ ଲୋକମାନେ ଏଥିରେ ବହୁତ ସୁବିଧା ପାଇବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।


    ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ସ୍ବାଗତ ଭାଷଣ ଦେଇଥିଲେ ଏବଂ Director Institutional Finance ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Ama bank, Naveen Patnaik

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14812
    Sep 16, 2026
  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ
    ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14233
    Sep 16, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14172
    Sep 16, 2026
  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ
    ଦେଶ-ଦେଶାନ୍ତର

    ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ

    15410
    Sep 17, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15197
    Sep 17, 2026
  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ
    ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13444
    Sep 17, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15686
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    14074
    Sep 16, 2026
  • EPFOରେ ବଡ଼ ପରିବର୍ତ୍ତନ,  ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା
    ବାଣିଜ୍ୟ

    EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15030
    Sep 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    14074
    Sep 16, 2026
  • ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13593
    Sep 16, 2026
  • ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14172
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17098
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17781
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18171
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14568
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16190
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14719
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14028
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14836
    Aug 31, 2026

ବାଣିଜ୍ୟ

EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

କର୍ମଚାରୀଙ୍କ ଦୀର୍ଘମିଆଦୀ ସଞ୍ଚୟ ପାଇଁ ଲାଗୁ ହେଉଥିବା ଦରମା ସୀମାକୁ କେନ୍ଦ୍ର ସରକାର ୧୫,୦୦୦ ଟଙ୍କାରୁ ବଢ଼ାଇ ୨୫,୦୦୦ ଟଙ୍କା କରିଛନ୍ତି। ଏହାଦ୍ୱାରା ଆଉ ୫୧ ଲକ୍ଷରୁ ଅଧିକ କର୍ମଚାରୀ କର୍ମଚାରୀ ଭବିଷ୍ୟନିଧି ସଂଗଠନ (EPFO)ରେ ସାମିଲ ହେବେ।

ସରକାର କହିଛନ୍ତି, ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ EPFOର ଦରମା ସୀମାରେ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14812
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14647
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14317
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14082
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13593
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    14074
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15686
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In