Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

Home ›› ››ଚୀନ ସଂକ୍ରମଣକୁ ଦେଖି ସରକାର ସତର୍କ : ୭ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଚୀନ ସଂକ୍ରମଣକୁ ଦେଖି ସରକାର ସତର୍କ : ୭ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

2023-11-29 19:15:00
15703
Share:
Facebook
Twitter
E-Mail
WhatsApp
Telegram
ଚୀନ ସଂକ୍ରମଣକୁ ଦେଖି ସରକାର ସତର୍କ : ୭ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଚୀନରେ ଶିଶୁମାନଙ୍କ ମଧ୍ୟରେ ବଢିଚାଲିଥିବା ନିମୋନିଆ ବିପଦକୁ ନେଇ ଭାରତରେ ଆଲର୍ଟ ଜାରି କରିଛନ୍ତି ସରକାର। ରାଜସ୍ଥାନ, କର୍ଣ୍ଣାଟକ, ଗୁଜରାଟ, ଉତ୍ତରାଖଣ୍ଡ, ହରିୟାଣା ଏବଂ ତାମିଲନାଡୁର ସରକାର ସତର୍କତା ଜାରି କରିଛନ୍ତି। ଏହି ସବୁ ରାଜ୍ୟ ଗୁଡିକରେ ନିମୋନିଆ ଚିକିତ୍ସା ଲାଗି ହସ୍ପିଟାଲ ଗୁଡିକ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଚୀନ୍‌ରେ ହୁ ହୁ ବଢ଼ି ଚାଲିଛି ଶ୍ୱାସକ୍ରିୟାରେ ସଂକ୍ରମଣ ହୋଇଥିବା ରୋଗୀଙ୍କ ସଂଖ୍ୟା। ପିଲା ଓ ଅଧକାଂଶ ଯୁବପିଢ଼ିକୁ ଶିକାର କରୁଛି ଏହି ଜ୍ୱର ଓ ନିମୋନିଆ। ଏହାକୁ ଦୃଷ୍ଟିରେ ରଖି ଆଲର୍ଟ ମୁଡ୍‌କୁ ଆସିଛନ୍ତି କେନ୍ଦ୍ର ସରକାର।

ଋତୁକାଳୀନ ଥଣ୍ଡା ପ୍ରତି ସତର୍କତା ଅବଲମ୍ବନ କରିବା ଲାଗି କର୍ଣ୍ଣାଟକ ସ୍ୱାସ୍ଥ୍ୟ ବିଭାଗ ଜନସାଧାରଣଙ୍କୁ କହିଛି। ଏଥିପାଇଁ କ’ଣ କରିବାକୁ ଓ ନ କରିବାକୁ ହେବ, ସେସବୁ ଉଲ୍ଲେଖ କରାଯାଇ ଗାଇଡ୍‌ଲାନ୍‌ ମଧ୍ୟ ଜାରି କରାଯାଇଛି। କାଶିବା ତଥା ଛିଙ୍କିବା ବେଳେ ମୁହଁ ଘୋଡ଼ାଇ ରଖିବା, ବାରମ୍ବାର ହାତ ଧୋଇବା, ମୁହଁରେ ହାତ ନ ମାରିବା, ଜନଗହଳି ସ୍ଥାନରେ ମାସ୍କ୍‌ ବ୍ୟବହାର କରିବାକୁ କୁହାଯାଇଛି।

ପରିସ୍ଥିତି ଉଦ୍‌ବେଗଜନକ ନ ଥିଲେ ବି ଡାକ୍ତରୀ କର୍ମଚାରୀମାନେ ଏହି ସଂକ୍ରାମକ ରୋଗ ପ୍ରତି ସତର୍କତା ଅବଲମ୍ବନ କରିବା ଉଚିତ ବୋଲି ରାଜସ୍ଥାନ ସ୍ୱାସ୍ଥ୍ୟ ବିଭାଗ କହିଛି। ପେଡିଆଟ୍ରିକ୍‌ (ଶିଶୁ ରୋଗ ବିଭାଗ) ଓ ମେଡିସିନ୍‌ ବିଭାଗରେ ଯଥେଷ୍ଟ ସତର୍କତା ଅବଲମ୍ବନ କରାଯିବା ଉଚିତ ବୋଲି କୁହାଯାଇଛି।

ଗହଳି ସ୍ଥାନରୁ ନିଜକୁ ଦୂରେଇ ରଖିବାକୁ କୁହାଯାଇଛି। ଅପରପକ୍ଷେ ଉତ୍ତରାଖଣ୍ଡର ୩ ଜିଲ୍ଲା ଚୀନ ସଂଲଗ୍ନ ହୋଇଥିବାରୁ ସେଠାରେ ମଧ୍ୟ ସତର୍କ ଦୃଷ୍ଟି ରଖାଯାଇଛି।

Powered by Froala Editor

Tags virus

Related articles Odisha News Lens 4.1

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    14023
    Mar 29, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13708
    Mar 30, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15375
    Mar 28, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15240
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14942
    Mar 30, 2026
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14633
    Mar 29, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14186
    Mar 30, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14750
    Mar 29, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14334
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ

    14023
    Mar 29, 2026
  • ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14186
    Mar 30, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15375
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15872
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15324
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15450
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15074
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14053
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15240
    Mar 30, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14750
    Mar 29, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14942
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In