Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

Home ›› ››୪ରୁ ପ୍ରବଳ ବର୍ଷା

୪ରୁ ପ୍ରବଳ ବର୍ଷା

2023-11-30 09:58:55
14462
Share:
Facebook
Twitter
E-Mail
WhatsApp
Telegram
୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।ପରବର୍ତ୍ତୀ ସମୟରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ୩ତାରିଖ ବେଳକୁ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ପାହାନ୍ତିଆ ବେଳକୁ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଁଚିବାର ସମ୍ଭାବନା ରହିଛି।ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ଉପକୂଳବର୍ତ୍ତୀ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି। ଉକ୍ତ ଜିଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ ବାତ୍ୟାର ତୀବ୍ରତା ଓ ଗତିପଥ କ’ଣ ରହିବ ସେ ନେଇ ଏ ପର୍ୟ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ରୁ ୮ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧ ତାରିଖରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ପବନର ବେଗ ୨ ତାରିଖ ବେଳକୁ ୫୦ରୁ ୬୦ କିମି ଓ ବେଳେ ବେଳେ ସର୍ବାଧିକ ୭୦ କିମି ପର୍ୟ୍ୟନ୍ତ ଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି।

Powered by Froala Editor

Tags Cyclone

Related articles Odisha News Lens 4.1

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13623
    Feb 13, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13956
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14206
    Feb 12, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14962
    Feb 14, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15271
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15541
    Feb 13, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15676
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15090
    Feb 12, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15082
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14206
    Feb 12, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15676
    Feb 12, 2026
  • ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13623
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15082
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15541
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16026
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13962
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14678
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15347
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15271
    Feb 12, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13623
    Feb 13, 2026
  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13956
    Feb 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In